Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଆରମ୍ଭ ହେଲା ଧରପଗଡ :  ସ୍କୁଟି ଚାଳକକୁ 26 ହଜାର ତଣ୍ଡ
ଆଜିର ଖବର

ପୁଣି ଆରମ୍ଭ ହେଲା ଧରପଗଡ :  ସ୍କୁଟି ଚାଳକକୁ 26 ହଜାର ତଣ୍ଡ

December 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ପୁଣି ଥରେ ଟ୍ରାଫିକ୍‌ ନିୟମ କଡାକଡି ହୋଇଛି। ପୁଣି ଆରମ୍ଭ ହୋଇଛି ଧରପଗଡ । ପରିବହନ ବିଭାଗ ପକ୍ଷରୁ ପୁଣି ଗାଡ଼ି ଯାଞ୍ଚ ଆରମ୍ଭ ହୋଇଛି । ଆଜି ଜଣେ ସ୍କୁଟି ଚାଳକ ଠାରୁ 26ହଜାର ଟଙ୍କା ଫାଇନ ଆଦାୟ କରାଯାଇଛି । ଖଣ୍ଡଗିରି ଠାରେ ଯାଞ୍ଚ ବେଳେ ଏହି ଫାଇନ କରାଯାଇଛି । ନାବାଳକ ଥାଇ ଗାଡ଼ି ଚଳାଉଥିବାରୁ 25 ହଜାର ଟଙ୍କା ଫାଇନ କରାଯାଇଛି । ସବୁଠୁ ବଡ଼ କଥା ହେଲା ନିଜେ ଓ ପଛରେ ବସିଥିବା ବ୍ୟକ୍ତି ହେଲମେଟ ପିନ୍ଧିନଥିବାରୁ 1 ହଜାର ଟଙ୍କା ଫାଇନ ଆଦାୟ କରାଯାଇଛି ।

ଜାନୁଆରୀ ମାସରୁ ଦୁଇ ଚକିଆ ଚାଳକ ଏବଂ ତାଙ୍କପଛରେ ବସୁଥିବା ଲୋକଙ୍କ ହେଲମେଟ ଯାଞ୍ଚ ପ୍ରକ୍ରିୟାକୁ କଡ଼ାକଡ଼ି କରାଯିବ ବୋଲି ଗତକାଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି ।

ଫାଇନ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026
Latest News

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ଉନ୍ନତିକରଣ, ବୁଝାମଣା ପତ୍ର ସ୍ବାକ୍ଷରିତ

January 16, 2026

Sisira Sarasa in Bhubaneswar: କିଣାକିଣି କରିବାରେ ଲୋକଙ୍କ ବଢୁଛି ଆଗ୍ରହ

January 16, 2026

“ଅପରେସନ୍ ଷ୍ଟ୍ରାଇକ” ଅଭିଯାନ: ବିଭିନ୍ନ ମାମଲାରେ ୨୪୬ ଅଭିଯୁକ୍ତ ଗିରଫ

January 16, 2026

‘ଟାଇମ୍ସ ବିଜନେସ୍ ଆୱାର୍ଡ-ଓଡ଼ିଶା’ କାର୍ଯ୍ୟକ୍ରମରେ କେନ୍ଦ୍ରମନ୍ତ୍ରୀ

January 16, 2026

ଭାରତରେ ଗଣତନ୍ତ୍ରର ଅର୍ଥ ହେଉଛି ଶେଷ ବ୍ୟକ୍ତି ପର୍ଯ୍ୟନ୍ତ ସେବା ପହଞ୍ଚାଇବା: ପ୍ରଧାନମନ୍ତ୍ରୀ

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.