Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୨ ମହିଳାଙ୍କ ସମେତ ୧୦ ନକ୍ସଲଙ୍କ ଆତ୍ମସମର୍ପଣ
ଆଜିର ଖବର

୨ ମହିଳାଙ୍କ ସମେତ ୧୦ ନକ୍ସଲଙ୍କ ଆତ୍ମସମର୍ପଣ

March 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
10 naxlite surrender
10 naxlite surrender

ଛତିଶଗଡର ନକ୍ସଲ ପ୍ରଭାବିତ ସୁକୁମା ଜିଲାରେ ଦୁଇ ଜଣ ମହିଳା ସମେତ ୧୦ ଜଣ ନକ୍ସଲ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ନକ୍ସଲନେତାଙ୍କ ଦ୍ବାରା ସେମାନେ ଶୋଷଣର ଶିକାର ହେଉଥିଲେ ବୋଲି ଆତ୍ମସମର୍ପଣ କରିଥିବା ନକ୍ସଲମାନେ କହିଛନ୍ତି। ସୁକମା ଜିଲାର ପୁଲିସ ଅଧିକାରୀଙ୍କ ସୂଚନା ଅନୁଯାୟୀ, ସୁକୁମା ଜିଲାର କୋଣ୍ଟା ଥାନା ଅନ୍ତର୍ଗତ ବାଲେଙ୍ଗତୋଙ୍ଗ ଗ୍ରାମରେ ରହୁଥିବା ୧୦ ଜଣ ନକ୍ସଲ ସ୍ଥାନୀୟ ପୁଲିସ ଓ କେନ୍ଦ୍ର ରିଜର୍ଭ ପୁଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ସେମାନଙ୍କ ମଧ୍ୟରେ ଦୁଇ ଜଣ ମହିଳା ନକ୍ସଲ ରହିଛନ୍ତି। ଆତ୍ମସମର୍ପଣ କରିଥିବା ସମସ୍ତ ନକ୍ସଲଙ୍କ ବିରୋଧରେ ବସ୍ ଓ ଅନ୍ୟ ଯାନବାହନରେ ନିଆଁ ଲଗାଇବା ଏବଂ ବୋମା ବିସ୍ଫୋରଣ କରିବା ଭଳି ସାଂଘାତିକ ଅଭିଯୋଗ ରହିଛି। ଆତ୍ମସମର୍ପଣ କରିଥିବା ନକ୍ସଲ ସରକାରୀ ଯୋଜନାର ଲାଭ ପାଇପାରିବେ ବୋଲି ପୁଲିସ ଅଧିକାରୀ କହିଛନ୍ତି। ଆତ୍ମସମର୍ପଣ କରିଥିବା ନକ୍ସଲ ମାନେ ଡିଏକେଏମ୍‌ଏସ୍‌ ନକ୍ସଲୀ ସଙ୍ଗଠନର ସଦସ୍ୟ।

naxlite surrender thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026
Latest News

‘ଭୁଲ ସ୍ୱୀକାର କରିବା ଉଚିତ’: ମମତା ବାନାର୍ଜୀଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲା କଂଗ୍ରେସ

July 15, 2026

ଆଜିଠାରୁ ଅଗଷ୍ଟ ୧୪ ଯାଏଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ପାଇଁ ଆବେଦନ

July 15, 2026

ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

July 15, 2026

କୋଭିଡ-୧୯ ର କୌଣସି ଗୁଜବ କିମ୍ବା ଅପପ୍ରଚାରରେ ଭୟଭୀତ ନହୋଇ ସଚେତନ ରହିବାକୁ ଅପିଲ

July 15, 2026

ପ୍ରଥମ ତ୍ରୈମାସିକରେ ଇଣ୍ଡିଆ ପୋଷ୍ଟର ୪,୦୦୦ କୋଟିରୁ ଅଧିକ ଆୟ

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.