Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜ୍ୟରୁ ପୁଣି ସୁସ୍ଥ ହେଲେ ୬୦୭ ଜଣ କରୋନା ଆକ୍ରାନ୍ତ
ଆଜିର ଖବର

ଆଜି ରାଜ୍ୟରୁ ପୁଣି ସୁସ୍ଥ ହେଲେ ୬୦୭ ଜଣ କରୋନା ଆକ୍ରାନ୍ତ

December 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଆଜି ରାଜ୍ୟରୁ ୬୦୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ମୟୂରଭଞ୍ଜରୁ ୯୬, ନୂଆପଡ଼ାରୁ ୬୧, ସୁନ୍ଦରଗଡରୁ ୫୩, ଖୋର୍ଦ୍ଧାରୁ ୪୪, ଅନୁଗୁଳରୁ ୪୦, ସମ୍ବଲପୁରରୁ ୩୬, କଟକରୁ ୩୧, ବରଗଡରୁ ୨୫, କେନ୍ଦୁଝରରୁ ୨୫, ପୁରୀରୁ ୨୫, ବାଲେଶ୍ବରରୁ ୧୯, କଳାହାଣ୍ଡିରୁ ୧୯, ଯାଜପୁରୁରୁ ୧୭, କେନ୍ଦ୍ରାପଡାରୁ ୧୬, ବଲାଙ୍ଗିରିରୁ ୧୫, ଜଗତସିଂହପୁରରୁ ୧୫, ଗଞ୍ଜାମରୁ ୧୧, କୋରାପୁଟରୁ ୯, ଝାରସୁଗୁଡାରୁ ୧୫, ଭଦ୍ରକରୁ ୫, ମାଲକାନଗିରିରୁ ୫, ଢେଙ୍କାନାଳରୁ ୪, ସୋନପୁରରୁ ୪, ଦେବଗଡରୁ ୩, ରାୟଗଡାରୁ ୩, ବୌଦ୍ଧରୁ ୨, ଗଜପତିରୁ ୨, ନବରଙ୍ଗପୁରରୁ ୨, ନୟାଗଡରୁ ୨, କନ୍ଧମାଳରୁ ୧ ଏବଂ ଷ୍ଟେଟ୍ ପୁଲରୁ ୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୩ ଲକ୍ଷ ୧୬ ହଜାର ୪୪୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୫୬୪ ମଧ୍ୟରୁ ୩ ହଜାର ୨୮୬ ଜଣ ଚିକିତ୍ସିଧୀନ ଥିବା ବେଳେ ୧୭୭୮ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

corona update Odisha
Share. Facebook Twitter LinkedIn Email WhatsApp Copy Link

Related Posts

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026
Latest News

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026

ପ୍ରେମିକର ଛୁରାମାଡ଼ରେ ପ୍ରେମିକା ମୃତ: ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

August 24, 2026

ଭଦ୍ରକ ଜିଲ୍ଲାର ସ୍ୱାସ୍ଥ୍ୟ ସମୀକ୍ଷା ବୈଠକରେ ଯୋଗଦେଲେ ମନ୍ତ୍ରୀ ମୁକେଶ ମହାଲିଙ୍ଗ

August 24, 2026

ଚମ୍ପୁଆରେ ଭୟାବହ ଭୂସ୍ଖଳନ: NH-520ର ବାରବାଙ୍କ ଘାଟିରେ ରାସ୍ତା ଅବରୋଧ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.