Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଉ ୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ
ଆଜିର ଖବର

ରାଜ୍ୟରେ ଆଉ ୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ

December 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଆଜି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟାରେ  ମଧ୍ୟ ହ୍ରାସ ଦେଖାଦେଇଛି। ରାଜ୍ୟରେ ଆଉ ୭ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୭୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଜି କଟକ ଜିଲ୍ଲାରୁ ସର୍ବାଧିକ ତିନିଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ବାଲେଶ୍ଵର, ପୁରୀ, ସୁନ୍ଦରଗଡ ଓ ଜଗତସିଂପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ନିଆଁଖୁଣ୍ଟା ଗୋଦାବରୀଶ ମହାପାତ୍ରଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ

October 5, 2025

ଦାର୍ଜିଲିଂ ଭୂସ୍ଖଳନ: ଏପର୍ଯ୍ୟନ୍ତ ୧୭ ମୃତ, ଉଦ୍ଧାର କାର୍ଯ୍ୟ ଜାରି

October 5, 2025

ପୁନରୁଦ୍ଧାର ହେବ ଭାଗବତ ଟୁଙ୍ଗି, ଘରେ ଘରେ ପହଞ୍ଚିବ ଭାଗବତ: ମୁଖ୍ୟମନ୍ତ୍ରୀ

October 5, 2025

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025
Latest News

ନିଆଁଖୁଣ୍ଟା ଗୋଦାବରୀଶ ମହାପାତ୍ରଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହ

October 5, 2025

ଦାର୍ଜିଲିଂ ଭୂସ୍ଖଳନ: ଏପର୍ଯ୍ୟନ୍ତ ୧୭ ମୃତ, ଉଦ୍ଧାର କାର୍ଯ୍ୟ ଜାରି

October 5, 2025

ପୁନରୁଦ୍ଧାର ହେବ ଭାଗବତ ଟୁଙ୍ଗି, ଘରେ ଘରେ ପହଞ୍ଚିବ ଭାଗବତ: ମୁଖ୍ୟମନ୍ତ୍ରୀ

October 5, 2025

“ପାକିସ୍ତାନର ବଦଳିଯିବ ଇତିହାସ ଏବଂ ଭୂଗୋଳ,”: ରାଜନାଥ ସିଂହଙ୍କ ପାକିସ୍ତାନକୁ ଚେତାବନୀ

October 5, 2025

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.