Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପ୍ରଧାନମନ୍ତ୍ରୀଙ୍କ ଘୋଷଣା: ଜାନୁୟାରୀ 16 ତାରିଖକୁ ଜାତୀୟ ଷ୍ଟାଟଅପ ଦିବସ ଭାବେ ହେବ ପାଳନ
ବିଶେଷ ଖବର

ପ୍ରଧାନମନ୍ତ୍ରୀଙ୍କ ଘୋଷଣା: ଜାନୁୟାରୀ 16 ତାରିଖକୁ ଜାତୀୟ ଷ୍ଟାଟଅପ ଦିବସ ଭାବେ ହେବ ପାଳନ

January 15, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀଙ୍କ ଘୋଷଣା: ଜାନୁୟାରୀ 16 ତାରିଖକୁ ଜାତୀୟ ଷ୍ଟାଟଅପ ଦିବସ ଭାବେ ହେବ ପାଳନ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫ୍ରେସିଂ ମାଧ୍ୟମରେ ଦେଶର ଷ୍ଟାର୍ଟଅପରମାନଙ୍କ ସହିତ ଆଲୋଚନା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ୨୦୨୨ ଦେଶରେ ଷ୍ଟାର୍ଟ ଅପ୍ ଇକୋସିଷ୍ଟମ ପାଇଁ ଅନେକ ସମ୍ଭାବନା ଆଣିଛି।
ବର୍ତ୍ତମାନ ଭାରତ ସ୍ୱାଧୀନତାର ୭୫ ତମ ବର୍ଷ ପାଳନ କରୁଛି ଏବଂ ଯେତେବେଳେ ଭାରତ ୧୦୦ ବର୍ଷର ସ୍ୱାଧୀନତା ଦିବସ ପାଳନ କରିବ, ସେତେବେଳେ ଦେଶର ପ୍ରଗତିରେ ଷ୍ଟାର୍ଟ ଅପ୍ ର ଭୂମିକା ଗୁରୁତ୍ୱପୂର୍ଣ୍ଣ ହେବ। ସେ କହିଛନ୍ତି, ୧୬ ଜାନୁଆରୀ ଜାତୀୟ ଷ୍ଟାର୍ଟ ଅପ୍ ଦିବସ ଭାବେ ପାଳନ କରାଯିବ।
ଏହି ଆଲୋଚନା ସମୟରେ ବହୁ କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ଥିଲେ। ଏହି ଆଲୋଚନା ସମୟରେ କୃଷି, ସ୍ୱାସ୍ଥ୍ୟ, ମହାକାଶ, ଶିଳ୍ପ ୪.୦, ସୁରକ୍ଷା, ଫିଣ୍ଟେକ୍ ଏବଂ ପରିବେଶ ଭଳି ବିଭିନ୍ନ କ୍ଷେତ୍ରରୁ ଷ୍ଟାର୍ଟଅପମାନେ ଅଂଶଗ୍ରହଣ କରିଥିଲେ।

ଅନେକ ଥିମ୍ ଉପରେ ଆଧାର କରି ୧୫୦ ରୁ ଅଧିକ ଷ୍ଟାର୍ଟଅପ୍ ଛଅଟି କାର‌୍ୟ୍ୟ ଗୋଷ୍ଠୀରେ ବିଭକ୍ତ କରାଯାଇଛି। ଏଥିମଧ୍ୟରୁ Growing from Roots, Nudging the DNA, From Local to Global, Technology of Future, Building Champions in Manufacturing and Sustainable Development.

 

ଦେଶରେ ନବସୃଜନ ଚଳାଇ ଷ୍ଟାର୍ଟଅପ୍ କିପରି ଜାତୀୟ ଆବଶ୍ୟକତାରେ ସହାୟକ ହୋଇପାରିବ ତାହା ବୁଝିବା ପାଇଁ ଏହି ପାରସ୍ପରିକ ଆଲୋଚନାର ଉଦ୍ଦେଶ୍ୟ ଥିଲା। ଆଜାଦୀ କା ଅମୃତ ମହୋତ୍ସବର ଏକ ଅଂଶ ଭାବରେ ଶିଳ୍ପ ଏବଂ ଆଭ୍ୟନ୍ତରୀଣ ବାଣିଜ୍ୟର ପ୍ରୋତ୍ସାହନ ବିଭାଗ, ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରଣାଳୟ ଦ୍ୱାରା ଏହି କାଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏହି କାଯ୍ୟକ୍ରମରେ ଷ୍ଟାର୍ଟଅପ୍ ଇଣ୍ଡିଆ ପଦକ୍ଷେପ ଆରମ୍ଭ ହେବାର ୬ଷ୍ଠ ତମ ବାର୍ଷିକୀ ଉପଲକ୍ଷେ ଆୟୋଜନ କରାଯାଇଥିଲା।

ଜାତୀୟ ଷ୍ଟାର୍ଟଅପ ଦିବସ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ପେଟିଏମ୍ ପେମେଣ୍ଟସ୍ ବ୍ୟାଙ୍କର ବ୍ୟାଙ୍କିଂ ଲାଇସେନ୍ସ ବାତିଲ୍, ଏହା ଆପଣଙ୍କୁ କିପରି ପ୍ରଭାବିତ କରିବ?

April 25, 2026

ହରମୁଜରେ ଚାଲିଥିବା ଉତ୍ତେଜନା ମଧ୍ୟରେ ରୁଷ ସହିତ ଭାରତ ନେଲା ପଦକ୍ଷେପ!: ଶେଷ ହେବ ତୈଳ ବିବାଦ 

April 21, 2026

‘ଭାରତୀୟ ନାବିକଙ୍କ ସୁରକ୍ଷା ସର୍ବୋଚ୍ଚ ପ୍ରାଥମିକତା’: ଭାରତ ସରକାର

April 21, 2026

EMI ଦେବାରେ ଅସମର୍ଥ କି, ବ୍ୟାଙ୍କ ଲଗାଇପାରେ ତାଲା, ଜାଣନ୍ତୁ ଆଇନ ବିଷୟରେ

April 21, 2026
Latest News

ଜାପାନରେ ଭୂମିକମ୍ପ

April 27, 2026

ଆଜିର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ସ୍ଥଗିତ

April 27, 2026

ଚିଲିକା ପୁସ୍ତକ ମେଳାର ତୃତୀୟ ଦିବସ: ପୁସ୍ତକପ୍ରେମୀଙ୍କ ଭରପୁର ଉତ୍ସାହ

April 27, 2026

କିସ୍ ରେ ରାଜ୍ୟସ୍ତରୀୟ ଆଦିବାସୀ ସ୍ୱେଚ୍ଛାସେବୀ ସଶକ୍ତିକରଣ କାର୍ଯ୍ୟକ୍ରମ ଉଦଯାପିତ

April 27, 2026

କଣ ଗରମ ଯୋଗୁଁ ଆପଣଙ୍କ ପେଟ ବାରମ୍ବାର ଖରାପ ହେଉଛି କି ? ଜାଣନ୍ତୁ କାରଣ କଣ ?

April 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.