Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»20 ଯୋଡା ପାର୍ବଣ ବିଶେଷ ଟ୍ରେନ ଚଳାଚଳ ଅବଧି ଜାନୁୟାରୀ ଶେଷ ପର୍ଯ୍ୟନ୍ତ ବୃଦ୍ଧି, ଜାଣନ୍ତୁ ଟ୍ରେନ ସମୟ
ବିଶେଷ ଖବର

20 ଯୋଡା ପାର୍ବଣ ବିଶେଷ ଟ୍ରେନ ଚଳାଚଳ ଅବଧି ଜାନୁୟାରୀ ଶେଷ ପର୍ଯ୍ୟନ୍ତ ବୃଦ୍ଧି, ଜାଣନ୍ତୁ ଟ୍ରେନ ସମୟ

December 23, 2020No Comments3 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ପାର୍ବଣ ବିଶେଷ ଟ୍ରେନ ଗୁଡିକର ଚଳାଚଳ ଅବଧିକୁ ୨୦୨୧ ଜାନୁୟାରୀ ମାସ ଶେଷ ପର୍ଯ୍ୟନ୍ତ ବୃଦ୍ଧିକରିବାକୁ ନିଷ୍ପତ୍ତି ନିଆଯାଇଅଛି। ବର୍ତ୍ତମାନ, ୨୦ ଟି ଯୋଡ଼ା ପାର୍ବଣ ବିଶେଷ ଟ୍ରେନ ପୂର୍ବ ତଟ ରେଳପଥ ପରିସୀମା ମଧ୍ୟରୁ ଯାତାୟାତ କରୁଅଛି ।

01. ଭୁବନେଶ୍ୱର ରୁ ପ୍ରତି ବୁଧବାର ଓ ରବିବାର ଦିନ ଏବଂ ଆନନ୍ଦ ବିହାର ରୁ ପ୍ରତି ମଙ୍ଗଳବାର ଓ ଶୁକ୍ରବାର ଛାଡୁଥିବା ୦୨୮୧୯/୦୧୮୨୦ ଭୁବନେଶ୍ୱର-ଆନନ୍ଦ ବିହାର-ଭୁବନେଶ୍ୱର ବିଶେଷ ଟ୍ରେନ ଭୁବନେଶ୍ୱର ରୁ ଜାନୁୟାରୀ ୩୧ ତାରିଖ ପର୍ଯ୍ୟନ୍ତ ଏବଂ ଆନନ୍ଦ ବିହାର ରୁ ଫେବୃୟାରୀ ଦୁଇ ତାରିଖ ପର୍ଯ୍ୟନ୍ତ ଚଳାଚଳ କରିବ।

02. ଭୁବନେଶ୍ୱର ରୁ ପ୍ରତି ସୋମବାର ଓ ଗୁରୁବାର ଏବଂ ମୁମ୍ବାଇ ଲୋକମାନ୍ୟ ତିଳକ ଟର୍ମିନସ ରୁ ପ୍ରତି ବୁଧବାର ଓ ଶନିବାର ଦିନ ଛାଡୁଥିବା 02880/02879 ଭୁବନେଶ୍ୱର-ମୁମ୍ବାଇ ଲୋକମାନ୍ୟ ତିଳକ ଟର୍ମିନସ-ଭୁବନେଶ୍ୱର ବିଶେଷ ଟ୍ରେନ ଭୁବନେଶ୍ୱର ଠାରୁ ଜାନୁୟାରୀ ୨୮ ତାରିଖ ପର୍ଯ୍ୟନ୍ତ ଓ ଏଲଟିଟି ଠାରୁ ଜାନୁୟାରୀ ମାସ ୩୦ ତାରିଖ ପର୍ଯ୍ୟନ୍ତ ଚଳାଚଳ କରିବ।

03. 08479/08480 ଭୁବନେଶ୍ୱର-ତିରୁପତି-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ୍ ପ୍ରତ୍ୟେକ ଶନିବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ରବିବାର ଦିନ ତିରୁପତିରୁ ଜାନୁୟାରୀ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

04. 02839/02840 ଭୁବନେଶ୍ୱର-ଚେନ୍ନାଇ-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ ଗୁରୁବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ଶୁକ୍ରବାର ଦିନ ଚେନ୍ନାଇରୁ ଜାନୁୟାରୀ ମାସ ୨୯ ତାରିଖ ପର୍ଯ୍ୟନ୍ତ ଚାଲିବ।

05. 02845/02846 ଭୁବନେଶ୍ୱର-ବାଙ୍ଗାଲୋର କ୍ୟାଣ୍ଟ-ଭୁବନେଶ୍ୱର ସାପ୍ତାହିକ ସ୍ପେଶାଲ ରବିବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ମଙ୍ଗଳବାର ଦିନ ବାଙ୍ଗାଲୋର କ୍ୟାଣ୍ଟରୁ ଫେବୃୟାରୀ ମାସ ପହିଲା ପର୍ଯ୍ୟନ୍ତ ଚାଲିବ।

