Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ରିଲାଏନ୍ସ ପକ୍ଷରୁ ହୋମ କେୟାର ବ୍ରାଣ୍ଡ ପ୍ୟୁରିକ୍ ଇନଷ୍ଟା-ସେଫ୍ ର ଶୁଭାରମ୍ଭ
ଜୀବନ ଶୈଳୀ

ରିଲାଏନ୍ସ ପକ୍ଷରୁ ହୋମ କେୟାର ବ୍ରାଣ୍ଡ ପ୍ୟୁରିକ୍ ଇନଷ୍ଟା-ସେଫ୍ ର ଶୁଭାରମ୍ଭ

August 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରିଲାଏନ୍ସ ପକ୍ଷରୁ ହୋମ କେୟାର ବ୍ରାଣ୍ଡ ପ୍ୟୁରିକ୍ ଇନଷ୍ଟା-ସେଫ୍ ର ଶୁଭାରମ୍ଭ

ମୁମ୍ବାଇ/ଭୁବନେଶ୍ୱର, ରିଲାଏନ୍ସ୍ ର ଗ୍ରାହକ ବ୍ରାଣ୍ଡ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ବ୍ୟକ୍ତିଗତ ସ୍ୱଚ୍ଛତା ଏବଂ ହୋମ କେୟାର ବ୍ରାଣ୍ଡ ପ୍ୟୁରିକ୍ ଇନଷ୍ଟା-ସେଫ୍ ଶୁଭାରମ୍ଭ ଘୋଷଣା କରାଯାଇଛି । ଗ୍ରାହକଙ୍କ ମଧ୍ୟରେ ସ୍ୱଚ୍ଛତା ଏବଂ ନିରାପତ୍ତା ପାଇଁ ବର୍ଦ୍ଧିତ ଆବଶ୍ୟକତାକୁ ପୁରଣ କରିବା ପାଇଁ ପ୍ୟୁରିକ୍ ଇନଷ୍ଟା-ସେଫ୍ ର ବ୍ୟକ୍ତିଗତ ସ୍ୱଚ୍ଛତା ଏବଂ ଘର ଡ଼ିଜ-ଇନଫେକଟାଣ୍ଟ ର ବ୍ୟାପକ ଉତ୍ପାଦ ସମ୍ଭାର ପ୍ରସ୍ତୁତ କରାଯାଇଛି ।

କର୍ପୁର, ନିମ୍ବ ଏବଂ ହଳଦୀ ଭଳି ପ୍ରାକୃତିକ ଉପାଦାନଗୁଡ଼ିକର ଉତ୍ତମତାର ସମାହାର ପ୍ୟୁରିକ୍ ଇନଷ୍ଟା-ସେଫ୍ ଉତ୍ପାଦଗୁଡିକ ସେନ୍ସୋରିଆଲ୍ ଏବଂ ସୁଗନ୍ଧ ମାଧ୍ୟମରେ ନୂତନ ଭାବରେ ନିରାପତ୍ତା ଅନୁଭବ ପ୍ରଦାନ କରିଥାଏ । ଏହାର ଅନନ୍ୟ ‘ତତକ୍ଷଣାତ୍ କାର‌୍ୟ୍ୟ’ ବା ଇନଷ୍ଟଣ୍ଟ ଆକ୍ସନ ସୂତ୍ର ତୁରନ୍ତ ଜୀବାଣୁ ଓ ଭୁତାଣୁ ବିରୁଦ୍ଧରେ କାର‌୍ୟ୍ୟ କରିବା ଆରମ୍ଭ କରି ସ୍ୱଚ୍ଛତା ଓ ସମ୍ପୂର୍ଣ୍ଣ ସୁରକ୍ଷା ଯୋଗାଇଥାଏ ।

