Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରେଳ ଚଳାଚଳ ସଂପର୍କରେ ବଡ ଖବର, କରୋନା ପାଇଁ ବାତିଲ ହେଲା 14ଟି ଗୁରୁତ୍ବପୂର୍ଣ୍ଣ ଟ୍ରେନ
ବିଶେଷ ଖବର

ରେଳ ଚଳାଚଳ ସଂପର୍କରେ ବଡ ଖବର, କରୋନା ପାଇଁ ବାତିଲ ହେଲା 14ଟି ଗୁରୁତ୍ବପୂର୍ଣ୍ଣ ଟ୍ରେନ

August 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, କୋଭିଡ ସଂକ୍ରମଣର ଶୃଙ୍ଖଳା ଭାଙ୍ଗିବା ଏବଂ କୋଭିଡ୧୯ ମହାମାରୀ ସମୟରେ ଟ୍ରେନ ମାନଙ୍କରେ ଖରାପ ପୃଷ୍ଠପୋଷକତାକୁ ଦୃଷ୍ଟିରେ ରଖି ନିମ୍ନଲିଖିତ ଅନୁଯାୟୀ ନିମ୍ନରେ ଉଲ୍ଲେଖ କରାଯାଇଥିବା ସ୍ୱତନ୍ତ୍ର ଟ୍ରେନ୍ ଗୁଡିକୁ ବାତିଲ୍ ଏବଂ ଆଂଶିକ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି।

ଅଗଷ୍ଟ ମାସ ୯ ରୁ ୨୨ ତାରିଖ ମଧ୍ୟରେ ବାତିଲ ହେବାକୁଥିବା ଟ୍ରେନ୍

1. ୦୮୪୧୨/୦୮୪୧୧ ଭୁବନେଶ୍ୱର-ଭଦ୍ରକ-ଭୁବନେଶ୍ୱର ବିଶେଷ ଟ୍ରେନ୍

2. ୦୮୪୩୮/୦୮୪୩୭ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ୍

3. ୦୮୪୬୧/୦୮୪୬୨ କଟକ-ପାରାଦୀପ-କଟକ ବିଶେଷ ଟ୍ରେନ୍

4. ୦୮୪୫୪/୦୮୪୫୩ କଟକ-ଭଦ୍ରକ-କଟକ ବିଶେଷ ଟ୍ରେନ୍

5. ୦୮୪୩୨/୦୮୪୩୧ ପୁରୀ-କଟକ-ପୁରୀ ବିଶେଷ ଟ୍ରେନ୍

6. ୦୮୪୯୩/୦୮୪୯୪ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ବିଶେଷ ଟ୍ରେନ୍

ଶନିବାର ଓ ରବିବାର ଦିନମାନଙ୍କରେ ବାତିଲ ହେବାକୁ ଥିବା ଟ୍ରେନ୍

1. ୦୮୪୨୮/୦୮୪୨୭ ପୁରୀ-ଅନୁଗୁଳ-ପୁରୀ ବିଶେଷ ଟ୍ରେନ୍ (୧୪ ଓ ୧୫ ଏବଂ ୨୧ ଓ ୨୨ ଅଗଷ୍ଟ, ୨୦୨୧)

2. ୦୮୪୩୩/୦୮୪୩୪ ଭୁବନେଶ୍ୱର-ପାଲାସା-ଭୁବନେଶ୍ୱର ସ୍ପେଶାଲ୍ ଟ୍ରେନ୍ (୧୪ ଓ ୧୫ ଏବଂ ୨୧ ଓ ୨୨ ଅଗଷ୍ଟ, ୨୦୨୧)

3. ୦୨୮୯୨/୦୨୮୯୧ ଭୁବନେଶ୍ୱର-ବାଙ୍ଗିରିପୋସି-ଭୁବନେଶ୍ୱର ସ୍ପେଶାଲ୍ ଟ୍ରେନ୍ (୧୪ ଓ ୧୫ ଏବଂ ୨୧ ଓ ୨୨ ଅଗଷ୍ଟ, ୨୦୨୧)

