Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପ୍ରତି ଜିଓଫୋନ୍ ରିଚାର୍ଜ ପ୍ଲାନ୍‌ରେ ଗୋଟିଏ କିଣିଲେ ଗୋଟିଏ ମାଗଣା (ବାଏ-ୱାନ୍‌-ଗେଟ୍‌-ୱାନ୍ ଫ୍ରି) ସୁବିଧା
ଆଜିର ଖବର

ପ୍ରତି ଜିଓଫୋନ୍ ରିଚାର୍ଜ ପ୍ଲାନ୍‌ରେ ଗୋଟିଏ କିଣିଲେ ଗୋଟିଏ ମାଗଣା (ବାଏ-ୱାନ୍‌-ଗେଟ୍‌-ୱାନ୍ ଫ୍ରି) ସୁବିଧା

May 15, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜିଓଫୋନ୍ ବ୍ୟବହାରକାରୀଙ୍କୁ ପ୍ରତି ମାସରେ ବିନା ମୂଲ୍ୟରେ ମିଳିବ ୩୦୦ ମିନିଟ୍‌ର ଆଉଟ୍‌ଗୋଇଙ୍ଗ୍ ଭଏସ୍ କଲ୍

ମୁମ୍ବାଇ/ଭୁବନେଶ୍ୱର: ପ୍ରତିଟି ଭାରତୀୟଙ୍କୁ ଡିଜିଟାଲ୍ ଜୀବନ ପ୍ରଦାନ କରିବା ଲକ୍ଷ୍ୟ ନେଇ ଜିଓଫୋନ୍ ଆରମ୍ଭ କରାଯାଇଥିଲା। ସଂପ୍ରତି କୋଭିଡ୍ ମହାମାରୀର ଏହି ଅନିଶ୍ଚିତତାର ସମୟରେ ଜିଓରେ ଆମେ ନିଶ୍ଚିତ କରିବାକୁ ଚାହୁଛୁ ଯେ ଯୋଗାଯୋଗରେ ରହିପାରିବା ସୁବିଧା ସୁଲଭ ଭାବରେ ସମସ୍ତ ଗ୍ରାହକମାନଙ୍କ ପାଖରେ, ବିଶେଷ କରି ଆମ ସମାଜର ସ୍ୱଳ୍ପ-ସ୍ୱଚ୍ଛଳ ବର୍ଗଙ୍କ ପାଖରେ ପହଂଚିବ।

ଏହାକୁ ନିଶ୍ଚିତ କରିବା ଲାଗି ମହାମାରୀ ଅବଧିରେ ଜିଓ ପକ୍ଷରୁ ଦୁଇଟି ସ୍ୱତନ୍ତ୍ର ପଦକ୍ଷେପ ଘୋଷଣା କରାଯାଇଛି। ପ୍ରଥମ ପଦକ୍ଷେପଟି ହେଉଛି ଜିଓ ପକ୍ଷରୁ ରିଲାଏନ୍ସ ଫାଉଣ୍ଡେସନ ସହ ମିଶି ମହାମାରୀର ସମ୍ପୂର୍ଣ୍ଣ ଅବଧିରେ ପ୍ରତି ମାସ ବିନା ମୂଲ୍ୟରେ ୩୦୦ ମିନିଟ୍‌ର ଆଉଟ୍‌ଗୋଇଙ୍ଗ୍ କଲ୍ (ଦିନକୁ ୧୦ ମିନିଟ୍‌) ସେହି ସବୁ ଜିଓଫୋନ୍ ଗ୍ରାହକମାନଙ୍କୁ ପ୍ରଦାନ କରାଯିବ ଯେଉଁମାନେ ଏହି ମହାମାରୀ ସମୟରେ ରିଚାର୍ଜ କରିବାକୁ ସକ୍ଷମ ହେଉନାହାନ୍ତି।

