Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଫଲାଇନ୍‌ରେ ହେବ ମାଟ୍ରିକ୍ ଓ +2 ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
ଆଜିର ଖବର

ଅଫଲାଇନ୍‌ରେ ହେବ ମାଟ୍ରିକ୍ ଓ +2 ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ

December 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର :  ଅଫ୍‌ଲାଇନ୍‌ରେ ହେବ ମାଟ୍ରିକ୍‌ ଓ ଯୁକ୍ତ ଦୁଇ ପରୀକ୍ଷା । ଏନେଇ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ରାଜ୍ୟରେ ଯେତେବେଳେ ବି ପରୀକ୍ଷା ହେବ ଅଫଲାଇନ୍‌ରେ ହିଁ ହେବ ବୋଲି କହିଛନ୍ତି ମନ୍ତ୍ରୀ ସମୀର ଦାଶ । ତେବେ ମାଟ୍ରିକ୍ ଓ ଯୁକ୍ତ ଦୁଇ ପରୀକ୍ଷା ବିଳମ୍ବରେ ହେବ ବୋଲି ମଧ୍ୟ କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।

ଅଫଲାଇନ୍‌ରେ ପରୀକ୍ଷା ପାଇଁ ସିବିଏସ୍ଇ ନିଷ୍ପତ୍ତି ନେଇଛି। ସେହି ଆଧାରରେ ରାଜ୍ୟରେ ବି ଅଫଲାଇନ୍‌ରେ ପରୀକ୍ଷା ହେବ । ପରୀକ୍ଷା ନିହାତି ବିଳମ୍ବରେ ହେବ। ଆଉ ତା ପୂର୍ବରୁ ଶିକ୍ଷାଦାନ ଦିଆଯିବ ।ନବମରୁ ଦ୍ୱାଦଶ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ମନ୍ତ୍ରୀ ସ୍କୁଲ୍ ଖୋଲିବା ନେଇ ସବୁ ପକ୍ଷଙ୍କ ସହ ବିଚାରବିମର୍ଶ ଚାଲିଛି । ଖୁବଶୀଘ୍ର ନିଷ୍ପତ୍ତି ଜଣାଯିବ ବୋଲି କହିଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ।

+2 ଯୁକ୍ତ ଦୁଇ ସମୀର ଦାଶ
Share. Facebook Twitter LinkedIn Email WhatsApp Copy Link

Related Posts

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Latest News

ଖୁବ ଶୀଘ୍ର ପୂରଣ ହେବ ହାଇକୋର୍ଟ ବିଚାରପତି ପଦବୀ

August 17, 2026

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଆଇଏସଆଇ-ସମର୍ଥିତ ‘ଶହଜାଦ ଭଟ୍ଟି ନେଟୱର୍କ’ ଧ୍ୱଂସ: ୨୦୦ରୁ ଅଧିକ ଗିରଫ

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.