Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସର୍ବୋଚ୍ଚ ସ୍ତରରେ ପହଞ୍ଚିଲା ଭାରତୀୟ ସେୟାର ବଜାର
ଆଜିର ଖବର

ସର୍ବୋଚ୍ଚ ସ୍ତରରେ ପହଞ୍ଚିଲା ଭାରତୀୟ ସେୟାର ବଜାର

January 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ: ଭାରତୀୟ ସେୟାର ବଜାର ଏକ ନୂଆ ରେକର୍ଡ ସୃଷ୍ଟି କରିଛି। ଆଜି ସେୟାର ବଜାର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ସେନସେକ୍ସ ପ୍ରଥମ ଥର ଲାଗି ୫୦ ହଜାର ଟପିଛି। ସେନସେକ୍ସ ୩୩୫ ପଏଣ୍ଟ ବୃଦ୍ଧି ପାଇ ୫୦ ହଜାର ୧୨୬ରେ ପହଞ୍ଚିଛି। ଏହା ସହିତ ନିଫ୍ଟି ମଧ୍ୟ ୧୪ ହଜାର ୭୦୦ ଅତିକ୍ରମ କରିଛି।

ତେବେ ଜୋ ବାଇଡେନ ଓ କମଳା ହାରିସ ଆମେରିକାର ରାଷ୍ଟ୍ରପତି ଏବଂ ଉପରାଷ୍ଟ୍ରପତି ଭାବେ ଶପଥ ନେବା ପରେ ଏହାର ପ୍ରଭାବ ଭାରତ ସେୟାର ବଜାରରେ ଦେଖିବାକୁ ମିଳିଛି। ଗତକାଲି ବାଇଡେନ ଶପଥ ନେବା ପରେ ଆଜି ସେୟାର ବଜାରରେ ବୃଦ୍ଧି ପରିଲିକ୍ଷିତ ହୋଇଛି।

ଭାରତୀୟ ସେୟାର ବଜାର ମୁମ୍ବାଇ ସର୍ବୋଚ୍ଚ ସ୍ତର
Share. Facebook Twitter LinkedIn Email WhatsApp Copy Link

Related Posts

ଅକ୍ଟୋବର ୨ରୁ ସରକାରଙ୍କ ସ୍ୱତନ୍ତ୍ର ଅଭିଯାନ: ସ୍ୱଚ୍ଛତା ଏବଂ ବକେୟା କାର୍ଯ୍ୟ ହ୍ରାସ ଉପରେ ଗୁରୁତ୍ୱ

September 29, 2026

ଏସୀୟ କ୍ରୀଡ଼ାରେ ଷଷ୍ଠ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ: ଚମତ୍କାର କଲେ ଦେଶର ଝିଅ

September 29, 2026

FCRA ସହ ଜଡିତ ମାମଲା: ଦୁଇ ଗୃହ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ 

September 29, 2026

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026
Latest News

ରାୟଗଡ଼ା ପୌର ଉପ-ନିର୍ବାଚନ ଶେଷ: ଶ୍ରମିତା ପାଢ଼ୀ ହେଲେ ନୂତନ ଉପାଧ୍ୟକ୍ଷା

September 29, 2026

ଅକ୍ଟୋବର ୨ରୁ ସରକାରଙ୍କ ସ୍ୱତନ୍ତ୍ର ଅଭିଯାନ: ସ୍ୱଚ୍ଛତା ଏବଂ ବକେୟା କାର୍ଯ୍ୟ ହ୍ରାସ ଉପରେ ଗୁରୁତ୍ୱ

September 29, 2026

ଏସୀୟ କ୍ରୀଡ଼ାରେ ଷଷ୍ଠ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ: ଚମତ୍କାର କଲେ ଦେଶର ଝିଅ

September 29, 2026

FCRA ସହ ଜଡିତ ମାମଲା: ଦୁଇ ଗୃହ ମନ୍ତ୍ରଣାଳୟ ଅଧିକାରୀଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ 

September 29, 2026

ଇଣ୍ଡିଆ ମେଣ୍ଟ ବୈଠକ ପାଇଁ ବଡ଼ ନିଷ୍ପତ୍ତି ନେଲେ ଡିଏମକେ-ଆପ: ଯୋଗ ଦେବେ ନାହିଁ ଅଖିଳେଶ

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.