Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ: ୨୪ ଘଣ୍ଟାରେ ୩୨ ହଜାର ଆକ୍ରାନ୍ତ, ୩୯୧ ମୃତ
ଆଜିର ଖବର

କରୋନା ଅପଡେଟ: ୨୪ ଘଣ୍ଟାରେ ୩୨ ହଜାର ଆକ୍ରାନ୍ତ, ୩୯୧ ମୃତ

December 7, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ହଜାର ୯୮୧ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ ୩୯୧ ଜଣଙ୍କର ମୃତ୍ୟୁ ଘଟିଛି । ୨୪ ଘଣ୍ଟା ମଧ୍ୟରେ ୩୨୯୮୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୯୬ ଲକ୍ଷ ୭୭ ହଜାର ୨୦୩ରେ ପହଞ୍ଚିଛି । ୩୯୧ ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪୦ ହଜାର ୫୭୩ରେ ପହଞ୍ଚିଛି ।

ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯ ହଜାର ୧୦୯ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା ୯୧ ଲକ୍ଷ ୩୯ ହଜାର ୯୦୧ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ ୬୫୧୯ ହ୍ରାସ ଘଟିବା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୯୬ ହଜାର ୭୨୯ରେ ପହଞ୍ଚିଛି । ଏହା ସହିତ ୪ ମାସ ମଧ୍ୟରେ ପ୍ରଥମ ଥର ପାଇଁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷରୁ କମ ରହିଛି । ବିଗତ ୨୪ ଘଣ୍ଟା ମଧ୍ୟରେ କେରଳରୁ ସର୍ବାଧିକ ୪୭୭୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ ୪୭୫୭  ଏବଂ ପଶ୍ଚିମବଙ୍ଗରୁ ୩୧୪୩  ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ ସର୍ବାଧିକ ୬୯ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । ୪୬ ମୃତ୍ୟୁ ସହିତ ପଶ୍ଚିମବଙ୍ଗ ଏବଂ ୪୯ ମୃତ୍ୟୁ ସହିତ ମହାରାଷ୍ଟ୍ର ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ  ରହିଛନ୍ତି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ କୋଟି ୭୦ ଲକ୍ଷ ୬୦ ହଜାର ୭୬୧ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୪ କୋଟି ୩୧ ଲକ୍ଷ ୧ ହଜାର ୧୧୫ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୨୪ ଲକ୍ଷ ୨୩ ହଜାର ୭୬୩ ରେ ପହଞ୍ଚିଛି । ସମୁଦାୟ ମୃତ୍ୟୁ ସଂଖ୍ୟା ୧୫ ଲକ୍ଷ ୩୫ ହଜାର ୮୮୩ରେ ପହଞ୍ଚିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୯ ତାରିଖ ରବିବାର ଦିନ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 29, 2026

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026
Latest News

ଆଜି ମାର୍ଚ୍ଚ ୨୯ ତାରିଖ ରବିବାର ଦିନ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 29, 2026

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026

ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.