ନୂଆଦିଲ୍ଲୀ: ରୋଷେଇ ଗ୍ୟାସ ଦରର ବୃଦ୍ଧି ମଧ୍ୟରେ ଉପଭୋକ୍ତାଙ୍କ ପାଇଁ ଏକ ଆଶ୍ବସ୍ତିକର ଖବର ମିଳିଛି। ଘରୋଇ ଗ୍ୟାସ ସିଲିଣ୍ଡର ମୂଲ୍ୟରେ ୧୦ ଟଙ୍କା ହ୍ରାସ କରାଯାଇଛି। ହ୍ରାସ ହୋଇଥିବା ଦର ଆଜି ରାତି ୧୨ ଟା ରୁ ଲାଗୁ ହେବ। ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ଼ ଏହି ସୂଚନା ଦେଇଛି। ଉପଭୋକ୍ତା ଗ୍ୟାସ ସିଲିଣ୍ଡର
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀSeptember 9, 2025