Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»PIB_NEWS»ପବ୍ଲିକ ସେକ୍ଟର ବ୍ୟାଙ୍କ ସଂସ୍କାର ଏଜେଣ୍ଡା – ଇଏଏସ୍‍ଇ ୪.୦ ସଂସ୍କରଣକୁ ଉନ୍ମୋଚନ କଲେ ଅର୍ଥମନ୍ତ୍ରୀ
PIB_NEWS

ପବ୍ଲିକ ସେକ୍ଟର ବ୍ୟାଙ୍କ ସଂସ୍କାର ଏଜେଣ୍ଡା – ଇଏଏସ୍‍ଇ ୪.୦ ସଂସ୍କରଣକୁ ଉନ୍ମୋଚନ କଲେ ଅର୍ଥମନ୍ତ୍ରୀ

August 25, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପବ୍ଲିକ ସେକ୍ଟର ବ୍ୟାଙ୍କ ସଂସ୍କାର ଏଜେଣ୍ଡା – ଇଏଏସ୍‍ଇ ୪.୦ ସଂସ୍କରଣକୁ ଉନ୍ମୋଚନ କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ, କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ୍ ବ୍ୟାପାର ମନ୍ତ୍ରୀ ଶ୍ରୀମତୀ ର୍ନିମଳା ସୀଥାରମଣ ଆଜି ୨୦୨୧-୨୨ ପାଇଁ ପବ୍ଲିକ ସେକ୍ଟର ବ୍ୟାଙ୍କ (ପିଏସ୍‍ବି) ସଂସ୍କାର ଏଜେଣ୍ଡା ” ଇଏଏସ୍‍ଇ ୪.୦ ର ଚତୁର୍ଥ ସଂସ୍କରଣକୁ ଉନ୍ମୋଚନ କରିଛନ୍ତି – ପ୍ରଯୁକ୍ତିବିଦ୍ୟା-ସକ୍ଷମ, ସରଳୀକୃତ ଏବଂ ସହଯୋଗୀ ବ୍ୟାଙ୍କିଙ୍ଗ । ସେ ୨୦୨୦-୨୧ ପାଇଁ ପିଏସ୍‍ବି ସଂସ୍କାର ଏଜେଣ୍ଡା ଇଏଏସ୍‍ଇ ୩.୦ ପାଇଁ ବାର୍ଷିକ ରିପୋର୍ଟ ଉନ୍ମୋଚନ କରିଥିଲେ ଏବଂ ଇଏଏସ୍‍ଇ ୩.୦ ବ୍ୟାଙ୍କିଙ୍ଗ୍ ସଂସ୍କାର ସୂଚକାଙ୍କରେ ଶ୍ରେଷ୍ଠ ପ୍ରଦର୍ଶନକାରୀ ବ୍ୟାଙ୍କଗୁଡିକୁ ସମ୍ମାନିତ କରିବା ପାଇଁ ପୁରସ୍କାର ବିତରଣ ଉତ୍ସବରେ ଅଂଶଗ୍ରହଣ କରିଥିଲେ ।

ଏହି କାର‌୍ୟ୍ୟକ୍ରମରେ ଆର୍ଥିକ ସେବା ବିଭାଗର ଅତିରିକ୍ତ ସଚିବ ଶ୍ରୀ ପଙ୍କଜ ଜୈନ, ଆର୍ଥିକ ସେବା ବିଭାଗର ଅତିରିକ୍ତ ସଚିବ ଏବଂ ଆଇବିଏର ଅଧ୍ୟକ୍ଷ ଶ୍ରୀ ଅମିତ ଅଗ୍ରୱାଲ ଏବଂ ଶ୍ରୀ ରାଜକିରଣ ରାୟ ଜି ମଧ୍ୟ ଉପସ୍ଥିତ ଥିଲେ । ଏସବିଆଇ, ବିଓବି ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଶୀର୍ଷ ପୁରସ୍କାର ଜିଣିଛନ୍ତି

ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ, ବ୍ୟାଙ୍କ ଅଫ୍ ବରୋଦା ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆର ଇଏଏସ୍‍ଇ ସୂଚକାଙ୍କକୁ ଆଧାର କରି ପିଏସ୍‍ବି ସଂସ୍କାର ଇଏଏସ୍‍ଇ ୩.୦ ପାଇଁ ସର୍ବୋତ୍ତମ ପ୍ରଦର୍ଶନକାରୀ ବ୍ୟାଙ୍କ ଭାବେ ପୁରସ୍କାର ଜିତିଛନ୍ତି ।

ଇଣ୍ଡିଆନ ବ୍ୟାଙ୍କ୍‍ କ୍ଷେତ୍ର ସ୍ତରରେ ସର୍ବୋତ୍ତମ ପ୍ରଦର୍ଶନ ପାଇଁ ପୁରସ୍କାର ଲାଭ କରିଛି । ଏସବିଆଇ, ବିଓବି, ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ କାନାରା ବ୍ୟାଙ୍କ ପିଏସ୍‍ବି ସଂସ୍କାର ଏଜେଣ୍ଡା ଇଏଏସ୍‍ଇ ୩.୦ ର ବିଭିନ୍ନ ବିଷୟବସ୍ତୁରେ ଶୀର୍ଷ ପୁରସ୍କାର ଜିତିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026
Latest News

‘ଦେଶକୁ ଅପମାନ କରୁଥିବା ଲୋକ….’: ଏ.ଆର୍. ରହେମାନଙ୍କୁ ଟାର୍ଗେଟ କଲେ ନୀତେଶ ରାଣେ

February 2, 2026

ଭାରତ ବିପକ୍ଷ ମ୍ୟାଚ୍ ବର୍ଜନ କରିବା ଉପରେ ମୁହଁ ଖୋଲିଲେ ପାକିସ୍ତାନୀ ଅଧିନାୟକ: ଜାଣନ୍ତୁ ଏବେ କ’ଣ ହେବ?

February 2, 2026

ଏଥର ଓଡ଼ିଶା ପାଇଁ କେନ୍ଦ୍ର ବଜେଟରେ କ’ଣ ହେଲା ଘୋଷଣା?: ଜାଣନ୍ତୁ ସବୁକିଛି

February 2, 2026

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.