Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆରମ୍ଭ ହେଲା ଆଦିବାସୀ ମେଳା, ଅନ ଲାଇନରେ ମଧ୍ୟ କିଣିପାରିବେ ସାମଗ୍ରୀ
ଆଜିର ଖବର

ଆରମ୍ଭ ହେଲା ଆଦିବାସୀ ମେଳା, ଅନ ଲାଇନରେ ମଧ୍ୟ କିଣିପାରିବେ ସାମଗ୍ରୀ

January 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆରମ୍ଭ ହେଲା ରାଜ୍ୟସ୍ତରୀୟ ଆଦିବାସୀ ମେଳା । ଭିଡିଓ କନଫ୍ରେସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଥିଲେ । ଆଦିବାସୀଙ୍କ ଉତ୍ପାଦିତ ପଦାର୍ଥକୁ ବିକ୍ରି କରିବା ପାଇଁ ଏହି ମେଳାର ପରିକଳ୍ପନା। ଏଥିସହିତ ଏହି ମେଳାରେ ଆଦିବାସୀଙ୍କ ଜୀବନ ଶୈଳୀ ମଧ୍ୟ ପ୍ରଦର୍ଶୀତ କରାଯାଇଥାଏ। ଏହା ଫେବ୍ରୁଆରୀ ୯ ତାରିଖ ଯାଏଁ ଚାଲିବ । ଦିନ ୧୧ଟାରୁ ସନ୍ଧ୍ୟା ୭ଟା ଯାଏଁ ମେଳା ଚାଲିବ ।

କରୋନାକୁ ଦୃଷ୍ଟରେ ରଖି ଚଳିତ ବର୍ଷ ପ୍ରଥମ ଥର ପାଇଁ ଇ ମାର୍କେଟିଂର ବ୍ୟବସ୍ଥା କରାଯାଇଛି । ଆଗ୍ରହୀ ଗ୍ରାହକମାନେ ଘରେ ବସି  ବିଭିନ୍ନ ସାମଗ୍ରୀ କିଣିପାରିବେ ।  ଆପଣମାନେ ୱେବସାଇଟ www.adivasi2021.com କୁ କ୍ଲିକ କରି ସାମଗ୍ରୀ କିଣିପାରିବେ।

ଆଦିବାସୀ ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026
Latest News

ମହଙ୍ଗା ମାଡ଼ : ସାଧାରଣ ଲୋକଙ୍କ ପକେଟ ଉପରେ ବଢ଼ିବ ବୋଝ !

May 16, 2026

ବଟି ଆଦାୟକୁ ନେଇ ଫାୟାରିଂ

May 15, 2026

New Odia Film Policy: ଶୀଘ୍ର ପ୍ରଣୟନ ହେବ ସ୍ୱତନ୍ତ୍ର ଓଡିଆ ଚଳଚ୍ଚିତ୍ର ନୀତି, ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା

May 15, 2026

ସମ୍ବଲପୁର–ମାନେଶ୍ୱର ସେକ୍ସନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ପୁରୀ–ରାଉରକେଲା ଏକ୍ସପ୍ରେସ୍ ବାତିଲ 

May 15, 2026

ଷ୍ଟ୍ରୋକ୍ ସଚେତନତା ଅଭିଯାନ – ଆଇଏଫଆଇ ଫାଉଣ୍ଡେସନକୁ ଅନ୍ତର୍ଜାତୀୟ ସମ୍ମାନ

May 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.