Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟିଏମ୍‌ସିର ଘୋଷଣାପତ୍ର ଜାରି : ସରକାର ଗଢିଲା ପରେ ବିମୁଦ୍ରାକରଣର ହେବ ଯାଞ୍ଚ
ଆଜିର ଖବର

ଟିଏମ୍‌ସିର ଘୋଷଣାପତ୍ର ଜାରି : ସରକାର ଗଢିଲା ପରେ ବିମୁଦ୍ରାକରଣର ହେବ ଯାଞ୍ଚ

March 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସର ପ୍ରମୁଖ ମମତା ବାନାର୍ଜୀ  ନିର୍ବାଚନୀ ଘୋଷଣାପତ୍ର ଜାରି କରିଛନ୍ତି। ଏହି ଘୋଷଣାପତ୍ରରେ ଲୋକସଭା ନିର୍ବାଚନ ପରେ ଯଦି ମେଣ୍ଟ ସରାକର ଶାସନକୁ ଆସନ୍ତି, ତେବେ ବିମୁଦ୍ରାକରଣ ଉପରେ ଯାଞ୍ଚ କରାଯିବ ବୋଲି ଘୋଷଣା କରିଛନ୍ତି। ଏହି ଅବସରରେ ୧୦୦ ଦିନର କାର୍ଯ୍ୟର ଯୋଜନାକୁ ବଢାଇ ୨୦୦ ଦିନ କରାଯିବା ସହିତ ମଜୁରୀକୁ ଦ୍ବିଗୁଣ କରାଯିବ ବୋଲି କହିଛନ୍ତି। ସେହିପରି ଜିଏସ୍‌ଟି ଉପରେ ମଧ୍ୟ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇ ଏହା ଉପରେ ବିଶେଷ ନିଷ୍ପତ୍ତି ଦିଆଯିବ ବୋଲି କହିଛନ୍ତି ମମତା। ସେହିପରି ମହିଳା, ସାଧାରଣ ବର୍ଗ, ଓବିସି ତଥା ଅନ୍ୟାନ୍ୟ ଲୋକହିତକାରୀ ଯୋଜନା ସମ୍ପର୍କରେ ମଧ୍ୟ ଏହି ଘୋଷଣା ପତ୍ରରେ ଉଲ୍ଲେଖ ରହିଛି। ଏପ୍ରିଲ୍‌ ୧୧ରୁ ପଶ୍ଚିମବଙ୍ଗରେ ନିର୍ବାଚନ ଆରମ୍ଭ ହେବାକୁ ଥିବାବେଳେ ୭ଟି ପର୍ଯ୍ୟାରେ ନିର୍ବାଚନ ଅନୁଷ୍ଠିତ ହେବ।

mamata manefesto releases thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

୩ ଦାମୀ ମୋଟରସାଇକେଲ ଜବତ କଲା ବଡ଼ବଜାର ଥାନା ପୋଲିସ: ଲୁଟେରା ଗିରଫ

February 28, 2026

ଟାଉନ ଥାନା ପୋଲିସ ପକ୍ଷରୁ ହୁକ୍କା ଆଡ୍ଡା ଉପରେ ଚଢ଼ାଉ: ମାଲିକ ଗିରଫ

February 28, 2026

ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ

February 28, 2026

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026
Latest News

୩ ଦାମୀ ମୋଟରସାଇକେଲ ଜବତ କଲା ବଡ଼ବଜାର ଥାନା ପୋଲିସ: ଲୁଟେରା ଗିରଫ

February 28, 2026

ଟାଉନ ଥାନା ପୋଲିସ ପକ୍ଷରୁ ହୁକ୍କା ଆଡ୍ଡା ଉପରେ ଚଢ଼ାଉ: ମାଲିକ ଗିରଫ

February 28, 2026

ସମ୍ପୂର୍ଣ୍ଣ ଭାବେ ଖୋଲିବ ୟୁରୋପ ବଜାର: କେତେ ଲାଭ ଆଣିବ ଭାରତ ଏବଂ EU ମଧ୍ୟରେ ଚୁକ୍ତି?

February 28, 2026

ଟଙ୍କା ବୋଝେଇ ବିମାନ ଦୁର୍ଘଟଣାଗ୍ରସ୍ତ: ୧୫ ମୃତ

February 28, 2026

ମାର୍ଚ୍ଚ ୧୪ ରେ ଖୋର୍ଦ୍ଧା ଜିଲ୍ଲାର ହେବ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.