Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧାନ କିଣାରେ ଅନନିୟମିତତା ନେଇ ପଦ୍ମପୁର ଏବଂ ନବରଂଗପୁର ସମବାୟ କର୍ମଚାରୀ ନିଳମ୍ବିତ
ଆଜିର ଖବର

ଧାନ କିଣାରେ ଅନନିୟମିତତା ନେଇ ପଦ୍ମପୁର ଏବଂ ନବରଂଗପୁର ସମବାୟ କର୍ମଚାରୀ ନିଳମ୍ବିତ

March 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର, କାର୍ଯ୍ୟରେ ଗୁରୁତର ଅବହେଳା ଓ ବିଭାଗ ଦ୍ୱାରା ଜାରି କରାଯାଇଥିବା ଧାନ ସଂଗ୍ରହ ସଂପର୍କିତ ନିର୍ଦ୍ଦେଶାବଳୀର ଉଲ୍ଲଂଘନ ଅଭିଯୋଗରେ ବରଗଡ଼ ଜିଲ୍ଲାର ପଦ୍ମପୁର ସର୍କଲର ସହକାରୀ ରେଜିଷ୍ଟ୍ରାର, ସମବାୟ ସମିତି ସମୂହ ସଂଜୟ କୁମାର ତ୍ରିପାଠୀଙ୍କୁ କାର୍ଯ୍ୟରୁ ନିଲଞ୍ଚନ କରାଯାଇଛି ।

ସେହିପରି ସବ୍‌-ଆସିଷ୍ଟାଣ୍ଟ ରେଜିଷ୍ଟ୍ରାର କୋଅପରେଟିଭ୍‌ ସୋସାଇଟି (ଏସ୍‌ଏଆର୍‌ସିଏସ୍‌) ତଥା ପଦ୍ମପୁର ନିୟନ୍ତ୍ରିତ ବଜାର କମିଟିର ସଂପାଦକ ଧର୍ମେନ୍ଦ୍ର ଭୋଇ ଏବଂ ଇନସପେକ୍ଟର କୋଅପରେଟିଭ୍‌ ସୋସାଇଟି ତଥା ନବରଙ୍ଗପୁର ନିୟନ୍ତ୍ରିତ ବଜାର କମିଟିର ସଂପାଦକ ଶଶାଙ୍କ ଶେଖର ସାହାଣୀଙ୍କୁ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସରକାରଙ୍କ ଦ୍ୱାରା କାର୍ଯ୍ୟରେ ନିଲମ୍ବନ କରାଯାଇଛି ।

ନିଳମ୍ବନ ଆଦେଶ ତୁରନ୍ତ କାଯ୍ୟକାରୀ କରାଯାଇଛି ଏବଂ ସେମାନଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଉଛି ବୋଲି ସମବାୟ ବିଭାଗ ତରଫରୁ କୁହାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା

September 2, 2025

ଡିଏଫପିଡି ସଚିବଙ୍କ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଖାଦ୍ୟ ସଚିବଙ୍କ ସହିତ ବୈଠକ

September 2, 2025

ଏସଏଚଜି ମହିଳାଙ୍କ ପାଇଁ ଉପରେ ସ୍ୱତନ୍ତ୍ର ତାଲିମ କାର୍ଯ୍ୟକ୍ରମ

September 2, 2025

ରେଳ କର୍ମଚାରୀଙ୍କୁ ମିଳିବ ଅଧିକ ବୀମା ଲାଭ: ଏସବିଆଇ ସହ ବୁଝାମଣାପତ୍ର ସ୍ୱାକ୍ଷରିତ

September 2, 2025
Latest News

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା

September 2, 2025

ଡିଏଫପିଡି ସଚିବଙ୍କ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଖାଦ୍ୟ ସଚିବଙ୍କ ସହିତ ବୈଠକ

September 2, 2025

ଏସଏଚଜି ମହିଳାଙ୍କ ପାଇଁ ଉପରେ ସ୍ୱତନ୍ତ୍ର ତାଲିମ କାର୍ଯ୍ୟକ୍ରମ

September 2, 2025

ରେଳ କର୍ମଚାରୀଙ୍କୁ ମିଳିବ ଅଧିକ ବୀମା ଲାଭ: ଏସବିଆଇ ସହ ବୁଝାମଣାପତ୍ର ସ୍ୱାକ୍ଷରିତ

September 2, 2025

ରାଶିଫଳ: ସେପ୍ଟେମ୍ବର ୨ ତାରିଖ ମଙ୍ଗଳବାରରେ ସାତୋଟି ରାଶି ପାଇଁ ରହିଛି ଲାଭ ସୁଯୋଗ

September 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.