Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ହେଲା ବଡ ପରିବର୍ତ୍ତନ
ଜାତୀୟ ଖବର

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଏକ୍ସପ୍ରେସର ହେଲା ବଡ ପରିବର୍ତ୍ତନ

June 17, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ଜୁନ୍ ମାସ ଶେଷ ପଯ୍ୟନ୍ତ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଏଣିକି ସପ୍ତାହକୁ ଚାରିଦିନ ଚଳାଚଳ କରିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ଼୧୯ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ ଅତ୍ୟଧିକ ଖରାପ ପୃଷ୍ଠପୋଷକତା ପାଇଁ ଏହି ଟ୍ରେନକୁ ପୂର୍ବରୁ ସପ୍ତାହରେ ଦୁଇଥର ଚଲାଇବାକୁ ନିଷ୍ପତ୍ତି ନିଆଯାଇଥିଲା।ଏହାକୁ ଏବେ ପରିବର୍ତନ କରାଯାଇଅଛି ।

୦୨୮୨୩ ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ଭୁବନେଶ୍ୱରରୁ ପ୍ରତି ମଙ୍ଗଳବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ସୋମବାର ଏବଂ ଶୁକ୍ରବାର ଦିନ ମାନଙ୍କରେ ବାତିଲ ରହିବ।

୦୨୮୨୪ ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଟାଟା ନୂଆଦିଲ୍ଲୀରୁ ପ୍ରତି  ବୁଧବାର ଏବଂ ଗୁରୁବାର ଦିନ ଚଳାଚଳ କରିବାକୁ ଥିବାବେଳେ ମଙ୍ଗଳବାର ଏବଂ ଶନିବାର ଦିନ ମାନଙ୍କରେ ବାତିଲ ରହିବ।

୦୨୮୨୫/୦୨୮୨୬ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ଆଦ୍ରଓ ଭୁବନେଶ୍ୱରରୁ ରବିବାର ଏବଂ ବୁଧବାର ଦିନ ଏବଂ ନୂଆଦିଲ୍ଲୀରୁ ସୋମବାର ଏବଂ ଶୁକ୍ରବାର ଦିନ ଚଳାଚଳ କରିବ।

୦୨୮୫୫/୦୨୮୫୬ ଭୁବନେଶ୍ୱର-ନୂଆଦିଲ୍ଲୀ-ଭୁବନେଶ୍ୱର ରାଜଧାନୀ ବିଶେଷ ଟ୍ରେନ ଭାୟା ସମ୍ବଲପୁର ସିଟି ଏବଂ ରାଉରକେଲା ଭୁବନେଶ୍ୱରରୁ ୨୬ ଜୁନ୍ (ଶନିବାର) ଏବଂ ନୂଆଦିଲ୍ଲୀରୁ  ୨୭ ଜୁନ୍, ୨୦୨୧ ତାରିଖ ଦିନ ବାତିଲ ରହିବ।

eastcoastrailway ରାଜଧାନୀ ଏକ୍ସପ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026
Latest News

ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ: ଭୁବନେଶ୍ୱରରେ ଅନୁଷ୍ଠିତ ହେବ ‘ଜେନ୍-ଜି’ କାର୍ଯ୍ୟକ୍ରମ ‘ଛାତ୍ର କି ଗୁଞ୍ଜ’

September 16, 2026

ଆଇସିଏମଆର-ଏନଆଇଏଚଆର ପରିଦର୍ଶନ କଲେ କେରଳମ୍‌ ଓ ରାଜସ୍ଥାନ ଗଣମାଧ୍ୟମ ପ୍ରତିନିଧି

September 16, 2026

ଚାରିଟି ଗତି ଶକ୍ତି କାର୍ଗୋ ଟର୍ମିନାଲକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ କେନ୍ଦ୍ର ରେଳମନ୍ତ୍ରୀ

September 16, 2026

ଗେଭ୍ରା କୋଇଲା ଖଣି ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

September 16, 2026

ରାଶିଫଳ: ସେପ୍ଟେମ୍ବର ୧୬ ତାରିଖ ବୁଧବାରରେ ପାଞ୍ଚୋଟି ରାଶିକୁ ମିଳିବ ଶକ୍ତିଶାଳୀ ସହଯୋଗ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.