Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶାର ଉମରକୋଟ ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ  
ଆଜିର ଖବର

ଓଡିଶାର ଉମରକୋଟ ସହରରେ ଏବେ ଭାରତର ସର୍ବବୃହତ୍ ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ  

December 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର/ନବରଙ୍ଗପୁର: ଭାରତର ବୃହତମ ତଥା ଦ୍ରୁତଗତିରେ ବୃଦ୍ଧିପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍‌ସ ଓଡ଼ିଶାର ନବରଙ୍ଗପୁର ଜିଲାର ଉମରକୋଟ ସହରରେ ତାହାର ନୂଆ ଷ୍ଟୋର ଖୋଲିବା ସମ୍ପର୍କରେ ଘୋଷଣା କରିଛି।

ଟ୍ରେଣ୍ଡ୍‌ସ ବାସ୍ତବରେ ଭାରତର ଫ୍ୟାସନ କ୍ଷେତ୍ରରେ ଗଣତନ୍ତ୍ରର ବିକାଶ କରିଛି। ଏହା ଭାରତର ଗ୍ରାହକଙ୍କ ସହିତ ସମ୍ପର୍କ ସୁଦୃଢ କରିଛି ଏବଂ ମେଟ୍ରୋ, ମିନି ମେଟ୍ରୋଠାରୁ ଆରମ୍ଭ କରି ଟିୟର ୧, ଟିୟର ୨ ସହର ଏବଂ ଆହୁରି ଅଧିକ ସ୍ଥାନରେ ଭାରତୀୟ ଉପଭୋକ୍ତାଙ୍କ ନିକଟରେ ପହଂଚିଛି ଏବଂ ଭାରତର ପସନ୍ଦଯୋଗ୍ୟ ଫ୍ୟାସନ ସପିଙ୍ଗ ଡେଷ୍ଟିନେସନ ପାଲଟିଛି।

ଉମରକୋଟର ଏହି ନୂଆ ଟ୍ରେଣ୍ଡ୍‌ସ ଷ୍ଟୋରର ମଡର୍ଣ୍ଣ ଲୁକ୍ ଏବଂ ଆମ୍ବିଏନ୍ସ ସହିତ ସ୍ଥାନୀୟ ଗ୍ରାହକମାନଙ୍କ ମନଲାଖି ଉଚ୍ଚମାନର ଆକର୍ଷଣୀୟ ଫ୍ୟାସନ ମର୍ଚ୍ଚାଣ୍ଡାଇଜ୍ ଓ ସାମଗ୍ରୀ ଏବଂ ସୁଲଭ ମୂଲ୍ୟ ତଥା ଟଙ୍କାକୁ ଚାହିଁ ଉଚ୍ଚ ମୂଲ୍ୟ ପ୍ରଦାନ ଏହାକୁ ଅଧିକ ଆକର୍ଷଣୀୟ କରି ତୋଳିଛି। ଏହି ସହରର ଗ୍ରାହକମାନେ ଟ୍ରେଣ୍ଡି ମହିଳା ପରିଧାନ, ପୁରୁଷ ପରିଧାନ, ପିଲାଙ୍କ ପରିଧାନ (କିଡ୍‌ସ ୱିୟର) ଏବଂ ଫ୍ୟାସନ ଆସେସୋରିଜ ଅତି ସ୍ୱତନ୍ତ୍ର ମୂଲ୍ୟରେ ଏବଂ ଚମତ୍କାର କିଣାକିଣି ଅନୁଭୂତି ସହିତ ପାଇପାରିବେ।

ଏହି ୯୫୦୦ ବର୍ଗଫୁଟର ଷ୍ଟୋର ହେଉଛି ଉମରକୋଟର ପ୍ରଥମ ଷ୍ଟୋର ଯେଉଁଥିରେ ଗ୍ରାହକମାନଙ୍କ ପାଇଁ ଆକର୍ଷଣୀୟ ଫ୍ୟାସନ ଓ ଲୋଭନୀୟ ମୂଲ୍ୟ ସହିତ ସ୍ୱତନ୍ତ୍ର ଉଦ୍‌ଘାଟନୀ ଅଫର ରହିଛି। ୩୪୯୯ ଟଙ୍କାର କିଣାକିଣି କରନ୍ତୁ ଏବଂ ମାତ୍ର ୧୯୯ ଟଙ୍କାରେ ଏକ ଆକର୍ଷଣୀୟ ଉପହାର ପାଆନ୍ତୁ। ଏଥି ସହିତ ୨୯୯୯ ଟଙ୍କାର ସାମଗ୍ରୀ କ୍ରୟ ଉପରେ ଗ୍ରାହକମାନେ ୩୦୦୦ ଟଙ୍କା ମୂଲ୍ୟର କୁପନ୍ ମାଗଣାରେ ପାଇପାରିବେ। ଗ୍ରାହକମାନଙ୍କୁ ଏକ ଅନନ୍ୟ ଫ୍ୟାଶନ୍ ଅନୁଭୁତିର ଆନନ୍ଦ ପ୍ରଦାନ କରିବା ପାଇଁ ସମ୍ପୂର୍ଣ୍ଣ ରହିଛି ଉମରକୋଟର ନୂଆ ଟ୍ରେଣ୍ଡ୍‌ସ ଷ୍ଟୋର୍।

ଓଡିଶା ଫ୍ୟାସନ ଡେଷ୍ଟିନେସନ ଟ୍ରେଣ୍ଡ୍‌ସ ଭାରତର ସର୍ବବୃହତ୍
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026
Latest News

ଆଜି ରୂପା ମୂଲ୍ୟ ୧୭,୦୦୦ କୁ ହ୍ରାସ

February 2, 2026

କେନ୍ଦ୍ର ବଜେଟ 2026-27: ପୂର୍ବ ବର୍ଷ ତୁଳନାରେ ଓଡ଼ିଶା ପାଇଁ ଅନୁଦାନ ବଢିଛି ନା କମିଛି?, ଜାଣନ୍ତୁ

February 2, 2026

ନିର୍ବାଚନ କମିଶନରଙ୍କୁ କହିଲେ ମିଛୁଆ: ଦିଲ୍ଲୀରେ କଳା ପୋଷାକ ପିନ୍ଧି ପ୍ରତିବାଦ କଲେ ମମତା ବାନାର୍ଜୀ

February 2, 2026

ଭୀମଭୋଇ ଲୋକ ମହୋତ୍ସବ ୨୦୨୬ ଉଦଯାପିତ

February 2, 2026

ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଜିଲ୍ଲା ସଦର ମହକୁମାର ଠାରେ ଜନଶୁଣାଣି

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.