4. ୦୮୪୧୪/୦୮୪୧୩ ପୁରୀ-ପାରାଦୀପ-ପୁରୀ ବିଶେଷ ଟ୍ରେନ୍ (୨୧ ଓ ୨୨ ଅଗଷ୍ଟ, ୨୦୨୧)

5. ୦୮୪୧୭/୦୮୪୧୮ ପୁରୀ-ଗୁଣୁପୁର-ପୁରୀ ବିଶେଷ ଟ୍ରେନ୍ (୨୧ ଓ ୨୨ ଅଗଷ୍ଟ, ୨୦୨୧)

ନିର୍ଦ୍ଦିଷ୍ଟ ଦିନରେ ଟ୍ରେନ୍ ର ବାତିଲ୍

1. ୦୮୪୫୬/୦୮୪୫୫ ଭୁବନେଶ୍ୱର-କେନ୍ଦୁଝରଗଡ-ଭୁବନେଶ୍ୱର ବିଶେଷ ଟ୍ରେନ୍ ୯ ରୁ ୧୫ ଅଗଷ୍ଟ ପର‌୍ୟ୍ୟନ୍ତ ଏବଂ ୨୧ ଓ ୨୨ ଅଗଷ୍ଟ ୨୦୨୧ ରେ ବାତିଲ ରହିବ।

2. ପୁରୀ-ଅନୁଗୁଳ ସ୍ପେସିଆଲ୍ ଆଂଶିକ ବାତିଲ୍ ରହିବ

3. ୦୮୪୨୮/୦୮୪୨୭ ପୁରୀ-ଅନୁଗୁଳ-ପୁରୀ ସ୍ପେଶାଲ୍ ଟ୍ରେନ ଉଭୟ ପାର୍ଶ୍ୱରୁ ୯ ରୁ ୨୦ ଅଗଷ୍ଟ, ୨୦୨୧ ମଧ୍ୟରେ (ଶନିବାର ଓ ରବିବାର ବାତିଲ୍ ବ୍ୟତୀତ) ତାଳଚେର ଓ ଅନୁଗୁଳ ମଧ୍ୟରେ ବାତିଲ ରହିବ ଏବଂ ତାଳଚେର ଓ ପୁରୀ ମଧ୍ୟରେ ଚଳାଚଳ କରିବ।

କରୋନା ପାଇଁ ଟ୍ରେନ ବାତିଲ ଟ୍ରେନ ବାତିଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ICC ଟି-୨୦ ରାଙ୍କିଙ୍ଗରେ କ’ଣ ପରିବର୍ତ୍ତନ ଆସିଛି?: ଦେଖନ୍ତୁ ଶ୍ରେଷ୍ଠ ୧୦ ଦଳ

July 12, 2026
Latest News

ବିଜେପିରେ ସାମିଲି ହେଲେ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ବାଳ, ବିଜେଡିରୁ ହୋଇଥିଲେ ନିଲମ୍ବିତ

July 12, 2026

ଓଡ଼ିଶା ବିଦ୍ୟୁତ୍ କ୍ଷେତ୍ର ପ୍ରଶାସନିକ କର୍ମଚାରୀ ସଂଘର ବାର୍ଷିକ ସାଧାରଣ ଅଧିବେଶନ ସଂକଳ୍ପ ଅନୁଷ୍ଠିତ

July 12, 2026

ଗାନ୍ଧୀନଗର ଲୋକସଭା କ୍ଷେତ୍ରରେ ଗୋଟିଏ ଦିନରେ ଏକ କୋଟିରୁ ଅଧିକ ବୃକ୍ଷରୋପଣ

July 12, 2026

ରୁଷଠାରୁ ୪୯,୦୦୦ କୋଟିର ତେଲ କିଣିଲା ଭାରତ: ଚୀନ୍ ପରେ ହେଲା ଦ୍ୱିତୀୟ ସର୍ବାଧିକ କ୍ରେତା

July 12, 2026

ଟାଇଟଲ୍ ଦୌଡ଼ରେ ଏବେ ଚାରୋଟି ଦଳ: ଦେଖନ୍ତୁ ଫିଫା ବିଶ୍ୱକପ୍ ର ସେମିଫାଇନାଲ କାର୍ଯ୍ୟସୂଚୀ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.