Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆନ୍ଧ୍ରପ୍ରଦେଶରେ ଅଜଣା ରୋଗର ଆତଙ୍କ
ଆଜିର ଖବର

ଆନ୍ଧ୍ରପ୍ରଦେଶରେ ଅଜଣା ରୋଗର ଆତଙ୍କ

December 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଏଲୁରୁ: ଆନ୍ଧ୍ରପ୍ରଦେଶର ଏଲୁରୁ ଜିଲ୍ଲାରେ ଅଜଣା ରୋଗର ଆତଙ୍କ ଦେଖାଦେଇଛି । ଅଜଣା ରୋଗରେ 200ଜଣ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସେଠାରେ 150ରୁ ଅଧିକ ରୋଗୀ ବାନ୍ତି ଓ ଅପସ୍ମାରରେ ପୀଡିତ ହୋଇ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି। ସ୍ୱାସ୍ଥ୍ୟ ଅଧିକାରୀମାନେ ରୋଗର କାରଣ ଜାଣିବା ପାଇଁ ଚେଷ୍ଟା କରୁଛନ୍ତି। ଉକ୍ତ ଅଞ୍ଚଳର ଲୋକଙ୍କ ମଧ୍ୟରେ ହଠାତ୍ ଅସୁସ୍ଥ ହେବାର କାରଣ ଖୋଜିବା ପାଇଁ ଡାକ୍ତରମାନେ ରୋଗୀମାନଙ୍କ ଉପରେ ପରୀକ୍ଷା କରାଯାଇଛି ।

ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡି ହଏଲୁରୁ ସରକାରୀ ଡାକ୍ତରଖାନା ପରିଦର୍ଶନ କରିବା ସହ ପରିସ୍ଥିତିର ଅନୁଧ୍ୟାନ କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୨୯ ତାରିଖ ରବିବାର ଦିନ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 29, 2026

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026
Latest News

ଆଜି ମାର୍ଚ୍ଚ ୨୯ ତାରିଖ ରବିବାର ଦିନ ଏହି ଚାରୋଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 29, 2026

୨୦୨୬ ଆଇପିଏଲ: ପ୍ରଥମ ମ୍ୟାଚରେ SRHକୁ ପରାସ୍ତ କରି ବିଜୟ ଅଭିଯାନ କଲା RCB

March 28, 2026

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026

ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.