Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ : 24 ଘଣ୍ଟାରେ 32 ହଜାର ଆକ୍ରାନ୍ତ, 402 ମୃତ
ଆଜିର ଖବର

କରୋନା ଅପଡେଟ : 24 ଘଣ୍ଟାରେ 32 ହଜାର ଆକ୍ରାନ୍ତ, 402 ମୃତ

December 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 32ହଜାର 80 ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଏବଂ 402 ଜଣଙ୍କର ମୃତ୍ୟୁ ଘଟିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 97 ଲକ୍ଷ 35 ହଜାର 850ରେ ପହଞ୍ଚିଛି । 402 ନୂତନ ମୃତ୍ୟୁ ସହିତ ଦେଶରେ ସମୁଦାୟ ମୃତ୍ୟୁ ସଂଖ୍ୟା 1 ଲକ୍ଷ 41 ହଜାର 360ରେ ପହଞ୍ଚିଛି ।

ବିଗତ 24 ଘଣ୍ଟା ମଧ୍ୟରେ ଦେଶରେ 36ହଜାର 635 ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ନୂତନ ଆରୋଗ୍ୟଙ୍କୁ ମିଶାଇ ଦେଶରେ ସମୁଦାୟ ଆରୋଗ୍ୟଙ୍କ ସଂଖ୍ୟା 92ଲକ୍ଷ 15 ହଜାର 581ରେ ପହଞ୍ଚିଛି । ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟାରେ 4957 ହ୍ରାସ ଘଟିବା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 3 ଲକ୍ଷ 78 ହଜାର 909ରେ ପହଞ୍ଚିଛି । 24 ଘଣ୍ଟା ମଧ୍ୟରେ କେରଳରୁ ସର୍ବାଧିକ 5032 ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମହାରାଷ୍ଟ୍ରରୁ 4026 ଏବଂ ଦିଲ୍ଲୀରୁ 3188ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦିଲ୍ଲୀରେ ସର୍ବାଧିକ 57 ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଛି । 53 ମୃତ୍ୟୁ ସହିତ ମହାରାଷ୍ଟ୍ର ଏବଂ 49 ମୃତ୍ୟୁ ସହିତ ପଶ୍ଚିମବଙ୍ଗ ଯଥାକ୍ରମେ ଦ୍ୱିତୀୟ ଏବଂ ତୃତୀୟ ସ୍ଥାନରେ  ରହିଛନ୍ତି ।

ସମଗ୍ର ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 6 କୋଟି 81 ଲକ୍ଷ 93 ହଜାର 236ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରୁ 4 କୋଟି 39 ଲକ୍ଷ 36 ହଜାର 352ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 2 କୋଟି 27 ଲକ୍ଷ 584 ରେ ପହଞ୍ଚିଛି। ସମୁଦାୟ ମୃତ୍ୟୁ ସଂଖ୍ୟା 15 ଲକ୍ଷ 56 ହଜାର 300ରେ ପହଞ୍ଚିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026
Latest News

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ଦକ୍ଷିଣ ଓଡ଼ିଶା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ତୁରନ୍ତ ସ୍ୱତନ୍ତ୍ର ପ୍ୟାକେଜ୍ ଓ ବୈଠକ ଦାବି କଲେ ​ବ୍ରହ୍ମପୁର ସାଂସଦ

August 24, 2026

ଗିନିରେ ଭୂସ୍ଖଳନ : ଅଳିଆ ପାହାଡ଼ ଧସି ୩୦ ମୃତ

August 24, 2026

ବୌଦ୍ଧରେ ଗଞ୍ଜେଇ କାରବାର ନେଇ ଭାଇରାଲ୍ ଅଡିଓ: ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜି

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.