Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ, ଏଥର 111ଟି ଷ୍ଟଲରେ ପ୍ରଦର୍ଶିତ ହୋଇଛି ସାମଗ୍ରୀ
ଜାତୀୟ ଖବର

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ, ଏଥର 111ଟି ଷ୍ଟଲରେ ପ୍ରଦର୍ଶିତ ହୋଇଛି ସାମଗ୍ରୀ

February 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ, ଏଥର 111ଟି ଷ୍ଟଲରେ ପ୍ରଦର୍ଶିତ ହୋଇଛି ସାମଗ୍ରୀ

ଭୁବନେଶ୍ୱରର, ଆଜି ୟୁନିଟ୍‌-୩ ସ୍ଥିତ ଇଡ଼୍‌କୋ ପ୍ରଦର୍ଶନୀ ପଡ଼ିଆଠାରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ପଦ୍ମିନୀ ଦିଆନ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଛନ୍ତି । ଏହି ପ୍ରଦର୍ଶନୀରେ ୧୧୧ଟି ଷ୍ଟଲ୍‌ ନିର୍ମାଣ କରାଯାଇ ବିଭିନ୍ନ ହସ୍ତଶିଳ୍ପ ପ୍ରଦର୍ଶିତ ସହିତ ବିକ୍ରି ମଧ୍ୟ କରାଯାଉଛି।

ଏହି ଷ୍ଟଲଗୁଡିକ କାରିଗରମାନଙ୍କୁ ବିନା ଦେୟରେ ପ୍ରଦାନ କରାଯାଇଛି । ଚଳିତ ବର୍ଷ ଅଂଶଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଉଛି କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ନବରଙ୍ଗ ପୁର, ସମ୍ବଲ ପୁର, କେନ୍ଦ୍ରା ପଡ଼ା, ପୁରୀ, ସୁନ୍ଦରଗଡ଼, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, କୋରା ପୁଟ, ରାୟଗଡ଼ା ଓ ଭଦ୍ରକ ।

ଏହି ପ୍ରଦର୍ଶନୀ ମାଧ୍ୟମରେ ପ୍ରାୟ ୮୦ ଲକ୍ଷ ଟଙ୍କାରୁ ଉର୍ଦ୍ଧ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି ହେବାର ଆକଳନ କରାଯାଇଛି । ଉଦଘାଟନୀ ଉତ୍ସବରେ  ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା, ବିଭାଗୀୟ ଅତିରିକ୍ତ ଶାସନ ସଚିବ କୈଳାଶ ଚନ୍ଦ୍ର ସାହୁ, ହସ୍ତଶିଳ୍ପ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ସନାତନ ନାୟକ, ସ୍ୱତନ୍ତ୍ର ଅଧିକାରୀ ଏସ୍‌.ଆର୍‌. ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ । ଏହି ପ୍ରଦର୍ଶନୀ ଦିନ ୨ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲାରହିବ । ଏହି ପ୍ରଦର୍ଶନୀ ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ ।

ହସ୍ତଶିଳ୍ପ ପ୍ରଦର୍ଶନୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.