Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଅପଡେଟ୍‌ : ଗତ 24 ଘଣ୍ଟାରେ 31ହଜାର 521 ନୂତନ ଆକ୍ରାନ୍ତ ଚିହ୍ନଟ, 412 ମୃତ
ଆଜିର ଖବର

କରୋନା ଅପଡେଟ୍‌ : ଗତ 24 ଘଣ୍ଟାରେ 31ହଜାର 521 ନୂତନ ଆକ୍ରାନ୍ତ ଚିହ୍ନଟ, 412 ମୃତ

December 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଦେଶରେ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି । ଭାରତଠାରୁ ଅଧିକ ମାମଲା ଆମେରିକା, ବ୍ରାଜିଲ୍‌ ଓ ତର୍କୀରେ ଦେଖଯାଉଛି । ଦେଶରେ ଗତ 24 ଘଣ୍ଟାରେ 31 ହଜାର 521 ନୂତନ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ 412ଜଣଙ୍କର ମୃତ୍ୟୁ ହୋଇଛି ।

ସ୍ବାସ୍ଥ୍ୟ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଭାରତରେ କରୋନାର ସର୍ବମୋଟ ମାମଲା 97 ଲକ୍ଷ 67 ହଜାର 371ରେ ପହଞ୍ଚିଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଏକ ଲକ୍ଷ 41 ହଜାର 772ରେ ପହଞ୍ଚିଛି । ସେହିପରି ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ହାର ବୃଦ୍ଧି ପାଇବାରେ ଲାଗିଛି । ଦେଶରେ ଏବେସୁଦ୍ଧା ତିନିଲକ୍ଷ 72 ହଜାର ସକ୍ରିୟ ଆକ୍ରାନ୍ତ ରହିଥିବାବେଳେ 92 ଲକ୍ଷ 53 ହଜାର ଲୋକେ ସୁସ୍ଥ ହୋଇଛନ୍ତି । ଦେଶରେ ଏବେ ସୁଦ୍ଧା 15 କୋଟି 7 ଲକ୍ଷ କରୋନା ନମୁନା ପରୀକ୍ଷଣ ହୋଇଥିବାର ସୂଚନା ଦେଇଛି ଆଇସିଏମ୍‌ଆର୍‌ । (ଏଜେନ୍ସି)

କରୋନା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026
Latest News

ଆଜିର IPL ମ୍ୟାଚ୍‌ରେ ବାଧା ସୃଷ୍ଟି କରିବ କି ବର୍ଷା: ଜାଣନ୍ତୁ ପିଚ୍ ଏବଂ ପାଣିପାଗ ରିପୋର୍ଟ

March 30, 2026

ପିତାମାତାଙ୍କ ଯତ୍ନ ନନେଲେ କଟିବ ୧୫% ଦରମା: ଏକ କଠୋର ଆଇନ ଆଣିଲା ଏହି ରାଜ୍ୟ

March 30, 2026

ଦୁଇ ବିଧାୟକଙ୍କୁ ହତ୍ୟା କରିଥିବା ଅଭିଯୁକ୍ତଙ୍କ ସମେତ ନଅ ନକ୍ସଲଙ୍କ ଆତ୍ମସମର୍ପଣ

March 30, 2026

ଆଜି କମିଲା ସୁନା ଓ ରୂପାର ମୂଲ୍ୟ: ଜାଣନ୍ତୁ ଗୋଟିଏ ଦିନରେ କେତେ ହ୍ରାସ?

March 30, 2026

ISI ନିର୍ଦ୍ଦେଶରେ ଭାରତ ବିରୁଦ୍ଧରେ ଷଡ଼ଯନ୍ତ୍ର!: ଦିଲ୍ଲୀ ସୀମାରୁ ଲସ୍କର ଆତଙ୍କବାଦୀ ଗିରଫ

March 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.