Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୭୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୧୫ଜଣ ଚିହ୍ନଟ ହୋଇଥିବାବେଳେ ୧୬୨ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ହଜାର ୩୯୪କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୪ ହଜାର ୦୨୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର  ୫୫୮ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୫୫ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ମୋଟ୍‌ ୩୭୭ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୬ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୨୮, ବାଲେଶ୍ଵରରୁ ୧୬, ବରଗଡରୁ ୧୧, ଭଦ୍ରକରୁ ୯, ବଲାଙ୍ଗିରରୁ ୨, କଟକରୁ ୧୮, ଦେବଗଡରୁ ୨, ଢେଙ୍କାନାଳରୁ ୩,  ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୧, ଯାଜପୁରରୁ ୧୨, ଝାରସୁଗୁଡାରୁ ୮, କଳାହାଣ୍ଡିରୁ ୭,  କେନ୍ଦ୍ରାପଡାରୁ ୭, କେଉଁଝରରୁ ୧୩, କୋରାପୁଟରୁ ୮, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୨୫, ନବରଙ୍ଗପୁରରୁ ୬, ନୂଆପଡାରୁ ୧୪,  ପୁରୀରୁ ୧୩, ରାୟଗଡାରୁ ୨, ସମ୍ବଲପୁରରୁ ୮, ସୁନ୍ଦରଗଡ଼ରୁ ୪୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୧୨ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.