06. 02898/02897 ଭୁବନେଶ୍ୱର-ପୁଡୁଚେରୀ-ଭୁବନେଶ୍ୱର ସାପ୍ତାହିକ ପ୍ରତ୍ୟେକ ମଙ୍ଗଳବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ବୁଧବାର ଦିନ ପୁଡୁଚେରୀରୁ ଜାନୁୟାରୀ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ।

07. 08496/08495 ଭୁବନେଶ୍ୱର-ରମେଶ୍ୱରମ୍-ଭୁବନେଶ୍ୱର ସାପ୍ତାହିକ ଶୁକ୍ରବାର ଦିନ ଭୁବନେଶ୍ୱରରୁ ଏବଂ ପ୍ରତ୍ୟେକ ରବିବାରରେ ରମେଶ୍ୱରାମରୁ ଜାନୁୟାରୀ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

08. 08306/08305 ସମ୍ବଲପୁର-ହାଓଡ଼ା-ସମ୍ବଲପୁର ସାପ୍ତାହିକ ସାମ୍ବଲପୁରରୁ ପ୍ରତ୍ୟେକ ଶୁକ୍ରବାର ଏବଂ ହାଓଡ଼ାରୁ ପ୍ରତ୍ୟେକ ଶନିବାର ଦିନ ଜାନୁୟାରୀ ମାସ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ।

09. 08311/08312 ସମ୍ବଲପୁର-ମାଣ୍ଡୁଆଡିହ-ସମ୍ବଲପୁର ଦ୍ୱି-ସାପ୍ତାହିକ ସ୍ପେଶାଲ ପ୍ରତ୍ୟେକ ବୁଧବାର ଏବଂ ରବିବାର ଦିନ ସମ୍ବଲପୁରରୁ ଏବଂ ପ୍ରତ୍ୟେକ ସୋମବାର ଏବଂ ଗୁରୁବାର ଦିନ ମାଣ୍ଡୁଆଡିହରୁ ଜାନୁୟାରୀ ମାସ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।

10. 08449/08450 ପୁରୀ-ପାଟନା-ପୁରୀ ସ୍ପେଶାଲ ପ୍ରତ୍ୟେକ ସୋମବାର ଦିନ ପୁରୀରୁ ଏବଂ ପ୍ରତ୍ୟେକ ବୁଧବାର ଦିନ ପାଟନା ଠାରୁ ଜାନୁୟାରୀ ମାସ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ।

11. 08419/08420 ପୁରୀ-ଜୟନଗର-ପୁରୀ ସ୍ପେଶାଲ ଗୁରୁବାର ଦିନ ପୁରୀରୁ ଏବଂ ପ୍ରତ୍ୟେକ ଶନିବାର ଦିନ ଜୟନଗରରୁ ଜାନୁୟାରୀ ମାସ ୩୦ ତାରିଖ ପର୍ଯ୍ୟନ୍ତ ଚାଲିବ।

12. 02827/02828 ପୁରୀ-ସୁରଟ-ପୁରୀ ବିଶେଷ ଟ୍ରେନ ପ୍ରତ୍ୟେକ ରବିବାର ଦିନ ପୁରୀରୁ ଏବଂ ପ୍ରତି ମଙ୍ଗଳବାର ଦିନ ସୁରଟରୁ ଫେବୃୟାରୀ ମାସ ୨ ତାରିଖ ପର୍ଯ୍ୟନ୍ତ ଚାଲିବ।

13. 02866/02865 ପୁରୀ-ଲୋକମାନ୍ୟ ତିଲକ ଟର୍ମିନସ୍ (LTT) -ପୁରୀ ସାପ୍ତାହିକ ବିଶେଷ ଟ୍ରେନ ପ୍ରତ୍ୟେକ ମଙ୍ଗଳବାର ଦିନ ପୁରୀରୁ ଏବଂ ପ୍ରତ୍ୟେକ ଗୁରୁବାର ଦିନ ଏଲଟିଟି ରୁ ଜାନୁୟାରୀ ମାସ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ।

14. 02859/02860 ପୁରୀ-ଚେନ୍ନାଇ-ପୁରୀ ସ୍ପେଶାଲ୍ ରବିବାର ଦିନ ପୁରୀରୁ ଏବଂ ପ୍ରତି ସୋମବାର ଦିନ ଚେନ୍ନାଇରୁ ଫେବୃୟାରୀ ମାସ ପହିଲା ପର୍ଯ୍ୟନ୍ତ ଚାଲିବ।

15. 02851/02852 ବିଶାଖାପାଟନମ୍-ନିଜାମୁଦ୍ଦିନ-ବିଶାଖାପାଟନମ୍ ଦ୍ୱି-ସାପ୍ତାହିକ ସ୍ପେସାଲ୍ ପ୍ରତ୍ୟେକ ସୋମବାର ଏବଂ ଶୁକ୍ରବାର ଦିନ ବିଶାଖାପାଟନମ୍ ରୁ ଏବଂ ପ୍ରତ୍ୟେକ ବୁଧବାର ଏବଂ ରବିବାର ନିଜାମୁଦ୍ଦିନରୁ ଜାନୁୟାରୀ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

