Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ରାଜଧାନୀ ଭୁବନେଶ୍ବରରୁ 23 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 30
ଆଜିର ଖବର

ଆଜି ରାଜଧାନୀ ଭୁବନେଶ୍ବରରୁ 23 ଜଣ ଆକ୍ରାନ୍ତ ଚିହ୍ନଟ, ସୁସ୍ଥ ହେଲେ 30

December 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ବରରୁ 23 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ 23 କରୋନା ଆକ୍ରାନ୍ତଙ୍କ ମଧ୍ୟରେ 8 ଜଣ କ୍ବାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ 15 ଜଣ ଲୋକାଲ କଣ୍ଟାକ୍ଟ କେସ୍‌ ବୋଲି ବିଏମ୍‌ସି ଟୁଇଟ୍‌ ଯୋଗେ ସୂଚନା ଦେଇଛି।

Update on newly detected #COVID19 cases in the last
24 hrs under the BMC area on 9th Dec (till 9am) pic.twitter.com/vFdcO1FDT7

— BMC (@bmcbbsr) December 9, 2020

ସେହିପରି ଆଜି 30 ଜଣ ସୁସ୍ଥ ହୋଇଛନ୍ତି । ନୂତନ 23 ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀ ଭୁବନେଶ୍ବରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 31 ହଜାର 4ରେ ପହଞ୍ଚିଛି । ସେହିପରି ଏବେ ସୁଦ୍ଧା 30 ହଜାର 434ଜଣ ସୁସ୍ଥ ହୋଇଥିବାବେଳେ 227ଜଣଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ବର ମହାନଗରରେ ଏବେବି 322ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026
Latest News

ନିଯୁକ୍ତି ପରବର୍ତ୍ତୀ ପ୍ରଶିକ୍ଷଣ ପରେ ମୁଖ୍ୟ ଶାସନ ସଚିବଙ୍କୁ ଭେଟିଲେ ୬ ମହିଳା ଆଇଏଏସ୍ ଅଧିକାରୀ

March 18, 2026

ଶିଳ୍ପମନ୍ତ୍ରୀଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କଲେ କୋଲକାତାସ୍ଥିତ ଅଷ୍ଟ୍ରେଲିଆର କନସୁଲ ଜେନେରାଲ

March 18, 2026

ସୁଲଭ ଦରରେ ଅତି ଗରିବ ଲୋକଙ୍କ ସେବା ପାଇଁ ସରକାର ସଂକଳ୍ପବଦ୍ଧ: ରେଳ ମନ୍ତ୍ରୀ

March 18, 2026

କୃଷକଙ୍କ ଆୟ ଓ ନିରାପତ୍ତା ଉଭୟର ଗ୍ୟାରେଣ୍ଟି: ଲୋକସଭାରେ କେନ୍ଦ୍ର କୃଷିମନ୍ତ୍ରୀ

March 18, 2026

୧୨,୦୦୦ ରୁ ଅଧିକ ଚଢାଉ: ୧୫,୦୦୦ ରୁ ଅଧିକ ଏଲପିଜି ସିଲିଣ୍ଡର ଜବତ

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.