Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବ୍ରହ୍ମପୁର ରେଳଷ୍ଟେସନରେ ଟ୍ରେନ ଆଗକୁ ଡ଼େଇଁ ଆତ୍ମହତ୍ୟା କଲେ ଯୁବକ
ଆଜିର ଖବର

ବ୍ରହ୍ମପୁର ରେଳଷ୍ଟେସନରେ ଟ୍ରେନ ଆଗକୁ ଡ଼େଇଁ ଆତ୍ମହତ୍ୟା କଲେ ଯୁବକ

December 9, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଆଜି ଜଣେ ଯୁବକ ବ୍ରହ୍ମପୁର ରେଳଷ୍ଟେସନ ମଧ୍ୟରେ ଟ୍ରେନ ଆଗକୁ ଡ଼େଇଁ ଆତ୍ମହତ୍ୟା କରିଥିବା ଭଳି ଏକ ଦୁଃଖଦାୟକ ଘଟଣା ଘଟିଯାଇଛି। ମୃତ ଯୁବକ ଜଣକ ହେଲେ ପାଟପୁର ଥାନା ଅନ୍ତର୍ଗତ ଗାଙ୍ଗପୁର ଜୁରା ଗ୍ରାମର ଡ଼ମ୍ବୁରୁ ଭୀମ ସାହୁ (୩୬)।

ଘଟଣାରୁ ପ୍ରକାଶ ଯେ ଡ଼ମ୍ବୁରୁ ଗ୍ରାମର କିଛି ବ୍ୟକ୍ତିଙ୍କ ସହ ଆନ୍ଧ୍ରପ୍ରଦେଶର ଏରଙ୍ଗଲ୍‌କୁ କାମ କରିବାକୁ ଯିବାକୁ କୋଣାର୍କ ଟ୍ରେନ ଧରିବାକୁ ଆସିଥିଲା। ଷ୍ଟେସନ ମଧ୍ୟରେ ଟ୍ରେନକୁ ସମସ୍ତେ ଅପେକ୍ଷା କରିଥିବାବେଳେ ଟ୍ରେନ ପହଞ୍ଚିବା ପୂର୍ବରୁ ଟ୍ରେନ ଆଗକୁ ଡ଼େଇଁ ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତା’ର ମୃତ୍ୟୁ ଘଟିଛି।

ରେଲୱେ ପୋଲିସ୍ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଥିବାବେଳେ ଏକ ଥାନାରେ ଏକ ମାମଲା ରୁଜୁ ହୋଇଛି। ତେବେ ଦୁଃଖଦ ଘଟଣା କ୍ରମେ ଜଣେ ଦାଦନ ଖଟିବାକୁ ଯାଉଥିବା ଶ୍ରମିକ କେଉଁ କାରଣରୁ ଆତ୍ମହତ୍ୟା କରିଛି ତାହା ଅସ୍ପଷ୍ଟ ରହିଛି।

ଆତ୍ମହତ୍ୟା ବ୍ରହ୍ମପୁର ରେଳଷ୍ଟେସନ
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍‌ବିଇଏମ୍‌ଏସ୍ ମାନ୍ୟତା: ୫ ଜିଲ୍ଲାରେ ଖୋଲିବ ଶିଶୁରୋଗ ଡିପ୍ଲୋମା

September 22, 2026

ପବନ-ପାଣିକୁ ଦେଖି ସତର୍କ ଚାଳକ: ଚିଲିକାରେ ଡଙ୍ଗା ଚଳାଚଳ ବନ୍ଦ

September 22, 2026

ଟ୍ରକ୍‌କୁ ପଛରୁ ପିଟିଲା ବ୍ୟାଣ୍ଡପାର୍ଟି ଗାଡ଼ି, ଜଣେ ମୃତ, ୭ ଗୁରୁତର

September 22, 2026

ଓଡ଼ିଶାରେ ସରିଲା ଏସ୍‌ଆଇଆର: ତାଲିକାରୁ ବାଦ୍‌ ପଡ଼ିଲେ ୨୦ ଲକ୍ଷ

September 22, 2026
Latest News

୧୧ଟି ରାଜ୍ୟସଭା ଆସନ ପାଇଁ ନିର୍ବାଚନ ତାରିଖ ଘୋଷଣା: ଜାଣନ୍ତୁ ଭୋଟ୍ କେବେ?

September 22, 2026

ଆଜି ଏସୀୟ କ୍ରୀଡ଼ାରେ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିବ ଭାରତ?: ଦେଖନ୍ତୁ ପଦକ ତାଲିକା

September 22, 2026

Smoking Cessation Benefits: ଧୂମପାନ ଛାଡ଼ିବା ପରେ ଫୁସଫୁସ କେବେ ସୁସ୍ଥ ହୁଏ? ଜାଣନ୍ତୁ ବିଶେଷଜ୍ଞଙ୍କ ତଥ୍ୟ

September 22, 2026

୨ ଆସନରେ ଉପନିର୍ବାଚନ: ମମତା ଗୋଷ୍ଠୀଙ୍କ ନୂଆ ଚିହ୍ନ ‘ଫୁଟବଲ୍ ଖେଳାଳି’ ଉନ୍ମୋଚିତ

September 22, 2026

ସୋନିଆଙ୍କ ନାଗରିକତା ବିବାଦ: ପୁନଃ ଶୁଣାଣି ପାଇଁ ରାଉଜ୍ ଆଭେନ୍ୟୁ କୋର୍ଟଙ୍କ ନିର୍ଦ୍ଦେଶ

September 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.