Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାତିଲ ହେଲା ପୁରୀ-ପାରାଦୀପ ଏବଂ ଭୁବନେଶ୍ୱର-ନୟାଗଡ଼ ଟାଉନ ସ୍ବତନ୍ତ୍ର ଟ୍ରେନ, ଜାଣନ୍ତୁ କାରଣ
ଆଜିର ଖବର

ବାତିଲ ହେଲା ପୁରୀ-ପାରାଦୀପ ଏବଂ ଭୁବନେଶ୍ୱର-ନୟାଗଡ଼ ଟାଉନ ସ୍ବତନ୍ତ୍ର ଟ୍ରେନ, ଜାଣନ୍ତୁ କାରଣ

April 27, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଯାତ୍ରୀଙ୍କ ଯିବାଆସିବା ନ ଥିବାରୁ ପୂର୍ବତଟ ରେଳବାଇ ଦୁଇଟି ସ୍ବତନ୍ତ୍ର ଟ୍ରେନର ଚଳାଚଳକୁ ବାତିଲ କରିଛନ୍ତି। ସେଗୁଡିକ ହେଲା

୦୮୪୨୩/୦୮୪୨୪ ଭୁବନେଶ୍ୱର-ନୟାଗଡ଼ ଟାଉନ୍-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ ଭୁବନେଶ୍ୱରରୁ ୨୭ ଏପ୍ରିଲ୍ ଏବଂ ନୟାଗଡ଼ ଟାଉନ୍ରୁ ୨୮ ଏପ୍ରିଲ, ୨୦୨୧ ଠାରୁ ବାତିଲ କରାଯିବାକୁ ନିଷ୍ପତି ନିଆଯାଇଅଛି। ଏଠାରେ ଦର୍ଶାଇ ଦିଆଯାଉଅଛି ଯେ, ଭୁବନେଶ୍ୱର-ନୟାଗଡ଼ ଟାଉନ୍-ଭୁବନେଶ୍ୱର ସ୍ବତନ୍ତ୍ର ଟ୍ରେନ ଦ୍ୱାରା ମାତ୍ର ୦୨ ଶତକଡାରୁ କମ ଯାତ୍ରୀ ଏହାର ଚଳାଚଳ ଠାରୁ ଉପଲବ୍ଧ ହୋଇଛନ୍ତି।

ସେହିଭଳି, ୦୮୪୧୩/୦୮୪୧୪ ପାରାଦୀପ-ପୁରୀ-ପାରାଦୀପ ବିଶେଷ ଟ୍ରେନ ଉଭୟ ଦିଗରୁ ୨୭ ଏପ୍ରିଲ, ୨୦୨୧ ଠାରୁ ବାତିଲ କରାଯିବାକୁ ମଧ୍ୟ ନିଷ୍ପତି ନିଆଯାଇଅଛି। ଏଠାରେ ଦର୍ଶାଇ ଦିଆଯାଉଅଛି ଯେ, ପୁରୀ-ପାରାଦୀପ-ପୁରୀ ବିଶେଷ ଟ୍ରେନ ଦ୍ୱାରା ଏହାର ଚଳାଚଳ ଠାରୁ ମାତ୍ର ୧୦ ଶତକଡା ରୁ କମ ଯାତ୍ରୀ ଉପଲବ୍ଧ ହୋଇଛନ୍ତି।

ସ୍ବତନ୍ତ୍ର ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026
Latest News

ଶିକ୍ଷକ ସମାଜ ପ୍ରତି ସରକାରଙ୍କର ବୈମାତୃକ ମନୋଭାବ: ସମନ୍ୱୟ ସମିତି

August 22, 2026

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.