Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଧାନସଭାରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ୨୦ ହଜାର କୋଟି ଟଙ୍କାର କୃଷି ବଜେଟ କଲେ ଆଗତ
ବିଶେଷ ଖବର

ବିଧାନସଭାରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ୨୦ ହଜାର କୋଟି ଟଙ୍କାର କୃଷି ବଜେଟ କଲେ ଆଗତ

February 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଆଜି ବିଧାନସଭାରେ ଅର୍ଥମନ୍ତ୍ରୀ ନିରଂଜନ ପୂଜାରୀ ସାଧାରଣ ବଜେଟ ସହିତ କୃଷି ବଜେଟ ମଧ୍ୟ ଉପସ୍ଥାପିତ କରିଛନ୍ତି। କୃଷି କ୍ଷେତ୍ରରେ ଥିବା ବିଭିନ୍ନ ବିଭାଗ ପାଇଁ ନିମ୍ନ ବ୍ୟୟ ଅଟକଳ କରାଯାଇଛି। ସେଗୁଡିକ ହେଲା

ବିହନ ଓ ସାର ପାଇଁ ୧୦୦ କୋଟି ଅତିରିକ୍ତ ପାଣ୍ଠି

ଉଦ୍ୟାନ କୃଷି ବିକାଶ ପାଇଁ ୧୩୨ କୋଟି ବ୍ୟୟବରାଦ

ରାଷ୍ଟ୍ରୀୟ କୃଷି ବିକାଶ ଯୋଜନାରେ ୪୫୦ କୋଟି ବ୍ୟୟବରାଦ

କଳାହାଣ୍ଡି ଓ ନବରଙ୍ଗପୁରରେ ୨ଟି ମଧ୍ୟମ ଜଳସେଚନ ପ୍ରକଳ୍ପ ହେବ

ଜଳସେଚନ ପାଇଁ ମୋଟ ୨୨୫୮ କୋଟି ଟଙ୍କା ବ୍ୟୟବରାଦ

ବନ୍ୟାନିୟନ୍ତ୍ରଣ ପାଇଁ ମୋଟ ୭୧୦ କୋଟି ବ୍ୟୟବରାଦ

ପାର୍ବତୀ ଗିରି ଜଳସେଚନ ଯୋଜନା ପାଇଁ ୮୬୦କୋଟି

ଗଭୀର ନଳକୂପ ଖନନ ପାଇଁ ୩୮୯ କୋଟି ବ୍ୟୟବରାଦ

ନବକୃଷ୍ଣ ଚୌଧୁରୀ ଜଳସେଚନ ଯୋଜନାରେ ୭୭ କୋଟି ବ୍ୟୟବରାଦ

ଅଚଳ ଉଠା ଜଳସେଚନ ପଏଣ୍ଟ ପୁନରୁଦ୍ଧାର ପାଇଁ ୧୬୦ କୋଟି

ବିପର୍ଯ୍ୟୟରେ ତ୍ୱରିତ କ୍ଷତିପୂରଣ ପାଇଁ ୫୬୦ କୋଟି

ମତ୍ସ୍ୟଚାଷ ଓ ପଶୁପାଳନ ପାଇଁ ୧୪୧୫ କୋଟି

ମାଛଧରା ଜେଟି ଓ ମାଛ ବଜାର ପାଇଁ ୧୦୦ କୋଟି

ପଶୁଙ୍କୁ ଚିକିତ୍ସା ପାଇଁ ଆରମ୍ଭ ହେବ ପଶୁ ହେଲ୍ପ ଲାଇନ ସେବା

ରାଜ୍ୟରେ ପ୍ରତିଷ୍ଠା ହେବ ପଶୁ ଚିକିତ୍ସା ବିଜ୍ଞାନ ବିଶ୍ୱବିଦ୍ୟାଳୟ

କୃଷି ବଜେଟ ପାଇଁ ମୋଟ ୧୭,୪୬୮ କୋଟି ବ୍ୟୟବରାଦ

ଓମ୍ବାଡସି ଓ ଡିଏମଏଫରୁ କୃଷି କ୍ଷେତ୍ରରେ ୪୪୭ କୋଟି ବିନିଯୋଗ ହେବ

ମନରେଗାରୁ ୧୯୬୬ କୋଟି ଟଙ୍କା କୃଷି କ୍ଷେତ୍ରରେ ବିନିଯୋଗ ଯୋଜନା

୨୦୨୧-୨୨ରେ କୃଷି କ୍ଷେତ୍ରରେ ପ୍ରାୟ ୨୦ ହଜାର କୋଟି ଟଙ୍କାର ବ୍ୟୟବରାଦ

Odisha Agri Budget ଓଡିଶା କୃଷି ବଜେଟ
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026

ଜବାହରଲାଲ ନେହେରୁଙ୍କୁ ପଛରେ ପକାଇଲେ ମୋଦୀ: ରେକର୍ଡ ଭାଙ୍ଗିବା ପରେ କ’ଣ କହିଲେ ପ୍ରଧାନମନ୍ତ୍ରୀ?

June 10, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.