Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏସଏସ ଟିଭିର ଶୁଭାରମ୍ଭ: ଗୋଟିଏ କେବୁଲରେ ମିଳିବ ଇଣ୍ଟରନେଟ ଏବଂ ଟିଭି ଚ୍ୟାନେଲର ସୁବିଧା
ଆଜିର ଖବର

ଏସଏସ ଟିଭିର ଶୁଭାରମ୍ଭ: ଗୋଟିଏ କେବୁଲରେ ମିଳିବ ଇଣ୍ଟରନେଟ ଏବଂ ଟିଭି ଚ୍ୟାନେଲର ସୁବିଧା

December 28, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଗୋଟିଏ କେବୁଲରେ ଇଣ୍ଟରନେଟ ଏବଂ ଟିଭିଚ୍ୟାନେଲ ପ୍ରଥମ ଥର ପାଇଁ ଓଡିଶାରେ ଆରମ୍ଭ ହେବ। ପ୍ରେସ କ୍ଲବଠାରେ ଏହି ସୁବିଧାକୁ ଅନୁଷ୍ଠାନିକ ଭାବେ ଅଭିନେତା ସବ୍ୟସାଚୀ ମିଶ୍ର ଶୁଭାରମ୍ଭ କରିଛନ୍ତି। ଏହା ଦ୍ୱାରା ଓଡିଶାବାସୀ କମ ମୂଲ୍ୟରେ ଓ ବିନା ପ୍ରତିବନ୍ଧକରେ ଉଭୟ ଟିଭି ଓ ଇଣ୍ଟରନେଟ ପାଇପାରିବେ। ଅନ୍ୟପକ୍ଷରେ ଏହା ବୈଷୟିକର ନୂଆଯୁଗ ଆରମ୍ଭ ହେଲା ବୋଲି ଶ୍ରୀ ମିଶ୍ର ମତବ୍ୟକ୍ତ କରିଥିଲେ।

ଏସଏସ କେବୁଲସର ପ୍ରତିଷ୍ଠାତା ସୁଶାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଉପସଭାପତି ସଞ୍ଜୟ ଦାସ, ମୁଖ୍ୟ ପରିଚାଳକ ପଙ୍କଜ ଦତ୍ତ ଯୋଗଦେଇ ଅନ୍ୟ ଅପରେଟର ମାନଙ୍କ ଠାରୁ ଶସ୍ତା, ସୁନ୍ଦର ଓ ଅଧିକ ସେବା ଏହି କେବୁଲରେ ପାଇପାରିବେ ବୋଲି ମତ ଦେଇଥିଲେ।

ଉତ୍ସବରେ ଓଡ଼ିଶାର ଏଲ୍ ସି ଓ ଯୋଗ ଦେଇ ସେମାନେ କେବୁଲ ନେଟୱାର୍କରେ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଏସଏସ କେବୁଲନେଟ ଓ ଏନଏସଟି ଡିଜିଟାଲ ସମାଧାନ କରିବା ସହ ଉପଯୁକ୍ତ ସେବା ଦେବ ବୋଲି ଆଶା ପ୍ରକଟ କରିଥିଲେ। ଏହି ଅବସରରେ ସମସ୍ତ ଏଲ୍ ଏସି ଓ ଙ୍କୁ ସମ୍ନାନିତ କରିଥିଲେ।

ଇଣ୍ଟରନେଟ ଓଡିଶା
Share. Facebook Twitter LinkedIn Email WhatsApp Copy Link

Related Posts

ନୟାଗଡ଼ରେ ଭାରତର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026
Latest News

ନୟାଗଡ଼ରେ ଭାରତର ପ୍ରଥମ ସ୍ୱୟଂ ଚାଳିତ କେନାଲ ପ୍ରଣାଳୀ ଲୋକାର୍ପିତ

March 23, 2026

“କେରଳରେ ହେବ ତ୍ରିକୋଣୀୟ ପ୍ରତିଯୋଗିତା”: ବିଜେପି ବିଷୟରେ ଭବିଷ୍ୟବାଣୀ କଲେ ସିପିଆଇ ନେତା

March 23, 2026

ରାଜସ୍ଥାନର ଭାରତୀୟ ପ୍ରବନ୍ଧନ ସଂସ୍ଥାନରେ ସମ୍ମାନିତ ହେଲେ ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ ଅଧ୍ୟକ୍ଷ

March 23, 2026

ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ବିଭାଗର ସମୀକ୍ଷା କଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ

March 23, 2026

ଶିମଲା ମଶୋବ୍ରା ସ୍ଥିତ ରାଷ୍ଟ୍ରପତି ନିବାସ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି

March 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.