16. ୦୨୮୮୭/୦୨୮୮୮ ବିଶାଖାପାଟନମ୍-ନିଜାମୁଦ୍ଦିନ-ବିଶାଖାପାଟନମ୍ ସ୍ପେସାଲ୍ ବିଶାଖାପାଟନମ୍ ରୁ ଜାନୁୟାରୀ ମାସ ୩୧ ତାରିଖ ପର୍ଯ୍ୟନ୍ତ ଏବଂ ନିଜାମୁଦ୍ଦିନରୁ ଫେବୃୟାରୀ ମାସ ୨ ତାରିଖ ପର୍ଯ୍ୟନ୍ତ ଚାଲିବ।

17. 02869/02870 ବିଶାଖାପାଟନମ୍-ଚେନ୍ନାଇ-ବିଶାଖାପାଟନମ୍ ସ୍ପେଶାଲ୍ ପ୍ରତି ସୋମବାର ଦିନ ବିଶାଖାପାଟନମ୍ ଏବଂ ଚେନ୍ନାଇରୁ ପ୍ରତ୍ୟେକ ମଙ୍ଗଳବାର ଦିନ ଜାନୁୟାରୀ ମାସ ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ।

18. 02857/02858 ବିଶାଖାପାଟନମ୍- LTT- ବିଶାଖାପାଟନମ୍ ସ୍ପେଶାଲ୍ ପ୍ରତି ରବିବାର ଦିନ ବିଶାଖାପାଟନମ୍ ଏବଂ ପ୍ରତ୍ୟେକ ମଙ୍ଗଳବାର ଦିନ LTT ରୁ ଫେବୃୟାରୀ ମାସ ଦୁଇ ତାରିଖ ପର୍ଯ୍ୟନ୍ତ ଚାଲିବ।

19. 08501/08502 ବିଶାଖାପାଟନମ୍-ଗାନ୍ଧୀଧାମ-ବିଶାଖାପାଟନମ୍ ପ୍ରତି ଗୁରୁବାର ଦିନ ବିଶାଖାପାଟନମ୍ ଏବଂ ଗାନ୍ଧୀଧାମ ଠାରୁ ପ୍ରତ୍ୟେକ ରବିବାର ଦିନ ଜାନୁୟାରୀ ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

20. 07488/07487 ବିଶାଖାପାଟନମ୍-କଡପା-ବିଶାଖାପାଟନମ୍ ସ୍ପେଶାଲ୍ 31 ଜାନୁୟାରୀ, 2021 ପର୍ଯ୍ୟନ୍ତ ବିଶାଖାପାଟନମ୍ ଠାରୁ ଏବଂ 1 ଫେବୃୟାରୀ, 2021 ପର୍ଯ୍ୟନ୍ତ କଡପା ଠାରୁ ଚାଲିବ।

ପୂର୍ବତଟ ରେଲୱେ
Share. Facebook Twitter LinkedIn Email WhatsApp Copy Link

Related Posts

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026

କୃଷକର ଖଡ଼ିଛୁଆଁ ପର୍ବ ଅକ୍ଷୟ ତୃତୀୟା

April 20, 2026

ଓଡିଶାରେ ୯୦,୦୦୦ କୋଟିର ରେଳ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟକାରୀ ହେଉଛି: ଅଶ୍ୱିନୀ ବୈଷ୍ଣବ

April 20, 2026

ଏଲପିଜିରୁ ପିଏନଜିକୁ ସଂଯୋଗ ହସ୍ତାନ୍ତର କଲେ ୩୯,୦୦୦ରୁ ଅଧିକ ଗ୍ରାହକ

April 20, 2026
Latest News

ଟିଏମସି ଏବଂ ବିଜେପି ମଧ୍ୟରେ ଲଢ଼େଇର ଶିକାର ହେଉଛନ୍ତି ଯୁବଗୋଷ୍ଠୀ

April 21, 2026

ଚାଷୀଙ୍କୁ ମିଳିଲା ସିଏମ କିଷାନ ଟଙ୍କା

April 20, 2026

କଟକରେ ଆସନ୍ତା ତିନିଦିନ ପାଇଁ ସ୍କୁଲ ଓ କଲେଜ ଛୁଟି ଘୋଷଣା

April 20, 2026

ଗଞ୍ଜାମ ଜିଲ୍ଲାରେ ତିନିଦିନ ସ୍କୁଲ ଛୁଟି

April 20, 2026

ଭାରତୀୟ ନୌସେନାର ପ୍ରଶିକ୍ଷଣରତ ଅଗ୍ନିବୀରଙ୍କ ମୃତଦେହ ଉଦ୍ଧାର

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.