Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚନ୍ଦନ କାଠ ତସ୍କରୀ : ତିନି ଗିରଫ
ଆଜିର ଖବର

ଚନ୍ଦନ କାଠ ତସ୍କରୀ : ତିନି ଗିରଫ

December 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କଟକ : କଟକ ଟାଙ୍ଗି ପୁଲିସ ଷ୍ଟେସନ ଅଧିନ ଦଳଯୋଡି ଜଙ୍ଗଲରୁ ବିପୁଳ ପରିମାଣର ଚୋରା ଚନ୍ଦନ କାଠ ଜବତ ହୋଇଛି। କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଚଢ଼ାଉ କରି ଚାରି କ୍ୱିଣ୍ଟାଲ 60କେଜି ଚନ୍ଦନ କାଠ ଜବତ କରିଛି । ଏଥିରେ ସମ୍ପୃକ୍ତି ଥିବା ତିନିଜଣକୁ ଗିରଫ କରାଯାଇଛି । ଜବତ ଚନ୍ଦନ କାଠର ମୂଲ୍ୟ ଆନୁମାନିକ ସୁତୁରୀ ଲକ୍ଷ ଟଙ୍କା ହେବ ବୋଲି ସୂଚନା ମିଳିଛି ।

ସୂଚନା ମୁତାବକ, ଦଳଯୋଡି ଜଙ୍ଗଲରେ ଚୋରା ଚନ୍ଦନ କାଠ ବେପାର ଚାଲିଥିବା ଖବର ପାଇ କ୍ରଇମବ୍ରାଂଚ ଏସଟିଏଫ ଚଢ଼ାଉ କରି ତିନି ଜଣଙ୍କୁ ଗିରଫ କରିଥିଲା । ଏନେଇ ଟାଙ୍ଗି ପୁଲିସ ମାମଲା ରୁଜୁ କରିବା ସହ ଏହି ଚନ୍ଦନ କାଠ ଚୋରା ମାମଲାରେ ଆଉ କାହାର ସମ୍ପୃକ୍ତି ରହିଛି ସେ ନେଇ ତଦନ୍ତ ଜାରି ରଖିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Latest News

ଆସନ୍ତାକାଲି ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ

June 19, 2026

ଦୁଇ-ତୃତୀୟାଂଶ ସଂଖ୍ୟା ଗରିଷ୍ଠତା ଆଡ଼କୁ NDA: ଜାଣନ୍ତୁ ବିରୋଧୀ ଦଳର ସଂଖ୍ୟା

June 19, 2026

ଆମେରିକା-ଚୀନ୍-କେନ୍ଦ୍ରିକ “G2” ବ୍ୟବସ୍ଥାକୁ କଡ଼ା ବିରୋଧ କଲେ ଜନ୍ ବୋଲ୍ଟନ୍: ଟ୍ରମ୍ଫଙ୍କୁ ଦେଲେ ଚେତାବନୀ

June 19, 2026

NEET ପରୀକ୍ଷା ପାଇଁ ଡ୍ରେସ୍ କୋଡ୍ ଲାଗୁ: ମାର୍ଗଦର୍ଶିକା ଜାରି କଲା NTA

June 19, 2026

କେଏଲ ରାହୁଲଙ୍କ ଭୂମିକା ଉପରେ ଚିନ୍ତା: ଗମ୍ଭୀର ପ୍ରଶ୍ନ ଉଠାଇଲେ ପୂର୍ବତନ ଚୟନକର୍ତ୍ତା

June 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.