Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 8, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୯୮ ଜଣ ଚିହ୍ନଟ ହୋଇଥିବାବେଳେ ୧୫୧ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୧ ହଜାର ୯୧୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୬ ହଜାର ୪୪୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୬୨୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୭୧ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୩୪୯ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୪୪ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ ଜଣ, ବରଗଡ଼ ଜିଲ୍ଲାରୁ ୧୯ ଜଣ, ଭଦ୍ରକ ଜିଲ୍ଲାରୁ ୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ଦେବଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିହଂପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୮ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, କୋରାପୁଟ ଜିଲ୍ଲାରୁ ୧ଜଣ, ମାଲକାନଗିରି ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୧୮ ଜଣ, ନବରଙ୍ଗପୁର ୩, ନୟାଗଡ଼ ଜିଲ୍ଲାରୁ ୧ ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୧ ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

 

ଓଡିଶା କରୋନା ଅପଡେଟ
Share. Facebook Twitter LinkedIn Email WhatsApp Copy Link

Related Posts

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Latest News

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.