Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାନୁଆରୀରେ ଖୋଲିବ ସ୍କୁଲ !
ଆଜିର ଖବର

ଜାନୁଆରୀରେ ଖୋଲିବ ସ୍କୁଲ !

December 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର : ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ । ରାଜ୍ୟରେ ସ୍କୁଲ ଖୋଲିବା ସମ୍ଭାବନା ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ପ୍ରଥମେ ଦଶମ ଓ ଦ୍ବାଦଶ ଶ୍ରେଣୀ ଖୋଲିବାକୁ ପ୍ରାଥମିକତା ଦିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ। ଯଦି ଜାନୁଆରୀରେ ସ୍କୁଲ ଖୋଲେ, ଛୁଟିଦିନରେ ବି କ୍ଲାସ୍‌ ହେବ । କେବଳ ପର୍ବପର୍ବାଣୀ ଛୁଟିକୁ ଛାଡି, ଅନ୍ୟ ଛୁଟିରେ କ୍ଲାସ୍‌ ହେବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ । ତେବେ ଡିସେମ୍ବରରେ ସ୍କୁଲ ଖୋଲିହେବ ବୋଲି ଏସ୍‌ଆରସି ପୂର୍ବରୁ କହିଥିଲେ । କିନ୍ତୁ ବର୍ତ୍ତମାନ ପରିସ୍ଥିତି ଯାହା ଡିସେମ୍ବରେ ସ୍କୁଲ ଖୋଲିବା ସମ୍ଭାବନା ନୁହେଁ । ତେବେ ଜାନୁଆରୀରୁ ସ୍କୁଲ ଖୋଲାଯିବା ନେଇ ସମ୍ଭାବନା ରହିଛି । ସୂଚନାଯୋଗ୍ୟ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମାର୍ଚ୍ଚ ମାସରୁ ରାଜ୍ୟରେ ସମସ୍ତ ସ୍କୁଲ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି । ସେହିପରି ନୂଆବର୍ଷରୁ ରାଜ୍ୟରେ କଲେଜ ଖୋଲିବାର ସମ୍ଭାବନା ରହିଥିବା ନେଇ ଆଜି ଉଚ୍ଚଶିକ୍ଷା ସଚିବ ମଧ୍ୟ ଆଶା ପ୍ରକଟ କରିଛନ୍ତି ।

କରୋନା ଗଣଶିକ୍ଷାମନ୍ତ୍ରୀ ସ୍କୁଲ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026
Latest News

ଭାରତରେ ସ୍ୱାଭାବିକ ରହିଛି ତୈଳ ଓ ଗ୍ୟାସ ଯୋଗାଣ

April 27, 2026

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.