Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ: ୨୪ ଘଣ୍ଟାରେ ୩୨ ହଜାର ଆକ୍ରାନ୍ତ, ୩୯୧ ମୃତ
ଆଜିର ଖବର

କରୋନା ଅପଡେଟ: ୨୪ ଘଣ୍ଟାରେ ୩୨ ହଜାର ଆକ୍ରାନ୍ତ, ୩୯୧ ମୃତ

December 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ହଜାର ୯୮୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୯୧ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ୩୨୯୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୭୭ ହଜାର ୨୦୩ରେ ପହଞ୍ଚିଛି । ୩୯୧ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୫୭୩ରେ ପହଞ୍ଚିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୧୦୯ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୯୦୧ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୬୫୧୯ ହ୍ରାସ ଘଟିବା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୬ ହଜାର ୭୨୯ରେ ପହଞ୍ଚିଛି । ଏହା ସହିତ ୪ ମାସ ମଧ୍ୟରେ ପ୍ରଥମ ଥର ପାଇଁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷରୁ କମ ରହିଛି । ବିଗତ ୨୪ ଘଣ୍ଟା ମଧ୍ୟରେ କେରଳରୁ ସର୍ବାଧିକ ୪୭୭୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୪୭୫୭  ଏବଂ ପଶ୍ଚିମବଙ୍ଗରୁ ୩୧୪୩  ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ ସର୍ବାଧିକ ୬୯ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ୪୬ ମୃତ୍ୟୁ ସହିତ ପଶ୍ଚିମବଙ୍ଗ ଏବଂ ୪୯ ମୃତ୍ୟୁ ସହିତ ମହାରାଷ୍ଟ୍ର ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ  ରହିଛନ୍ତି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୭୦ ଲକ୍ଷ ୬୦ ହଜାର ୭୬୧ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୩୧ ଲକ୍ଷ ୧ ହଜାର ୧୧୫ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨୪ ଲକ୍ଷ ୨୩ ହଜାର ୭୬୩ ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୧୫ ଲକ୍ଷ ୩୫ ହଜାର ୮୮୩ରେ ପହଞ୍ଚିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025
Latest News

ପୁନରୁଦ୍ଧାର ହେବ ଭାଗବତ ଟୁଙ୍ଗି, ଘରେ ଘରେ ପହଞ୍ଚିବ ଭାଗବତ: ମୁଖ୍ୟମନ୍ତ୍ରୀ

October 5, 2025

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.