Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ଉମରକୋଟ ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ  
ଆଜିର ଖବର

ଓଡିଶାର ଉମରକୋଟ ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ  

December 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/ନବରଙ୍ଗପୁର: ଭାରତର ବୃହତମ ତଥା ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ନବରଙ୍ଗପୁର ଜିଲାର ଉମରକୋଟ ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହିତ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଉମରକୋଟର ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ୍ ଓ ସାମଗ୍ରୀ ଏବଂ ସୁଲଭ ମୂଲ୍ୟ ତଥା ଟଙ୍କାକୁ ଚାହିଁ ଉଚ୍ଚ ମୂଲ୍ୟ ପ୍ରଦାନ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏହି ସହରର ଗ୍ରାହକମାନେ ଟ୍ରେଣ୍ଡି ମହିଳା ପରିଧାନ, ପୁରୁଷ ପରିଧାନ, ପିଲାଙ୍କ ପରିଧାନ (କିଡ୍‌ସ ୱିୟର) ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଏହି ୯୫୦୦ ବର୍ଗଫୁଟର ଷ୍ଟୋର ହେଉଛି ଉମରକୋଟର ପ୍ରଥମ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ଉଦ୍‌ଘାଟନୀ ଅଫର ରହିଛି। ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। ଏଥି ସହିତ ୨୯୯୯ ଟଙ୍କାର ସାମଗ୍ରୀ କ୍ରୟ ଉପରେ ଗ୍ରାହକମାନେ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ମାଗଣାରେ ପାଇପାରିବେ। ଗ୍ରାହକମାନଙ୍କୁ ଏକ ଅନନ୍ୟ ଫ୍ୟାଶନ୍ ଅନୁଭୁତିର ଆନନ୍ଦ ପ୍ରଦାନ କରିବା ପାଇଁ ସମ୍ପୂର୍ଣ୍ଣ ରହିଛି ଉମରକୋଟର ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଉମରକୋଟ ସହର ଓଡିଶା ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଭାରତର ସର୍ବବୃହତ୍
Share. Facebook Twitter LinkedIn Email WhatsApp Copy Link

Related Posts

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025
Latest News

ଯୁବମୋର୍ଚ୍ଚା ସଭାପତିଙ୍କ ବିରୋଧରେ ଥାନାରେ ଏତଲା ଦେଲା ଭୁବନେଶ୍ବର ଜିଲ୍ଲା କଂଗ୍ରେସ

July 23, 2025

ମୋହନ ସରକାରଙ୍କ ବିରୋଧରେ ବିଜେଡି ଅନାସ୍ଥା ପ୍ରସ୍ତାବ ଆଣିଲେ କଂଗ୍ରେସ ସମର୍ଥନ କରିବ, ଭକ୍ତ ଦାସ

July 23, 2025

ନୂଆଦିଲ୍ଲୀରେ ଭାରତ ଓ ନେପାଳ ମଧ୍ୟରେ ସ୍ୱରାଷ୍ଟ୍ର ସଚିବ ସ୍ତରୀୟ ଆଲୋଚନା

July 23, 2025

ପୂର୍ବାଞ୍ଚଳୀୟ ଲେଖକ ସମ୍ମିଳନୀ ଉଦଯାପିତ: ପୂର୍ବାଞ୍ଚଳୀୟ ଭାଷାର ସାହିତ୍ୟ ଖୁବ୍ ପ୍ରଭାବଶାଳୀ

July 23, 2025

ମୁଖ୍ୟମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ: ଛତିଶଗଡ଼ ସହିତ ମହାନଦୀ ଜଳବିବାଦର ଆପୋଷ ସମାଧାନ ଉପରେ ଗୁରୁତ୍ୱାରୋପ

July 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.