Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»“ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ, ୨୦ଜଣ ହେଲେ ସମ୍ମାନିତ
ଆଜିର ଖବର

“ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ, ୨୦ଜଣ ହେଲେ ସମ୍ମାନିତ

March 5, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
"ଦି ଇଣ୍ଟରଭ୍ୟୁ ଟାଇମ୍ସ” ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ, ୨୦ଜଣ ହେଲେ ସମ୍ମାନିତ

ଭୁବନେଶ୍ୱର, ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହିତକରିବା ଉଦ୍ଦେଶ୍ୟରେ ଓଡ଼ିଶାର ଅଗ୍ରଣୀ ଇଂରାଜୀ ପତ୍ରିକା“ଦି ଇଣ୍ଟରଭ୍ୟୁ ଟାଇମ୍ସ”ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ଉତ୍ସବ ୨୦୨୧ସ୍ଥାନୀୟ ଏକ ହୋଟେଲ୍‌ରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେଅତିଥିଭାବେ ମାନ୍ୟବର ବାଚସ୍ପତି ଓଡ଼ିଶା ବିଧାନସଭା ଡ଼ଃ ସୂର୍ଯ୍ୟନାରାୟଣ ପାତ୍ର, ମନୋଜ କୁମାର ମିଶ୍ର, ସଚିବ,ଇଂଜିନିୟରିଂ ଆଣ୍ଡ୍ ଆଇଟି, ଓଡ଼ିଶା ସରକାର, ପଙ୍କଜ ମହାନ୍ତି, ଅଧ୍ୟକ୍ଷ, ଓସିଏ, ନିରଞ୍ଜନ ପଟ୍ଟନାୟକ,ଅଧ୍ୟକ୍ଷ, ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି , ମହେନ୍ଦ୍ର ଗୁପ୍ତା, ଚେୟାରମ୍ୟାନ୍‌, ଗୁପ୍ତା ପାୱାର , ପ୍ରିୟଦର୍ଶୀ ମିଶ୍ର, ଚେୟାର୍‌ମ୍ୟାନ୍‌, ଓଏସ୍‌ଏଚ୍‌ବି ପ୍ରମୁଖ ଯୋଗ ଦେଇଥିଲେ ।

ପତ୍ରିକାର ସମୂହ ସମ୍ପାଦକ ଦିବ୍ୟଜିତ୍ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ । ସଭା କାର୍ଯ୍ୟ ପରେ ପରେ ଶିଳ୍ପ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୦ଜଣ ବିଶିଷ୍ଟ ବ୍ୟକ୍ତି ବିଶେଷଙ୍କୁ ‘ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ୨୦୨୧’ରେ ସମ୍ମାନିତ କରାଯାଇଥିଲା । ଏଥିସହିତ“ଦି ଇଣ୍ଟରଭ୍ୟୁ ଟାଇମ୍ସ”ର ସ୍ୱତନ୍ତ୍ର ସଂଖ୍ୟାର ଉନ୍ମୋଚନ କରାଯିବା ସହ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାନ୍ ଜନନାୟକ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ସ୍ୱତନ୍ତ୍ର ଆଲୋଚନା କରାଯାଇଥିଲା। ପତ୍ରିକାର ସହସମ୍ପାଦକ ଶୁଭୋଜିତ୍‌ ପଣ୍ଡା ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026
Latest News

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026

ମହଙ୍ଗା ପଡିଲା ରୁଷ ସହିତ ବନ୍ଧୁତା!: ଭାରତୀୟ ଏବଂ ଚୀନ୍ ଉପରେ କଠୋର ପ୍ରତିବନ୍ଧକ ଲଗାଇଲା ଇୟୁ

June 10, 2026

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ରାଜ୍ୟସଭାରୁ ଇସ୍ତଫା ଦେଲେ ସୁସ୍ମିତା ଦେବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.