Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ଆଜିର ଖବର

ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ପାଇଁ ଆସିବ ସ୍ୱତନ୍ତ୍ର ଆଇନ୍ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

December 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉପନିର୍ବାଚନ ମଇଦାନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ; କହିଲେ, କରୋନା ପରେ ତିର୍ତ୍ତୋଲକୁ ସ୍ବତନ୍ତ୍ର ପରିଦର୍ଶନରେ ଯିବି

ଭୁବନେଶ୍ୱର :  ଭୁବନେଶ୍ୱରର ଲିଙ୍ଗରାଜ ମନ୍ଦିର ପାଇଁ ଖୁବ୍ ଶୀଘ୍ର ସ୍ୱତନ୍ତ୍ର ଆଇନ୍ ଆସିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ବୁଧବାର ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଅନୁଧ୍ୟାନ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପୁରୀ ଶ୍ରୀମନ୍ଦିର ଭଳି ଲିଙ୍ଗରାଜ ମନ୍ଦିର ସ୍ୱତନ୍ତ୍ର ଆଇନ୍ ଦ୍ୱାରା ପରିଚାଳିତ ହେବ । ଏହାସହ ମୁଖ୍ୟମନ୍ତ୍ରୀ ଲିଙ୍ଗରାଜ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟରେ ସନ୍ତୋଷ ପ୍ରକାଶ କରିବାସହ ଏଥିପାଇଁ ଜମି ଦେଇଥିବା ବ୍ୟକ୍ତିମାନଙ୍କୁ କୃତଜ୍ଞତା ଜଣାଇଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026
Latest News

ନକ୍ସଲମୁକ୍ତ ଭାରତ ପରେ ପୀଡ଼ିତଙ୍କ କ୍ଷତ ଉପଶମ ଓ ସମ୍ମାନଜନକ ଜୀବନ ସୁନିଶ୍ଚିତ କରିବା ଲକ୍ଷ୍ୟ

October 16, 2026

ଲଦାଖରେ ୩୩୫୦ କୋଟି ମୂଲ୍ୟର ୫ଟି ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ

October 16, 2026

ଅକ୍ଟୋବର ୧୬ ତାରିଖ ଶୁକ୍ରବାର ରାଶିଫଳ: ସ୍ୱାସ୍ଥ୍ୟ ଏବଂ ରୋମାନ୍ସ କ୍ଷେତ୍ରରେ କିପରି ରହିବ ଆଜିର ଦିନ

October 16, 2026

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.