Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 6, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୨୯ ଜଣ ଚିହ୍ନଟ ହୋଇଥିବାବେଳେ ୧୬୪ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୧୯୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୫ ହଜାର ୨୭୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୪ ହଜାର ୧୦୨ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୬୫ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୪୦୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୯ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ ଜିଲ୍ଲାରୁ ୯ ଜଣ, ଭଦ୍ରକ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୩ ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨୫ ଜଣ, ଦେବଗଡ଼ ଜିଲ୍ଲାରୁ ୧୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬, ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଜଗତସିହଂପୁର ଜିଲ୍ଲାରୁ ୧୧ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୧୨ ଜଣ, କେନ୍ଦୁଝର ଜିଲ୍ଲାରୁ ୮ ଜଣ, କୋରାପୁଟ ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ ୪, ମୟୁରଭଞ୍ଜ ଜିଲ୍ଲାରୁ ୩୨ ଜଣ, ନବରଙ୍ଗପୁର ୧, ନୟାଗଡ଼ ଜିଲ୍ଲାରୁ ୪ ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୫ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଓଡିଶା କରୋନା ଆକ୍ରାନ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026
Latest News

ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଗ୍ରୀ ପୋର୍ଟାଲର ଶୁଭାରମ୍ଭ କଲେ କନକ ବର୍ଦ୍ଧନ ସିଂହଦେଓ

January 10, 2026

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026

ନୂଆ ବଜାରରେ ପ୍ରବେଶ କଲେ ଭଦ୍ରକ ଜିଲ୍ଲାର ବରକୋଳି ଚାଷୀ: ଆୟ ୨୫% କୁ ବୃଦ୍ଧି

January 10, 2026

ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ମିଳିଲା ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିରର ଅନ୍ତରିଣ ରିପୋର୍ଟ

January 10, 2026

ଆଜି ଜାନୁୟାରୀ ୧୦ ତାରିଖ ଶନିବାରରେ ପାଞ୍ଚୋଟି ରାଶି ପାଇଁ ରହିଛି ଶୁଭ ଖବର

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.