Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୁଲାଇ ପହିଲାରେ ‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଜୁଲାଇ ପହିଲାରେ ‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

June 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜୁଲାଇ ପହିଲାରେ ‘ଡିଜିଟାଲ ଇଣ୍ଡିଆ’ ହିତାଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ 1 ତାରିଖ ପୂର୍ବାହ୍ନ 11ଟା ସମୟରେ ଭିଡିଓ କନଫରେନ୍ସିଂ ଜରିଆରେ ‘ଡିଜିଟାଲ ଇଣ୍ଡିଆ’ର ହିତାଧିକାରୀଙ୍କ ସହିତ ଆଲୋଚନା କରିବେ।

ପ୍ରଧାନମନ୍ତ୍ରୀ ଜୁଲାଇ 1 ତାରିଖ, 2015ରେ ‘ଡିଜିଟାଲ ଇଣ୍ଡିଆ’ ଅଭିଯାନ ଆରମ୍ଭ କରିଥିଲେ। ଏହାକୁ ଏବେ ଛଅ ବର୍ଷ ପୂରଣ ହେବାକୁ ଯାଉଛି। ଏହି ଅବସରରେ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରଣାଳୟ ପକ୍ଷରୁ ଏକ ବିଶେଷ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି।

‘ଡିଜିଟାଲ ଇଣ୍ଡିଆ’ ନୂତନ ଭାରତର ଅନ୍ୟତମ ସଫଳ କାର୍ଯ୍ୟକ୍ରମ ଭାବେ ପ୍ରମାଣିତ ହୋଇଛି। ଏହା ସହଜ ସେବା ଉପଲବ୍ଧତା, ସରକାରଙ୍କୁ ନାଗରିକମାନଙ୍କ ନିକଟତର କରିବା, ନାଗରିକମାନଙ୍କ ସମ୍ପୃକ୍ତିକୁ ପ୍ରୋତ୍ସାହିତ କରିବା ସହିତ ଜନସାଧାରଣଙ୍କୁ ସଶକ୍ତ କରିଛି।

ଏହି ଅବସରରେ କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଓ ଆଇଟି ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ।

ଡିଜିଟାଲ ଇଣ୍ଡିଆ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026
Latest News

ରଣପୁରରେ “ଉଲ୍ଲାସ” କାର୍ଯ୍ୟକ୍ରମ: ପ୍ରାୟ ୪ ହଜାରରୁ ଅଧିକ ପରୀକ୍ଷାର୍ଥୀଙ୍କ ଅଂଶଗ୍ରହଣ

March 17, 2026

ଶ୍ରୀଜଗନ୍ନାଥ ଦର୍ଶନ ଯୋଜନା: ପୁରୁଷୋତ୍ତମ ଧାମ ଯାତ୍ରା କଲେ ଖୋର୍ଦ୍ଧା ଜିଲ୍ଲାର ୨୨୨ ତୀର୍ଥ ଯାତ୍ରୀ

March 17, 2026

ଏକାଧିକ ସ୍ୱତନ୍ତ୍ର ଟ୍ରେନକୁ ନିୟମିତ ଏକ୍ସପ୍ରେସରେ ପରିଣତ କଲା ଭାରତୀୟ ରେଳବାଇ

March 17, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ରର ପର୍ଦ୍ଦାଫାସ୍: ୭ ବିଦେଶୀ ନାଗରିକ ଗିରଫ

March 17, 2026

ଭୁବନେଶ୍ବରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ମୁଖ୍ୟମନ୍ତ୍ରୀ କଲେ ସାକ୍ଷାତ

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.