Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତିନିଦିନିଆ ରିମାଣ୍ଡରେ ପାଠକ ବାପ ପୁଅ
ଆଜିର ଖବର

ତିନିଦିନିଆ ରିମାଣ୍ଡରେ ପାଠକ ବାପ ପୁଅ

December 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିବା କୋଟିପତି ଆଇଏଫଏସ ଅଫିସର ଅଭୟକାନ୍ତ ପାଠକ ଓ  ତାଙ୍କ ପୁଅ ଆକାଶ  ତିନିଦିନିଆ ରିମାଣ୍ଡରେ ଯିବେ । ରିମାଣ୍ଡ ନେଇ ଅନୁମତି ଦେଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ । ତେବେ ଅଭୟଙ୍କୁ ରିମାଣ୍ଡରେ ନେବାକୁ ଏସଆଇଟି ଅନୁମତି ମଗାଯାଇଥିଲା । ଆସନ୍ତାକାଲିଠାରୁ ସେ ତିନିଦିନିଆ ରିମାଣ୍ଡରେ ଯିବେ ବୋଲି ସୂଚନା ରହିଛି। ଅଭୟଙ୍କୁ ରିମାଣ୍ଡରେ ନେଇ ଏସ୍ଆଇଟି ଆୟ ବର୍ହିଭୂତ ସଂପତ୍ତି ନେଇ ଅଧିକ ପଚରାଉଚରା କରିବ । ଏପଟେ ଅଭୟ ପାଠକଙ୍କ ଘରୁ ସିସିଟିଭି ଫୁଟେଜ୍ ଜବତ ହୋଇଛି। କିଏ କିଏ ତାଙ୍କ ଘରକୁ ଯାଇଥିଲେ ସେ ନେଇ ଛାନଭିନ୍‌ ଆରମ୍ଭ ହୋଇଛି। ଅଭୟଙ୍କୁ ରିମାଣ୍ଡରେ ନେଇ ଅଧିକ ପଚରାଉଚରା କରିବ ଏସଆଇଟି ।

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଜେଲରେ ଥିବା ବାପ-ପୁଅ ଅଭୟକାନ୍ତ ପାଠକ ଓ ଆକାଶଙ୍କୁ ରିମାଣ୍ଡରେ ଆଣିବାକୁ କମିସନରେଟ୍ ପୁଲିସ ଯୋଜନା କରୁଛି । ସେହିପରି ପାଠକ କାର୍ଯ୍ୟ କରିଥିବା ବିଭିନ୍ନ ସ୍ଥାନରୁ ତଦନ୍ତ ଆରମ୍ଭ କରିଛି ଏସଆଇଟି । ଗତକାଲି ବ୍ରହ୍ମପୁରରୁ ତଦନ୍ତ ଆରମ୍ଭ କରାଯାଇଥିବା ବେଳେ ବଲାଙ୍ଗୀରରେ ମଧ୍ୟ ତଦନ୍ତ କରାଯିବ । ଉଲ୍ଲେଖଯୋଗ୍ୟ ଯେ, କୋଟି କୋଟି ଟଙ୍କାର ଆୟ ବହିର୍ଭୂତ ସମ୍ପତ୍ତି ଠାବ କାରଣରୁ ଭିଜିଲାନ୍ସ ବିଭାଗ ପକ୍ଷରୁ  ପାଠକ ପିତା ପୁତ୍ର ଯୋଡିଙ୍କୁ ଗିରଫ କରାଯାଇଥିଲା ।

Share. Facebook Twitter LinkedIn Email WhatsApp Copy Link

Related Posts

INDIAର PM ଚେହେରା କିଏ? ରାହୁଲ ବନାମ ବିଜୟ ଚର୍ଚ୍ଚାରେ ହଲଚଲ୍ ରାଜନୀତି

September 6, 2026

ଦିଲ୍ଲୀ ବିଲିଡିଂ ଟ୍ରାଜେଡ଼ି : ୫ ମୃତ

September 6, 2026

ଫୁଟ୍‌ବଲ୍‌ ମ୍ୟାଚ୍‌ ଦେଖୁଥିବାବେଳେ ଅଘଟଣ: ବଜ୍ରପାତରେ ନାବାଳକ ମୃତ

September 6, 2026

ଚଳନ୍ତା କାରରେ ହଠାତ୍‌ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

September 6, 2026
Latest News

INDIAର PM ଚେହେରା କିଏ? ରାହୁଲ ବନାମ ବିଜୟ ଚର୍ଚ୍ଚାରେ ହଲଚଲ୍ ରାଜନୀତି

September 6, 2026

ଦିଲ୍ଲୀ ବିଲିଡିଂ ଟ୍ରାଜେଡ଼ି : ୫ ମୃତ

September 6, 2026

ଫୁଟ୍‌ବଲ୍‌ ମ୍ୟାଚ୍‌ ଦେଖୁଥିବାବେଳେ ଅଘଟଣ: ବଜ୍ରପାତରେ ନାବାଳକ ମୃତ

September 6, 2026

ଚଳନ୍ତା କାରରେ ହଠାତ୍‌ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

September 6, 2026

ଦୁର୍ଘଟଣାରେ ଗୋଟିଏ ପରିବାର ୧୧ଜଣ ଆହତ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.