Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୋଥ୍ରାଙ୍କର ପୁଲିସ ପାୱାର ନାହିଁ, ତଦନ୍ତ କେମିତି କରିବେ: ପ୍ରକାଶ
ଆଜିର ଖବର

ବୋଥ୍ରାଙ୍କର ପୁଲିସ ପାୱାର ନାହିଁ, ତଦନ୍ତ କେମିତି କରିବେ: ପ୍ରକାଶ

December 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନୟାଗଡ଼ର ପରୀ ହତ୍ୟା ମାମଲାକୁ ନେଇ ଏବେ ଓଡ଼ିଶା ରାଜନୀତିର ପାଣିପାଗ ସରଗରମ ହୋଇଛି । ଏସଆଇଟି ଏହାର ତଦନ୍ତ କରୁଛି ।  ପରୀକୁ କିଏ ହତ୍ୟା କରିଛି, କାହିଁକି ହତ୍ୟା କରିଛି ଓ ଏହା ପଛର ମୁଖ୍ୟ ଖଳନାୟକ  କିଏ, ତାକୁ ଜାଣିବା ପାଇଁ ସମସ୍ତେ ଉକ୍ରଣ୍ଠାର ସହ ଚାହିଁବସିଛନ୍ତି ।   ତେବେ ଏହାରି ଭିତରେ ଏସଆଇଟି ତଦନ୍ତକୁ ନେଇ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ଡିଜିପି ତଥା ବିଜେପି ନେତା ପ୍ରକାଶ ମିଶ୍ର ।

ସେ କହିଛନ୍ତି ଯେ, ଏସଆଇଟି ତଦନ୍ତର କୌଣସି ଅସ୍ତିତ୍ୱ ନାହିଁ ।  ସିଆରପିସି ଅନୁସାରେ ଅନୁସନ୍ଧାନ କେବଳ ଥାନା ଓ ପୁଲିସ କରିବ ।  ଅରୁଣ ବୋଥ୍ରା ଏବେ ଓଏସଆରଟିସିର ଏମଡି ଅଛନ୍ତି ।  ତାଙ୍କର କୌଣସି ପୁଲିସ ପାୱାର ନାହିଁ । ସେ ତଦନ୍ତ କେମିତି କରିବେ ।  ଏ ତଦନ୍ତ ପ୍ରତି ଆମେ ପ୍ରଶ୍ନ କରୁଛୁ । ଏହି ମାମଲାର ତଦନ୍ତଭାର ସିବିଆଇକୁ ଦିଆଯାଉ । ଏହି ଘଟଣାରେ ଏସଆଇଟିର ତଦନ୍ତ କରିବାର ଅଧିକାର ନାହିଁ ।  ଏସଆଇଟି ତଦନ୍ତ ଯାହା କରିବ, ତାକୁ କୋର୍ଟ ଗ୍ରହଣ କରିବେ ନାହିଁ ବୋଲି ପ୍ରକାଶ ମିଶ୍ର କହିଛନ୍ତି ।

ଅରୁଣ ବୋଥ୍ରା ପ୍ରକାଶ ମିଶ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Latest News

ଆଜି ଫେବୃୟାରୀ ୩ ତାରିଖ ମଙ୍ଗଳବାରରେ ଆପଣଙ୍କ ଭାଗ୍ୟରେ କଣ ଅଛି ଜାଣିବା ପାଇଁ ପଢନ୍ତୁ

February 3, 2026

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.