Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଭୁବନେଶ୍ବର ଦେଇ ଯାଉଥିବା ପାଞ୍ଚୋଟି ସ୍ବତନ୍ତ୍ର ଟ୍ରେନର ସମୟ ପରିବର୍ତ୍ତନ
ଜାତୀୟ ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ, ଭୁବନେଶ୍ବର ଦେଇ ଯାଉଥିବା ପାଞ୍ଚୋଟି ସ୍ବତନ୍ତ୍ର ଟ୍ରେନର ସମୟ ପରିବର୍ତ୍ତନ

June 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ଦକ୍ଷିଣ ରେଳ ପରିସୀମା ମଧ୍ୟରେ କିଛି ସ୍ୱତନ୍ତ୍ର ଟ୍ରେନର ସମୟ ସଂଶୋଧନ କରିବାକୁ ରେଳ ମନ୍ତ୍ରଣାଳୟ ନିଷ୍ପତ୍ତି ନେଇଛି। ପୂର୍ବତଟ ରେଳପଥ ପରିସୀମା ମଧ୍ୟ ଦେଇ ଯାତାୟାତ କରୁଥିବା ଚାରି ଯୋଡ଼ା ବିଶେଷ ଟ୍ରେନ ସହିତ ପୁରୀ ରୁ ଛାଡୁଥିବା ଗୋଟିଏ ଟ୍ରେନ ନିମ୍ନଲିଖିତ ଅନୁଯାୟୀ ଦକ୍ଷିଣ ରେଳବାଇର କିଛି ଷ୍ଟେସନରେ ସଂଶୋଧିତ ସମୟ ସାରଣୀରେ ରହଣି କରିବ ଓ ଛାଡିବ …

ଅଧିକ ଖବର ଜାଣିବା ପାଇଁ କ୍ଲିକ କରନ୍ତୁ- thesamikhsya.com/odia

୦୮୪୯୬ ଭୁବନେଶ୍ୱର ରୁମେଶ୍ୱରମ୍ ସ୍ପେଶାଲ୍ ଭୁବନେଶ୍ୱର ରୁ ୧୮ ଜୁନ୍, ୨୦୨୧ ଠାରୁ ଚେନ୍ନାଇ ଏଗମୋର ଷ୍ଟେସନ ଠାରେ ପୂର୍ବାହ୍ନ ୮ଘ.୧୫ମି.ରେ ପହଞ୍ଚିବ ଏବଂ ୮ଘ.୩୦ମି.ରେ ରମେଶ୍ୱରମ୍ ଅଭିମୁଖେ ଯାତ୍ରା କରିବ।

୦୩୩୫୨ ଆଲେପି-ଧାନବାଦ୍ ସ୍ପେଶାଲ୍ ଆଲେପିରୁ ୧୬ ଜୁନ୍, ୨୦୨୧ ଠାରୁ ଏର୍ଣ୍ଣାକୁଲମ, ଆଲୱେ, ତ୍ରିଚୁର, ୱାଡାକାନଚେରି, ଅତ୍ତାପଲମ ଏବଂ ପାଲକ୍କାଡ ଷ୍ଟେସନ ଠାରେ ସଂଶୋଧିତ ସମୟ ସାରଣୀ ଅନୁଯାୟୀ ଚଳାଚଳ କରିବ।

୦୨୬୬୬ କନ୍ୟାକୁମାରୀ-ହାଓଡ଼ା ସ୍ପେଶାଲ୍ କନ୍ୟାକୁମାରୀ ଠାରୁ ୧୯ ଜୁନ୍, ୨୦୨୧ ରୁ କନ୍ୟାକୁମାରୀ, ତିରୁନେଭେଲି, କୋଭିଲପାଟ୍ଟି, ସାତୁର ଏବଂ ବିରୁଦୁନଗର ଷ୍ଟେସନରେ ସଂଶୋଧିତ ସମୟ ସାରଣୀ ଅନୁଯାୟୀ ଚଳାଚଳ କରିବ।

୦୨୬୬୫ ହାଓଡ଼ା-କନ୍ୟାକୁମାରୀ ବିସସ ଟ୍ରେନ ହାଓଡ଼ାରୁ ୨୧ ଜୁନ୍ ଠାରୁ ତିରୁନେଭେଲି ଷ୍ଟେସନରେ ସଂଶୋଧିତ ସମୟ ସାରଣୀ ଅନୁଯାୟୀ ଚଳାଚଳ କରିବ।

୦୮୧୯୦ ଏର୍ଣ୍ଣାକୁଲମ-ଟାଟା ବିଶେଷ ଟ୍ରେନ ଏର୍ଣ୍ଣାକୁଲମ ଠାରୁ ୨୩ ଜୁନ୍, ୨୦୨୧ ଠାରୁ ଏର୍ଣ୍ଣାକୁଲମ, ଆଲୁଭା, ଥ୍ରୀସୁର, ପାଲକ୍କଡ, ପୋଡାନୁର, ତିରୁପୁର, ଏରୋଡ ଏବଂ ସାଲେମ ଷ୍ଟେସନରେ ସଂଶୋଧିତ ସମୟ ସାରଣୀ ଅନୁଯାୟୀ ଚଳାଚଳ କରିବ।

ଉପରୋକ୍ତ ଟ୍ରେନ ଗୁଡିକ ପାଇଁ ଅନ୍ୟାନ୍ୟ ନିର୍ଦ୍ଧାରିତ ଷ୍ଟେସନରେ ସମୟ ସାରଣୀ ଅପରିବର୍ତ୍ତିତ ରହିବ।

ସ୍ବତନ୍ତ୍ର ଟ୍ରେନ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.