Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାରେ ଡିଜେଲ ଦର କେତେ, ତାହା ଜାଣିଲେ ଆପଣଙ୍କର ମୁଣ୍ଡ ଖରାପ ହୋଇଯିବ
ଆଜିର ଖବର

ଓଡିଶାରେ ଡିଜେଲ ଦର କେତେ, ତାହା ଜାଣିଲେ ଆପଣଙ୍କର ମୁଣ୍ଡ ଖରାପ ହୋଇଯିବ

June 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡିଶାରେ ଡିଜେଲ ଦର କେତେ, ତାହା ଜାଣିଲେ ଆପଣଙ୍କର ମୁଣ୍ଡ ଖରାପ ହୋଇଯିବ

ଭୁବନେଶ୍ବର, ହୁହୁ ହୋଇ ବଢିବାରେ ଲାଗିଛି ତୈଳ୍ୟ ଦର। ଏହି କ୍ଷେତ୍ରରେ ଓଡିଶାରେ ମଧ୍ୟ ଅନୁରୂପ ଭାବେ ତେଲ ଦର ବଢିବାରେ ଲାଗିଛି। ଆପଣ ଆଶ୍ଚର୍ଯ୍ୟ ହେବେ ବର୍ତ୍ତମାନ ଓଡିଶାରେ ଡିଜେଲ ଦର ମଧ୍ୟ ଆକାଶ ଛୁଆଁ ହୋଇଯାଇଛି। ସୋମବାର ଦିନ କୋରାପୁଟରେ ଡିଜେଲ ଦର ୧୦୨ ଟଙ୍କା ୧୩ ପଇସା ରହିଛି।

ତା ପୂର୍ବ ଦିନ ଡିଜେଲ ଦର ୯୯ ଟଙ୍କା ୯୩ ପଇସା ରହିଥିବାବେଳେ ସୋମବାରରେ ଏକାଥରେ ୨ ଟଙ୍କା ୨୦ ପଇସା ବଢିଯାଇଛି। ପୂର୍ବରୁ କୋରାପୁଟରେ ଡିଜେଲ ଦର ସବୁବେଳେ ଶହେ ତଳକୁ ରହୁଥିଲା ହେଲେ ହଠାତ ଏତେ ପଇସା ବଢିବା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛି। ଓଡିଶାରେ ପେଟ୍ରୋଲ ପରି ଡିଜେଲ ମଧ୍ୟ ଶତକ ମାରିଛି।

ସେହିପରି ପେଟ୍ରୋଲ ଦର ମଧ୍ୟ ବୃଦ୍ଧି ପାଇଛି। ପୂର୍ବରୁ ପେଟ୍ରୋଲ ୧୦୨ ଟଙ୍କା ରହିଥିବା ବେଳେ ସୋମବାରରେ ୧୦୨ ଟଙ୍କା ୪୩ ପଇସାରେ ପହଞ୍ଚିଛି।

ଡିଜେଲ ଦର ପେଟ୍ରୋଲ ଦର ପେଟ୍ରୋଲ ଦର ବୃଦ୍ଧି
Share. Facebook Twitter LinkedIn Email WhatsApp Copy Link

Related Posts

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୧୧୦୦ ପଦବୀ ପାଇଁ ନିଯୁକ୍ତି: ବିନା ପରୀକ୍ଷାର ହେବ ଚୟନ

July 27, 2026

ଚିଲିକାରେ ଭାଙ୍ଗୁଛି ବିଜେଡି ଗଡ, ବିଜେପିରେ ସାମିଲ ହେଲେ ବହୁ ବିଜେଡି ନେତା

July 27, 2026

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ

July 27, 2026

ସିଜେପି ପରେ ଆରଏଚଏ ଏବଂ ଇ-୨୦: ଦ୍ରୁତ ଗତିରେ ବଢୁଛି ଫଲୋଅର୍ସଙ୍କ ସଂଖ୍ୟା

July 27, 2026
Latest News

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ୧୧୦୦ ପଦବୀ ପାଇଁ ନିଯୁକ୍ତି: ବିନା ପରୀକ୍ଷାର ହେବ ଚୟନ

July 27, 2026

ଚିଲିକାରେ ଭାଙ୍ଗୁଛି ବିଜେଡି ଗଡ, ବିଜେପିରେ ସାମିଲ ହେଲେ ବହୁ ବିଜେଡି ନେତା

July 27, 2026

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ ବିଦାୟ, ଶେଷ ଦର୍ଶନ କଲେ ନବୀନ ପଟ୍ଟନାୟକ

July 27, 2026

ସିଜେପି ପରେ ଆରଏଚଏ ଏବଂ ଇ-୨୦: ଦ୍ରୁତ ଗତିରେ ବଢୁଛି ଫଲୋଅର୍ସଙ୍କ ସଂଖ୍ୟା

July 27, 2026

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଦାବୀ କଲେ ନବୀନ ପଟ୍ଟନାୟକ

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.