Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟରେ ଆଜି ୩୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ
ଆଜିର ଖବର

ରାଜ୍ୟରେ ଆଜି ୩୮୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

December 9, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟରେ ଆଜି ୩୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ 5ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୨୨୩ ଜଣ ଚିହ୍ନଟ ହୋଇଥିବାବେଳେ ୧୬୩ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୨୨ହଜାର ୨୯୯କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୩ ଲକ୍ଷ ୧୬ ହଜାର ୯୭୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୩ ହଜାର ୪୮୭ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୭୮୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୨୮ ଟି ଜିଲ୍ଲାରୁ ମୋଟ୍‌ ୩୮୬ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୦ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳ ଜିଲ୍ଲାରୁ ୨୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦ ଜଣ, ବରଗଡ଼ ଜିଲ୍ଲାରୁ ୨୦ ଜଣ, ଭଦ୍ରକ ଜିଲ୍ଲାରୁ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ ଜଣ, ବୌଦ୍ଧରୁ ୪ ଜଣ, କଟକ ଜିଲ୍ଲାରୁ ୨୨ ଜଣ, ଦେବଗଡ଼ ଜିଲ୍ଲାରୁ ୨ ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ, ଗଞ୍ଜାମ ଜିଲ୍ଲାରୁ ୪ ଜଣ, ଜଗତସିହଂପୁର ଜିଲ୍ଲାରୁ ୭ ଜଣ, ଯାଜପୁର ଜିଲ୍ଲାରୁ ୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୩ଜଣ, କନ୍ଧମାଳରୁ ୨ ଜଣ,  କେନ୍ଦ୍ରାପଡା ଜିଲ୍ଲାରୁ ୧୨ଜଣ, କେନ୍ଦୁଝର ଜିଲ୍ଲାରୁ ୭ ଜଣ, ମାଲକାନଗିରି ଜିଲ୍ଲାରୁ 5 ଜଣ, ମୟୁରଭଞ୍ଜ ଜିଲ୍ଲାରୁ 31 ଜଣ, ନୟାଗଡ଼ ଜିଲ୍ଲାରୁ ୩ ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ ଜଣ, ପୁରୀ ଜିଲ୍ଲାରୁ ୨୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ରୁ ୨ ଜଣ,  ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ ଏବଂ ଷ୍ଟେଟ ପୁଲ୍‌ରୁ ୧୧ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025

ସମ୍ବାଦ ସ୍ୱନକ୍ଷତ୍ର ଦିବସରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ମୁଖ୍ୟମନ୍ତ୍ରୀ ଏମିତି କାହିଁକି କହିଲେ…

October 5, 2025
Latest News

ODIରେ ଅଷ୍ଟ୍ରେଲିଆର ହରଜସ୍ ଙ୍କ ବିସ୍ଫୋରକ ଇନିଂସ: ୩୫ ଛକା ସହିତ ଖେଳିଲେ ତ୍ରିଶତକୀୟ ପାଳି

October 5, 2025

ଦୀପାବଳି ପାଇଁ ଜିଓ ଆଣିଲା ଜବରଦସ୍ତ ଅଫର, ୪ଜି ମୋବାଇଲ ଫୋନ ଦାମ୍ ଶୁଣିଲେ ହେବେ ଆଶ୍ଚର୍ଯ୍ୟ

October 5, 2025

ବାଲୁଗାଁ କଲେଜ ଦ୍ବାରା ଆୟୋଜିତ ପୂଜା ସ୍ୱତନ୍ତ୍ର ଶିବିର ଉଦଯାପିତ

October 5, 2025

ଟାଙ୍ଗୀ ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

October 5, 2025

ଆମେରିକାରେ ଭାରତୀୟ ଛାତ୍ରଙ୍କୁ ଗୁଳି କରି ହତ୍ୟା, ମୃତଦେହ ଭାରତ ଆଣିବାକୁ ଦାବୀ

October 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.