Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଜାଫରପୁର ଯୌନ ଉତ୍ପୀଡନ ମାମଲା : ଦୁଇ ସପ୍ତାହ ପରେ ମାମଲା ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ
ଆଜିର ଖବର

ମୁଜାଫରପୁର ଯୌନ ଉତ୍ପୀଡନ ମାମଲା : ଦୁଇ ସପ୍ତାହ ପରେ ମାମଲା ଶୁଣାଣି କରିବେ ସର୍ବୋଚ୍ଚ କୋର୍ଟ

March 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
mujaffarpur shelter home case in supremecourt
mujaffarpur shelter home case in supremecourt

ମୁଜାଫରପୁର ମହିଳା ଆଶ୍ରୟ ସ୍ଥଳୀରେ ଯୌନ ଉତ୍ପୀଡନ ମାମଲାରେ ଯାଚିକା କର୍ତ୍ତା ଅସଲି ଅପରାଧୀଙ୍କ ସିିବିଆଇ ଯାଞ୍ଚ କରୁନଥିବାର ଅଭିଯୋଗ କରିଛନ୍ତି। ଏହି ସମ୍ପର୍କିତ  ଏକ ପିଟିସନ୍‌ ଉପରେ ଶୁଣାଣି କରି ଦୁଇ ସପ୍ତାହ ପରେ ଏହା ଉପରେ ଶୁଣାଣି କରାଯିବ ବୋଲି କୋର୍ଟ ନିଷ୍ପତ୍ତି ଦେଇଛନ୍ତି। ଜଷ୍ଟିସ୍‌ ଏସ୍‌ ଏ ବୋବଡେ ଏବଂ ଜଷ୍ଟିସ ଏସ୍‌ ଅବ୍‌ଦୁଲ୍‌ ନଜୀରଙ୍କ ଦ୍ବାରା ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି ଦୁଇ ସପ୍ତାହରେ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବିହାର ପୋଲିସ ଏହି ମାମଲାକୁ ସଠିକ ଭାବରେ ଅନୁସନ୍ଧାନ କରୁନଥିବାରୁ ମାମଲା ସିବିଆଇ ହାତକୁ ଯାଇଥିଲା। ମାତ୍ର ସିବିଆଇ ତଦନ୍ତ ମଧ୍ୟ ସଠିକ୍‌ ଦିଗରେ ହେଉନଥିବା ଦର୍ଶାଇ ସୁପ୍ରିମ୍‌କୋର୍ଟରେ ଦାୟର କରାଯାଇଥିଲା ଏହି ପିଟିସନ୍‌। ଏହି ସେଲଟର ହୋମ୍‌ରେ ହତ୍ୟା, ସାମୂହିକ ବଳାତ୍କାର, ଜବରଦସ୍ତି ବେଶ୍ୟାବୃତ୍ତି ପରି ଅପରାଧିକ କାର୍ଯ୍ୟକଳାପ ହେଉଥିବାର ଅଭିଯୋଗ ହୋଇଥିଲା। ସିବିଆଇ ପକ୍ଷରୁ ଦାଖିଲ ହୋଇଥିବା ଚାର୍ଜସିଟ୍‌ରେ ପୋସ୍କୋ ଆକ୍ଟର ଧାରା ଲଗାଯାଇଥିବାବେଳେ ଆଇିପଏସ୍‌ ଅନ୍ତର୍ଗତ ସଙ୍ଗୀନ ଧାରାକୁ ଏଥିରେ ଛାଡ କରାଯାଇଥିଲା।  ଯାଚିକା କର୍ତ୍ତା  ସେଲଟର୍‌ ହୋମରେ ହୋଇଥିବା ହତ୍ୟା ତଥା ବଳାତ୍କାରର ମାମଲା ଉପରେ ଅଲଗା ଅଲଗା ମୋକଦ୍ଦମା ଚଳାଇବାକୁ ଦାବି କରିଛନ୍ତି। ସିବିଆଇ ଚାର୍ଜସିଟ୍‌ରେ ୨୧ ଜଣଙ୍କ ନାମ ରଖିଛି ଯାହା ମଧ୍ୟରେ ଅଛନ୍ତି ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ବ୍ରଜେଶ ଠାକୁର।

case shelterhome supremecourt thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.