ଏଥି ସହ ଦ୍ୱିତୀୟ ପଦକ୍ଷେପ ସ୍ୱରୂପ ସୁଲଭତାରେ ଆହୁରି ଉନ୍ନତି ଆଣିବା ଲାଗି ଜିଓଫୋନ୍ ବ୍ୟବହାରକାରୀମାନେ ରିଚାର୍ଜ କରୁଥିବା ପ୍ରତିଟି ଜିଓଫୋନ୍ ପ୍ଲାନ୍ ସହିତ ସେମାନେ ସମ୍ପୂର୍ଣ୍ଣ ମାଗଣାରେ ସମାନ ମୂଲ୍ୟର ଅତିରିକ୍ତ ରିଚାର୍ଜ ପ୍ଲାନ୍ ପାଇପାରିବେ। ଉଦାହରଣ ସ୍ୱରୂପ, ଜଣେ ଜିଓଫୋନ୍ ଗ୍ରାହକ ୭୫ ଟଙ୍କାର ରିଚାର୍ଜ କଲେ ସେ ଅତିରିକ୍ତ ୭୫ ଟଙ୍କାର ପ୍ଲାନ୍ ସମ୍ପୂର୍ଣ୍ଣ ମାଗଣାରେ ପାଇବେ। ତେବେ ୧୫ ମେ’ ୨୦୨୧ରୁ ଆରମ୍ଭ ହେଉଥିବା ଏହି ସୁବିଧା ଜିଓଫୋନ୍‌ର ବାର୍ଷିକ ପ୍ଲାନ୍ କିମ୍ବା ଜିଓଫୋନ୍ ସହିତ ଆସୁଥିବା ବଣ୍ଡଲ୍‌ଡ୍ ପ୍ଲାନ୍ ପାଇଁ ଲାଗୁ ହେବ ନାହିଁ।

ଏହି ଆହ୍ୱାନପୂର୍ଣ୍ଣ ସମୟରେ ପ୍ରତିଟି ଭାରତୀୟଙ୍କ ସହ ଠିଆ ହୋଇ ରହିବାକୁ ରିଲାଏନ୍ସ ପ୍ରତିବଦ୍ଧ ଏବଂ ମହାମାରୀ ଦ୍ୱାରା ସୃଷ୍ଟି ହୋଇଥିବା କଠିନ ପରିସ୍ଥିତିରୁ ଆଗକୁ ବଢିବା ଲାଗି ଆମ ଦେଶର ନାଗରିକମାନଙ୍କୁ ସକ୍ଷମ କରିବା ଲାଗି ଏହା ସମସ୍ତ ପ୍ରକାରର ଉଦ୍ୟମ ଜାରି ରଖିବ।

Share. Facebook Twitter LinkedIn Email WhatsApp Copy Link

Related Posts

ଲୋକେସନ୍ ଟ୍ରାକିଂ ଠାରୁ ଏସଓଏସ ଆଲର୍ଟ ପର୍ଯ୍ୟନ୍ତ: ପିଲା ଏବଂ ବୟସ୍କଙ୍କ ସୁରକ୍ଷା ସୁନିଶ୍ଚିତ କରିବ ଜିଓ ସିଲ୍ଡ

September 29, 2026

ୟୁପି ରାଜ୍ୟସଭା ନିର୍ବାଚନ: ୧୦ମ ଆସନ ପାଇଁ ଜୋରଦାର ଲଢ଼େଇ; ଜାଣନ୍ତୁ କ୍ରସ୍-ଭୋଟିଂ ଓ ସଂଖ୍ୟାର ପୂର୍ଣ୍ଣ ହିସାବ

September 29, 2026

ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ତ୍ରି-ଭାଷା ନୀତିରୁ ଛାଡ଼ କରିବାକୁ ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

September 29, 2026

ବିଶ୍ୱ ଦକ୍ଷତା ପ୍ରତିଯୋଗିତା ସାଂଘାଇ ୨୦୨୬ରେ ୧୦ମ ସ୍ଥାନ ହାଲ କଲା ଭାରତ

September 29, 2026
Latest News

ଲୋକେସନ୍ ଟ୍ରାକିଂ ଠାରୁ ଏସଓଏସ ଆଲର୍ଟ ପର୍ଯ୍ୟନ୍ତ: ପିଲା ଏବଂ ବୟସ୍କଙ୍କ ସୁରକ୍ଷା ସୁନିଶ୍ଚିତ କରିବ ଜିଓ ସିଲ୍ଡ

September 29, 2026

ବାସ୍ତୁ ନିୟମ: ଟ୍ରେଜେରି ସଫା ରଖିଲେ ବୃଦ୍ଧି ପାଏ ଧନ, ଜାଣନ୍ତୁ କେଉଁଠି ରଖିବେ ଟଙ୍କା-ପଇସା

September 29, 2026

ୟୁପି ରାଜ୍ୟସଭା ନିର୍ବାଚନ: ୧୦ମ ଆସନ ପାଇଁ ଜୋରଦାର ଲଢ଼େଇ; ଜାଣନ୍ତୁ କ୍ରସ୍-ଭୋଟିଂ ଓ ସଂଖ୍ୟାର ପୂର୍ଣ୍ଣ ହିସାବ

September 29, 2026

ଶିଶୁଙ୍କୁ ନିମୋନିଆ: କାରଣ, ଲକ୍ଷଣ ଓ ସାବଧାନତା

September 29, 2026

ଷଷ୍ଠ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ତ୍ରି-ଭାଷା ନୀତିରୁ ଛାଡ଼ କରିବାକୁ ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

September 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.