Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଏସଏନଏଲ ଓଡିଶା ସର୍କଲ ସିଜିଏମ୍ ଭାବେ ଦାୟିତ୍ୱ ନେଲ ହରିଶ୍ଚନ୍ଦ୍ର ମହାନ୍ତି, ଆଇ.ଟି.ଏସ୍
ଆଜିର ଖବର

ବିଏସଏନଏଲ ଓଡିଶା ସର୍କଲ ସିଜିଏମ୍ ଭାବେ ଦାୟିତ୍ୱ ନେଲ ହରିଶ୍ଚନ୍ଦ୍ର ମହାନ୍ତି, ଆଇ.ଟି.ଏସ୍

January 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଏସଏନଏଲ ଓଡିଶା ସର୍କଲର ମୁଖ୍ୟ ମହାପ୍ରବନ୍ଧର୍ (ସିଜିଏମ୍) ଭାବେ ଆଇ.ଟି.ଏସ୍ ହରିଶ୍ଚନ୍ଦ୍ର ମହାନ୍ତି ଦାୟିତ୍ୱ ଭାର ଗ୍ରହଣ କରିଛନ୍ତି। ଏହି ଅବସରରେ ସେ ଗ୍ରାହକମାନଙ୍କୁ ନବବର୍ଷ ଓ ମକର ସଂକ୍ରାନ୍ତିର ଶୁଭେଚ୍ଛା ପ୍ରଦାନ କରିଛନ୍ତି। ସରକାରୀ ରାଷ୍ଟ୍ରାୟତ୍ତ ସଂସ୍ଥା ବିଏସଏନଏଲ ବନ୍ୟା ବାତ୍ୟା ଓ ଅନ୍ୟାନ୍ୟ ପ୍ରାକୃତିକ ବିପର୍ଯ୍ୟୟ ଭଳି ପ୍ରତିକୂଳ ପରିସ୍ଥିତିରେ ଦେଶ ତଥା ରାଜ୍ୟର ସମସ୍ତ ଭାଗରେ ଟେଲି ଯୋଗାଯୋଗ ସେବା ନିରବଛିନ୍ନ ଭାବେ ଯୋଗାଇ ଆସୁଛି ଓ ଆଗାମୀ ଦିନରେ ମଧ୍ୟ ଏହାର ଗ୍ରାହାକମାନଙ୍କୁ ଆକର୍ଷଣୀୟ ଟାରିଫ୍ ସହ ଅସୀମିତ କଲ, ଡାଟା ଏବଂ ଆଧୁନିକତମ ସେବା ପ୍ରଦାନ ଜାରି ରଖିବ।

ସେ ଏହା ମଧ୍ୟ ସ୍ପଷ୍ଟ୍ କରିଛନ୍ତି କି, ଭାରତ ସରକାରଙ୍କ ଉପକ୍ରମ ବିଏସଏନଏଲ ରାରାଜ୍ୟର ଦୁର୍ଗମ ଅଞ୍ଚଳରେ ମଧ୍ୟ ଜନସାଧାରଣଙ୍କୁ ବିନା ଲାଭରେ/ ର୍ଯଥାର୍ଥ ମୂଲ୍ୟର ଲ୍ୟାଣ୍ଡଲାଇନ, ମୋବାଇଲ୍ ଏବଂ ଏଫଟିଟିଏଚ୍ (FTTH) ବସବା ଉପଲବଧ କରାଇବାକୁ ସର୍ବାଧିକ ଗୁରୁତ୍ଵ ଦେଇଆସୁଅଛି। ବିଏସଏନଏଲ (BSNL) ର ଆକର୍ଷଣୀୟ ଟାରିଫ ପ୍ଲାନ/ଯୋଜନା ଯୋଗୁଁ ବିଳମ୍ବରେ ହେଲେ ମଧ୍ୟ ଗ୍ରାହାକମାନଙ୍କ ଠାରୁ ଉତ୍ସାହଜନକ ପ୍ରତିକ୍ରିୟା ମିଳୁଛି।  ଅପ୍ଟିକାଲ୍ ଫାଇବର ମାଧ୍ୟମରେ ହାଇ-ସ୍ପିଡ୍ ଇଣ୍ଟର ନେଟ୍ ସେବା ସହିତ ଘରେ ରହି ଅନଲାଇନ୍ ମାଧ୍ୟମବର କାର୍ଯ୍ୟ କରୁଥିବା ବିଭିନ୍ନ ଶ୍ରେଣୀର ବ୍ୟକ୍ତିବିଶେଷ ଏବଂ କ୍ଲାସରେ ଯୋଡି ହେବା ପାଇଁ ଛାତ୍ରଛାତ୍ରୀମାନଙ୍କର ବିଏସ୍ଏନ୍ଏଲ୍ ପ୍ରଥମ ପସନ୍ଦ।

ବିଏସଏନଏଲର ସହଯୋଗରେ ଅପ୍ଟିକାଲ ଫାଇବର ମାଧ୍ୟମରେ ଗ୍ରାମାଞ୍ଚଳକୁ ହାଇ-ସ୍ପିଡ୍ ଇଣ୍ଟରନେଟ୍ ସେବା ଯୋଗାଇବା ଦିଗରେ ବିଏସଏନଏଲର ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ଅଟେ। ଖୁବଶୀଘ୍ର ଓଡିଶାର ବିଭିନ୍ନ ଜିଲ୍ଲାରେ ୪ ଜିସେବା ଉପଲବ୍ଧ ହେବ ବୋଲି ଶ୍ରୀ ମହାନ୍ତି ଆଶାବ୍ୟକ୍ତ କରିଛନ୍ତି।

ବିଏସଏନଏଲ
Share. Facebook Twitter LinkedIn Email WhatsApp Copy Link

Related Posts

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Latest News

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

ଇସ୍ପାତ ସହର ରାଉରକେଲାରେ ମହାମହିମ

April 21, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ରାଜସ୍ଥାନ ଗସ୍ତ

April 21, 2026

ଜଳିବ ପଶ୍ଚିମ ଓଡ଼ିଶା

April 21, 2026

ତିନି ମାସ ମଧ୍ୟରେ ୧୮,୨୬୨ଟି ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍ ଟ୍ରିପ 

April 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.