Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୃଷକ ଆନ୍ଦୋଳନ ଚାଲିଥିବା ବେଳେ କ୍ୟାବିନେଟ ବୈଠକରେ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର
ଆଜିର ଖବର

କୃଷକ ଆନ୍ଦୋଳନ ଚାଲିଥିବା ବେଳେ କ୍ୟାବିନେଟ ବୈଠକରେ ବଡ ନିଷ୍ପତ୍ତି ନେଲେ ରାଜ୍ୟ ସରକାର

December 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଦିଲ୍ଲୀରେ କେନ୍ଦ୍ର ସରକାର ବିରୋଧରେ କୃଷକ ଆନ୍ଦୋଳନ ଚାଲିଥିବା ବେଳେ ଏପଟେ ରାଜ୍ୟ ସରାକର କ୍ୟାବିନେଟ ବୈଠକରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଚାଷୀଙ୍କ ଆୟ ଦ୍ୱିଗୁଣିତ ପାଇଁ ଏମଏସପି ଗୁରୁତ୍ୱପୂର୍ଣ୍ଣ ବୋଲି ରାଜ୍ୟ ସରକାର କହିଛନ୍ତି। ରାଜ୍ୟ ସରକାର ଏମଏସ ସ୍ୱାମୀ ନାଥନ କମିଟି ସୁପାରିଶ ଲାଗୁ ପାଇଁ କେନ୍ଦ୍ରକୁ ଅନୁରୋଧ କରିବ। ଏନେଇ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ ହୋଇଛି। ଏହା ସହିତ ଉତ୍ପାଦନ ମୂଲ୍ୟ ତୁଳନାରେ ନ୍ୟୁନତମ ସମର୍ଥନ ମୂଲ୍ୟ ୫୦ ପ୍ରତିଶତ ଅଧିକ ହେବା ଦରକାର ବୋଲି କ୍ୟାବିନେଟରେ ନିର୍ଣ୍ଣୟ କରାଯାଇଛି।

ସେହିପରି ବୈଷୟିକ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ଫି ଷ୍ଟ୍ରକଚର କମିଟି ଅଧ୍ୟକ୍ଷ ନିଯୁକ୍ତ ପାଇଁ ନିଷ୍ପତ୍ତି ନିଆଯାଇଛି। ଜଣେ ଅବସରପ୍ରାପ୍ତ ଜଜ୍ ବିପିୟୁଟି କୁଳପତିଙ୍କ ସ୍ଥାନରେ ଅଧ୍ୟକ୍ଷ ରହିବେ ବୋଲି ନିଷ୍ପତି ନିଆଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଦ୍ୱାରା ମନୋନୀତ ଜଣେ ଅବସରପ୍ରାପ୍ତ ଜଜ୍ ଅଧ୍ୟକ୍ଷ ହେବେ ବୋଲି କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି।

ଏହା ସହିତ ବରଗଡ଼ ଜିଲ୍ଲାରେ ୨ଟି ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୫୦୮ କୋଟି ଓ ୨୧୫ କୋଟିର ବ୍ୟୟବରାଦ କରିଛନ୍ତି ରାଜ୍ୟ ସରକାର।

ଓଡିଶା ସରକାର କୃଷକ ଆନ୍ଦୋଳନ କ୍ୟାବିନେଟ ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026

ରତ୍ନ ଭଣ୍ଡାରର ଗଣତିମଣତି ଆରମ୍ଭ: ଜାଣନ୍ତୁ ଏହାର ପ୍ରକ୍ରିୟା ଏବଂ ପୂର୍ବରୁ କେତେ ଥିଲା ଅଳଙ୍କାର?

March 25, 2026

ପାକିସ୍ତାନରେ ଅଧିକ ଦରମା ସତ୍ତ୍ୱେ IPLରେ ଯୋଗଦେଲେ ଏହି ଖେଳାଳି: ଧୋନିଙ୍କ ସହିତ ଖେଳିବାକୁ ଆଗ୍ରହୀ

March 25, 2026
Latest News

ବିଶ୍ୱ ସଙ୍କଟ ସମୟରେ କୃଷି କ୍ଷେତ୍ରରେ ସ୍ଥିରତା ପାଇଁ ଶିବରାଜ ସିଂହ ଚୌହାନଙ୍କ ଉଚ୍ଚସ୍ତରୀୟ ବୈଠକ

March 25, 2026

ଇଣ୍ଟରନେଟ୍ କେବୁଲ କାଟିବ ଇରାନ?: ଭାରତ ଉପରେ ଘନୀଭୂତ ହେଲା ବିପଦ

March 25, 2026

ଯୁଦ୍ଧକୁ ନେଇ ସାରା ବିଶ୍ୱ ଚିନ୍ତିତ, କିନ୍ତୁ ଭାରତ ପାଇଁ କିଛି ଭଲ ଖବର: ଜାଣନ୍ତୁ…

March 25, 2026

ଭାରତ ସରକାରଙ୍କ ବଡ଼ ପଦକ୍ଷେପ: ତିନି ମାସ ମଧ୍ୟରେ PNG ସଂଯୋଗ ନକଲେ ମିଳିବନି LPG

March 25, 2026

ବିହାରର ନୂତନ ମୁଖ୍ୟମନ୍ତ୍ରୀଙ୍କୁ ମନୋନୀତ କରିବେ ନୀତିଶ କୁମାର?: ସ୍ପଷ୍ଟ କଲେ ବିଜେପି ରାଜ୍ୟ ସଭାପତି

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.