Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସ ଆସନରୁ ଲଢିବେ ଲାଲୁଙ୍କ ଝିଅ, ଜାଣନ୍ତୁ ପୂରା ଖବର
ଆଜିର ଖବର

କଂଗ୍ରେସ ଆସନରୁ ଲଢିବେ ଲାଲୁଙ୍କ ଝିଅ, ଜାଣନ୍ତୁ ପୂରା ଖବର

December 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେୱାଡି : ପୂର୍ବତନ ବିହାର ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ଝିଅ କଂଗ୍ରେସ ଆସନରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ରେୱାଡି କାଉନସିଲ ନିର୍ବାଚନ ପାଇଁ ଲାଲୁଙ୍କ ଝିଅ ତଥା ପୂର୍ବତନ ମନ୍ତ୍ରୀ କ୍ୟାପଟେନ ଅଜୟ ସିଂ ଯାଦବଙ୍କ ବୋହୁ ଅନୁସ୍କା କଂଗ୍ରେସରୁ ପ୍ରାର୍ଥୀ ହେବେ ବୋଲି ଜଣାପଡିଛି । ଏନେଇ ବିଧିବଦ୍ଧ ଭାବରେ କୌଣସି ଘୋଷଣା ହୋଇ ନଥିଲେ ମଧ୍ୟ ଆରଜେଡି ପ୍ରଂଶସକ ମାନେ ସନ୍ତୋଷ ବ୍ୟକ୍ତ କରିଛନନ୍ତି ।

ଆସନ୍ତା 27 ତାରିଖରେ ରେୱାଡି କାଉନସିଲ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ନିର୍ବାଚନରେ ପ୍ରମୁଖ ଆସନଟି ଜଣେ ପଛୁଆ ବର୍ଗର ମହିଳାଙ୍କ ପାଇଁ ସଂରକ୍ଷିତ ରଖାଯାଇଛି । ତେଣୁ ଅନୁଷ୍କାଙ୍କୁ ପ୍ରାର୍ଥୀ କରାଯିବା ନେଇ ଚର୍ଚ୍ଚା ହେଉଛି । ଅନୁଷ୍କାଙ୍କ ପତ୍ନୀ ଚିରଞ୍ଜିବୀ ରାଓ ରେୱାଡି ଆସନରୁ ବିଧାୟକ ରହିଥିବା ଜଣାପଡିଛି ।

ଉଭୟ ଆରଜେଡି ଏବଂ କଂଗ୍ରେସ ମିଳିତ ଭାବରେ କଂଗ୍ରେସ ଚିହ୍ନରେ ନିର୍ବାଚନ ଲଢିବେ । ତେବେ କ୍ୟାପ୍‌ଟେନ୍‌ ପରିବାର ତରଫରୁ ଏନେଇ କୌଣସି ଘୋଷଣା କରାଯାଇନାହିଁ । କ୍ୟାପଟେନ୍‌ ପରିବାର ଓ ସମର୍ଥକ ବିଧାୟକ ଚିରଞ୍ଜିବ ରାଓ୍ବ ରେଓ୍ବାଡି ଫେରିବା ପରେ ଏନେଇ କୌଣସି ନିଷ୍ପତ୍ତି ଗ୍ରହଣ କରାଯିବ ବୋଲି ସୂଚନା ରହିଛି । (ଏଜେନ୍ସି)

Anushka Congress
Share. Facebook Twitter LinkedIn Email WhatsApp Copy Link

Related Posts

ପିଏମ୍‌ ଜନ ଧନ ଯୋଜନା: ବଞ୍ଚିତଙ୍କୁ ବ୍ୟାଙ୍କ ସେବା ପ୍ରଦାନର ୧୧ ବର୍ଷ ପୂର୍ତ୍ତି

August 28, 2025

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 28, 2025

କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ଧଉଳି ଶାନ୍ତି ସ୍ତୁପ ପରିଦର୍ଶନ କଲେ ଶ୍ରୀଲଙ୍କାର ଲୋକସମ୍ପର୍କ ଅଧିକାରୀ

August 28, 2025

ଜୁନାଗଡ ମିଶ୍ରଣ ପର୍ବରେ ଯୋଗ ଦେଲେ ବିଜେପି ରାଜ୍ୟ ସଭାପତି

August 28, 2025
Latest News

ପିଏମ୍‌ ଜନ ଧନ ଯୋଜନା: ବଞ୍ଚିତଙ୍କୁ ବ୍ୟାଙ୍କ ସେବା ପ୍ରଦାନର ୧୧ ବର୍ଷ ପୂର୍ତ୍ତି

August 28, 2025

ଏକ ନୂତନ ରେଳଲାଇନ ପ୍ରକଳ୍ପ ସମେତ ୩ଟି ପ୍ରକଳ୍ପର ମଲ୍ଟି-ଟ୍ରାକିଂକୁ କ୍ୟାବିନେଟ ମଞ୍ଜୁରି

August 28, 2025

କୋଣାର୍କ ସୂର୍ଯ୍ୟ ମନ୍ଦିର ଓ ଧଉଳି ଶାନ୍ତି ସ୍ତୁପ ପରିଦର୍ଶନ କଲେ ଶ୍ରୀଲଙ୍କାର ଲୋକସମ୍ପର୍କ ଅଧିକାରୀ

August 28, 2025

ଜୁନାଗଡ ମିଶ୍ରଣ ପର୍ବରେ ଯୋଗ ଦେଲେ ବିଜେପି ରାଜ୍ୟ ସଭାପତି

August 28, 2025

ରାଶିଫଳ: ଅଗଷ୍ଟ ୨୮ ତାରିଖ ଗୁରୁବାରରେ ଏହି ରାଶି ଉପରେ ମା’ଲକ୍ଷ୍ମୀଙ୍କ ରହିଛି ଆଶୀର୍ବାଦ

August 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.