ପ୍ୟୁରିକ୍ ଇନଷ୍ଟା-ସେଫ୍ ର ବିସ୍ତୃତ ଉତ୍ପାଦ ସମ୍ଭାର ମଧ୍ୟରେ ରହିଛି ବ୍ୟକ୍ତିଗତ ସ୍ୱଚ୍ଛତା ଉତ୍ପାଦ ଯଥା ଜୀବାଣୁ ସୁରକ୍ଷା ସାବୁନ, ହ୍ୟାଣ୍ଡୱାସ୍, ହ୍ୟାଣ୍ଡ ସାନିଟାଇଜର, ସାୱାର ଜେଲ୍ ଏବଂ ସୁରକ୍ଷା ୱାଇପ୍ ଇତ୍ୟାଦି । ହୋମ ଡିଜ-ଇନଫେକସନ୍ ପାଇଁ, ପ୍ୟୁରିକ୍ ରେଞ୍ଜ୍ ମଧ୍ୟରେ ରହିଛି ଡିଜ-ଇନଫେକ୍ଟାଣ୍ଟ ସ୍ପ୍ରେ, ବହୁମୁଖୀ ଡିଜ-ଇନଫେକ୍ଟାଣ୍ଟ ଏବଂ ଆଣ୍ଟିସେପ୍ଟିକ୍ ଲିକ୍ୱିଡ୍, ପନିପରିବା ୱାଶିଂ ଲିକ୍ୱିଡ୍ ଇତ୍ୟାଦି ।

ଦେଶର ସମସ୍ତ ରିଲାଏନ୍ସ ରିଟେଲ ଗ୍ରୋସରୀ ଷ୍ଟୋରଗୁଡିକରେ ପ୍ୟୁରିକ୍ ଇନଷ୍ଟା-ସେଫ୍ ଉତ୍ପାଦ ଉପଲବ୍ଧ । ଗ୍ରାହକମାନେ ଜିଓ ମାର୍ଟ, ନେଟମେଡ଼ସରେ ଉତ୍ପାଦ ଅର୍ଡର କରିପାରିବେ କିମ୍ବା ନିକଟସ୍ଥ ଦୋକାନରୁ କିଣି ପାରିବେ । ଏହି ଉତ୍ପାଦଗୁଡ଼ିକରେ ସ୍ୱତନ୍ତ୍ର ପ୍ରାରମ୍ଭିକ ଅଫର୍ ମଧ୍ୟ ଉପଲବ୍ଧ ।

JIO Reliance reliance Reliance Retail
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଚୁର ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ରହିବା ସତ୍ତ୍ୱେ କାହିଁକି ବଢୁଛି ମୂଲ୍ୟ: ଜାଣନ୍ତୁ କାରଣ

May 23, 2026

ଇୟୁଜେନିକ୍ସ ହେୟାର ସାଇନ୍ସେସ ପକ୍ଷରୁ ଭୁବନେଶ୍ୱରରେ ବିଶ୍ୱସ୍ତରୀୟ ହେୟାର୍ ରିଷ୍ଟୋରେସନ୍ କ୍ଲିନିକର ଶୁଭାରମ୍ଭ

May 23, 2026

ସିିଜିମାଳି ବିସ୍ଥାପିତଙ୍କୁ ନ୍ୟାୟ ଦାବୀରେ ଯୁବ କଂଗ୍ରେସ ତରଫରୁ ପଦଯାତ୍ରା 

May 23, 2026

ଏଥର ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହ କରିବା ପାଇଁ ବସିଲା ଉଚ୍ଚ ସ୍ତରୀୟ ବୈଠକ

May 23, 2026
Latest News

ତୈଳ ସଙ୍କଟ ମଧ୍ୟରେ ତେଲ ଦର ହ୍ରାସ କଲା ଏହି ସରକାର: ୬ ଟଙ୍କା କମିଲା ପେଟ୍ରୋଲ ଦର

May 23, 2026

୧୫ ବର୍ଷ ପରେ ଟେବୁଲ ଟପର ହେଲା RCB: ଜାଣନ୍ତୁ ଇତିହାସରେ କେତେଥର ହେଲା ନମ୍ବର ୧

May 23, 2026

‘ଅନଲାଇନ୍ ପ୍ଲାଟଫର୍ମ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଚାଲିଛି’: କୋକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କ ଦାବି

May 23, 2026

ପ୍ରଚୁର ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ରହିବା ସତ୍ତ୍ୱେ କାହିଁକି ବଢୁଛି ମୂଲ୍ୟ: ଜାଣନ୍ତୁ କାରଣ

May 23, 2026

ଇଭାଙ୍କା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚେଷ୍ଟା କରୁଥିଲେ ଇରାନୀ ଆତଙ୍କବାଦୀ ଅଲ-ସାଦି !

May 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.