Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, କରୋନା ପାଇଁ ପୁଣି ବାତିଲ ହେଲା ଆଉ ତିନୋଟି ଏକ୍ପପ୍ରେସ ଟ୍ରେନ
ଆଜିର ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, କରୋନା ପାଇଁ ପୁଣି ବାତିଲ ହେଲା ଆଉ ତିନୋଟି ଏକ୍ପପ୍ରେସ ଟ୍ରେନ

May 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କୋଭିଡ୧୯ ସଂକ୍ରମଣ ବୃଦ୍ଧିର ଶୃଙ୍ଖଳାକୁ ଭାଙ୍ଗିବାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ଛାଡୁଥିବା ଚାରି ଯୋଡ଼ା ବିଶେଷ ଏକ୍ସପ୍ରେସ ଟ୍ରେନକୁ ଉଭୟ ପାର୍ଶ୍ୱରୁ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି।

୦୧ . ୦୨୮୬୬/୦୨୮୬୫ ପୁରୀ-ଏଲଟିଟି- ପୁରୀ ସାପ୍ତାହିକ ସ୍ୱତନ୍ତ୍ର ଏକ୍ସପ୍ରେସ ପୁରୀଠାରୁ ମଇ ମାସ ୧୮ ଏବଂ ୨୫ ତାରିଖ ଦିନ ଏବଂ ଏଲଟିଟି ରୁ ମଇ ମାସ ୨୦ ଏବଂ ୨୭ ତାରିଖ ଦିନ ବାତିଲ ରହିବ।

୦୨. ୦୨୮୮୦/୦୨୮୭୯ ଭୁବନେଶ୍ୱର-ଏଲଟିଟି-ଭୁବନେଶ୍ୱର ଦ୍ବି-ସାପ୍ତାହିକ ସ୍ବତନ୍ତ୍ର ଏକ୍ସପ୍ରେସ ଭୁବନେଶ୍ୱର ଠାରୁ ମଇ ମାସ ୧୭, ୨୦, ୨୪ ଏବଂ ୨୭ ତାରିଖ ଦିନ ଏବଂ ଏଲଟିଟି ରୁ ମଇ ମାସ ୧୯, ୨୨, ୨୬ ଏବଂ ୨୯ ତାରିଖ ଦିନ ବାତିଲ ରହିବ।

୦୩. ୦୭୪୮୮/୦୭୪୮୭ ବିଶାଖାପାଟନମ୍-କଡ଼ପା-ବିଶାଖାପାଟନମ୍ ଦୈନନ୍ଦିନ ଚଳାଚଳ କରୁଥିବା ସ୍ବତନ୍ତ୍ର ଟ୍ରେନ ବିଶାଖାପାଟନମରୁ ମଇ ମାସ ୧୪ ରୁ ୩୧ ତାରିଖ ମଧ୍ୟରେ ଏବଂ କଡ଼ପା ଠାରୁ ମଇ ମାସ ୧୫ ତାରିଖରୁ ଜୁନ ମାସ ପହିଲା ମଧ୍ୟରେ ବାତିଲ୍ ରହିବ।

୦୪. ୦୨୮୩୧/୦୨୮୩୨ ବିଶାଖାପାଟନମ୍-ଲିଙ୍ଗମପଲ୍ଲୀ-ବିଶାଖାପାଟନମ୍ ଦୈନନ୍ଦିନ ଚଳାଚଳ କରୁଥିବା ବିଶେଷ ଟ୍ରେନ ବିଶାଖାପାଟନମ୍ ଠାରୁ ମଇ ମାସ ୧୪ ରୁ ୩୧ ତାରିଖ ମଧ୍ୟରେ ଏବଂ ଏବଂ ଲିଙ୍ଗମପଲ୍ଲୀ ମଇ ମାସ ୧୫ ତାରିଖରୁ ଜୁନ ମାସ ପହିଲା ମଧ୍ୟରେ ବାତିଲ୍ ରହିବ।

Train Canceled due Corona କରୋନା ପାଇଁ ଟ୍ରେନ ବାତିଲ
Share. Facebook Twitter LinkedIn Email WhatsApp Copy Link

Related Posts

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026
Latest News

ଇନ୍ଧନ ଯୋଗାଣ ଓ ଉତ୍ପାଦନ ବ୍ୟବସ୍ଥାକୁ ଦୃଢ଼ କରିବାରେ ଭାରତର ସଫଳତା

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026

Assembly Elections 2026: ଦେଖନ୍ତୁ ସମସ୍ତ ପାଞ୍ଚଟି ରାଜ୍ୟର ସମ୍ପୂର୍ଣ୍ଣ ନିର୍ବାଚନ କାର୍ଯ୍ୟସୂଚୀ

March 15, 2026

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ: ଦୁଇଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ, ଜାଣନ୍ତୁ କେବେ?

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.