Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 5, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୪୦୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୩୪ ଜଣ ଚିହ୍ନଟ ହୋଇଥିବାବେଳେ ୧୭୫ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୦ହଜାର ୮୦୩କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୪ ହଜାର ୬୬୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର  ୩୨୫ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୬୦ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୭ ଟି ଜିଲ୍ଲାରୁ ମୋଟ୍‌ ୪୦୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୩୫ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୨ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩୪ଜଣ, ଦେଓଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିହଂପୁର ଜିଲ୍ଲାରୁ ୧୫ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨୫ଜଣ, ନବରଙ୍ଗପୁର ୫ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୪ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୩ଜଣ, ଷ୍ଟେଟ ପୁଲ୍‌ରୁ ୧୦ଜଣ ରହିଛନ୍ତି।

ଓଡିଶା କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025

ଗୋରୁ ବୋଝେଇ ଗାଡ଼ିକୁ ଧରିଲା ବଜରଙ୍ଗ ଦଳ: ବାଣପୁର ଥାନାରେ ମାମଲା ରୁଜୁ

August 24, 2025

୨୦୨୫ର ସବୁଠାରୁ ବଡ଼ ବିଜୟ: ଦକ୍ଷିଣ ଆଫ୍ରିକାକୁ ରେକର୍ଡ ବ୍ୟବଧାନରେ ପରାସ୍ତ କଲା ଅଷ୍ଟ୍ରେଲିଆ

August 24, 2025
Latest News

ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କଲେ କେନ୍ଦ୍ର ଗୃହ ମନ୍ତ୍ରୀ

August 24, 2025

ଆମେ କେବଳ କ୍ରମିକ ପରିବର୍ତ୍ତନ ନୁହେଁ, ଏକ ବିରାଟ ଲମ୍ଫ ଲକ୍ଷ୍ୟ ନେଇ ଆଗକୁ ବଢ଼ୁଛୁ: ପ୍ରଧାନମନ୍ତ୍ରୀ

August 24, 2025

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025

ରଙ୍କନାଥ ଦେବ ପିଠର ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଆଇନ ମନ୍ତ୍ରୀ

August 24, 2025

ବିଧାୟକ ପ୍ରକାଶ ସେଠୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କାହିଁକି କହିଲେ ‘ଇଙ୍ଗିଲସ ଏମଏଲଏ’

August 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.