Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାଧାରଣ ଜନତାଙ୍କୁ ବଡ ଆଶ୍ଵସ୍ତି: ପେଟ୍ରୋଲ ଦର ୮ ଟଙ୍କାଙ୍କୁ ହ୍ରାସ କଲା ଏହି ରାଜ୍ୟ
ଆଜିର ଖବର

ସାଧାରଣ ଜନତାଙ୍କୁ ବଡ ଆଶ୍ଵସ୍ତି: ପେଟ୍ରୋଲ ଦର ୮ ଟଙ୍କାଙ୍କୁ ହ୍ରାସ କଲା ଏହି ରାଜ୍ୟ

December 1, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପେଟ୍ରୋଲ ଦର ବୃଦ୍ଧିରୁ ସାଧାରଣ ଜନତାଙ୍କୁ ଦିଲ୍ଲୀ ସରକାର ବଡ ଆଶ୍ଵସ୍ତି ଦେଇଛନ୍ତି। ଆଜିଠାରୁ ରାଜଧାନୀ ଦିଲ୍ଲୀରେ ପେଟ୍ରୋଲ ଉପରେ ରାଜ୍ୟ ସରକାର ଭ୍ୟାଟ୍ ହ୍ରାସ କରିଛନ୍ତି। କେଜ୍ରିୱାଲ ସରକାରଙ୍କ ଏହି ନିଷ୍ପତ୍ତି ପରେ ଦିଲ୍ଲୀରେ ପେଟ୍ରୋଲ ପ୍ରାୟ ୮ ଟଙ୍କା ଶସ୍ତା ହେବ। ଆଜି ମଧ୍ୟରାତ୍ରିରୁ ପେଟ୍ରୋଲର ନୂତନ ହାର ପ୍ରଯୁଜ୍ୟ ହେବ।

ଆଜି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏହି ବୈଠକରେ କେଜ୍ରିୱାଲ ପେଟ୍ରୋଲ ଉପରେ ଭାଟ୍ ୩୦ ପ୍ରତିଶତ ହ୍ରାସ କରି ୧୯.୪୦ ପ୍ରତିଶତକୁ ହ୍ରାସ କରିଛନ୍ତି। ତେଣୁ ଯେଉଁମାନେ ଆଜି ରାତିରୁ ନିଜ ଗାଡିରେ ପେଟ୍ରୋଲ ଭରନ୍ତି ସେମାନେ ୮ ଟଙ୍କା ଶସ୍ତା ପେଟ୍ରୋଲ ପାଇବେ।

ପେଟ୍ରୋଲ ଦର ବଡ ଆଶ୍ଵସ୍ତି
Share. Facebook Twitter LinkedIn Email WhatsApp Copy Link

Related Posts

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026
Latest News

ଗଂଜାମ ଜିଲ୍ଲା ସ୍ତରୀୟ ସ୍ବାଧୀନତା ଦିବସରେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଅଭିଭାଷଣ ଦେଇ କହିଲେ..

August 15, 2026

ବଦଳିବ ବିଏମ୍‌ସିର ମାନଚିତ୍ର: ୨୬ ଗାଁ ମିଶିବ, ବଢ଼ିବ ୱାର୍ଡ ସଂଖ୍ୟା

August 15, 2026

ଗାଲେ ଟେଷ୍ଟରେ ଶତକ ସହିତ ଦେବଦତ୍ତ ପାଡିକ୍କଲ୍ ଭାଙ୍ଗିଲେ ୩ ଟି ପ୍ରମୁଖ ରେକର୍ଡ

August 15, 2026

ଭୁବନେଶ୍ୱରସ୍ଥିତ କେନ୍ଦ୍ରୀୟ ହସ୍ପିଟାଲରେ ଅତ୍ୟାଧୁନିକ ଚିକିତ୍ସା ସୁବିଧାର ଉଦ୍‌ଘାଟନ 

August 15, 2026

SEBIର ବଡ଼ ନିଷ୍ପତ୍ତି: ଭାରତ ନଆସି ଡିଜିଟାଲ୍ KYC ପୂରଣ କରିପାରିବେ ବିଦେଶରେ ରହୁଥିବା NRI  

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.